Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୪ରେ ଖୋଲିବ ହୀରାକୁଦ ଗେଟ୍‌ : ହୀରାକୁଦରେ ବଢୁଛି ଜଳସ୍ତର
ଆଜିର ଖବର

୧୪ରେ ଖୋଲିବ ହୀରାକୁଦ ଗେଟ୍‌ : ହୀରାକୁଦରେ ବଢୁଛି ଜଳସ୍ତର

August 10, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ହୀରାକୁଦ ଉପରମୁଣ୍ଡରେ ଲଗାଣ ବର୍ଷା ଯୋଗୁଁ ଜଳଭଣ୍ଡାରରେ ଜଳସ୍ତର ବୃଦ୍ଧି ପାଉଛି । ତେଣୁ ଆସନ୍ତା ୧୪ରେ ହୀରାକୁଦ ଡ୍ୟାମର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବା ପାଇଁ ଗେଟ ଖୋଲାଯିବ ବୋଲି ହୀରାକୁଦ ଡ୍ୟାମ ମୁଖ୍ୟଯନ୍ତ୍ରୀ ସୁନୀଲ୍‌ କୁମାର ନାୟକ ସୂଚନା ଦେଇଛନ୍ତି । ହୀରାକୁଦ ଜଳଭଣ୍ଡାରର ସର୍ବୋଚ୍ଚ ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବା ବେଳେ ଲଗାଣ ବର୍ଷା କାରଣରୁ ଏହା ବର୍ତ୍ତମାନ ୬୧୦. ୩୯ଫୁଟରେ ପହଂଚିଲାଣି । ଡ୍ୟାମକୁ ୧ଲକ୍ଷ ୮୩ହଜାର ୬୧୫ କୁସେକ ଜଳ ପ୍ରବେଶ କରୁଥିବା ବେଳେ ୧୬ହଜାର ୯୨୯ କ୍ୟୁସେକ  ଜଳ ନିଷ୍କାସନ ହେଉଛି ।  ଆସନ୍ତା ୧୪ରେ ବର୍ଷାର ସ୍ଥିତି ଦେଖି କେତୋଟି ଗେଟ ଖୋଲାଯିବ ସେନେଇ ନିଷ୍ପତ୍ତି ନିଆଯିବ ବୋଲି ସୂଚନା ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025
Latest News

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025

ଆଦିବାସୀ ବିକାଶକୁ ତ୍ୱରାନ୍ୱିତ କରିବାକୁ ଜୁଏଲ୍ ଓରାମଙ୍କ ନେତୃତ୍ୱରେ ଆଦିବାସୀ ସାଂସଦମାନଙ୍କ ଏକତା

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.