Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ଉପହାର ସାମଗ୍ରୀ ଯୋଗାଇବେ ସରକାର
ଆଜିର ଖବର

ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା: ଉପହାର ସାମଗ୍ରୀ ଯୋଗାଇବେ ସରକାର

January 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Dy CM Pravati Parida attends MoU signing for CM Kanya Vibah Yojana.
Dy CM Pravati Parida attends MoU signing for CM Kanya Vibah Yojana.

ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନାରେ ଉପହାର ସାମଗ୍ରୀ ଯୋଗାଇବେ ସରକାର। ଏ ନେଇ ମହିଳା ଓ ଶିଶୁ ବିକାଶ ବିଭାଗ ଏବଂ ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ବିଭାଗ ଅଧୀନରେ କାର୍ଯ୍ୟରତ ଉତ୍କଳିକା ସହ ଏକ ବୁଝାମଣା ପତ୍ର ସ୍ୱାକ୍ଷର ହୋଇଛି। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଉପସ୍ଥିତିରେ ଏହା ସ୍ୱାକ୍ଷରିତ ହୋଇଛି।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ମହିଳା ଓ ଶିଶୁମାନଙ୍କର ସାମାଜିକ ସୁରକ୍ଷା ଓ ମର୍ଯ୍ୟାଦା ପ୍ରତି ସରକାରଙ୍କ ଦୃଢ଼ ପ୍ରତିବଦ୍ଧତାକୁ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଅନ୍ତର୍ଗତ ଯୋଗ୍ୟ କନ୍ୟାମାନେ ଶାଢୀ, ଚୁଡ଼ି, ପାଉଁଜି, ବିନ୍ଦି ଓ ଅନ୍ୟାନ୍ୟ ଘରୋଇ ବ୍ୟବହାର ସାମଗ୍ରୀ ଭଳି ବିବାହ ଆବଶ୍ୟକୀୟ ସାମଗ୍ରୀ ପାଇବେ, ଯାହା ଉତ୍କଳିକା ମାଧ୍ୟମରେ ହିତାଧିକାରୀମାନଙ୍କୁ ଯୋଗାଇ ଦିଆଯିବ।

CM Kanya Vibah Yojana MoU sign Pravati Parida
Share. Facebook Twitter LinkedIn Email WhatsApp Copy Link

Related Posts

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026
Latest News

ବାଲିଅନ୍ତା ସୌମ୍ୟ ହତ୍ୟା ମାମଲା : ଆଉ ୨ଜଣ ଅଭିଯୁକ୍ତ ଗିରଫ

May 19, 2026

ବଦଳିଲା CRUTର ନାଁ

May 19, 2026

RBI ର ବଡ଼ କାର୍ଯ୍ୟାନୁଷ୍ଠାନ, ଏହି ବ୍ୟାଙ୍କର ଲାଇସେନ୍ସ କଲା ବାତିଲ

May 19, 2026

ସମ୍ବଲପୁରରେ ପୁଣି ଏନକାଉଣ୍ଟର

May 19, 2026

ଟେକ୍‌ଜିଅମ୍ ୨୦୨୬ରେ ଆଇଟିଇଆର ଛାତ୍ରଛାତ୍ରୀଙ୍କୁ ମିଳିଲା ପିପୁଲ୍ସ ଚଏସ୍ ଆୱାର୍ଡ

May 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.