Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ
ଆଜିର ଖବର

ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନ: ୧୫୦ ଗିରଫ, ୨୬୦ଟି ମାମଲା ରୁଜୁ

January 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗିରଫ
Special Excise Drive: 150 Arrested, Massive Seizures on Day 20

ଭୁବନେଶ୍ଵର: ଗତ ଡିସେମ୍ବର ୨୦ରୁ ଚାଲିଥିବା ଥିବା ଅବକାରୀ ବିଭାଗର ସ୍ୱତନ୍ତ୍ର ଚଢ଼ାଉ ଅଭିଯାନର ୨୦ତମ ଦିନରେ ବିଭାଗ ୨୬୦ଟି ମାମଲା ରୁଜୁ କରିଛି। ଏଥିରେ ୭ଟି ମାମଲା ଏନ୍ଡିପିଏସ୍ ଆଇନ ଅଧୀନରେ ରୁଜୁ ହୋଇଛି। ଏହି ଦିନରେ ହୋଇଥିବା ଚଢ଼ାଉରେ ୧.୫୯ କୋଟି ଟଙ୍କା ମୂଲ୍ୟର ବେଆଇନ ମାଦକ ଦ୍ରବ୍ୟ ଓ ସାମଗ୍ରୀ ଜବତ କରାଯାଇଥିବା ସହ ୧.୯୮ କୋଟି ଟଙ୍କା ମୂଲ୍ୟର ଗଞ୍ଜେଇ ଗଛ ମଧ୍ୟ ନଷ୍ଟ କରାଯାଇଛି।

ବିଭାଗ ତରଫରୁ ହସ୍ତଗତ ତଥ୍ୟ ଅନୁଯାୟୀ, ଏହି ଦିନର କାର୍ଯ୍ୟାନୁଷ୍ଠାନରେ ୧୫୦ ଜଣଙ୍କୁ ଗିରଫ କରାଯାଇଛି। ଏଥି ସହ ମାମଲାରେ ସଂପୃକ୍ତ ୨୩ଟି ଗାଡ଼ି ଜବତ କରାଯାଇଛି।

ଜବତ ହୋଇଥିବା ସାମଗ୍ରୀ ମଧ୍ୟରେ ୧୨,୨୩୮ ଲିଟର ବେଆଇନ ଭାବେ ପ୍ରସ୍ତୁତ ମଦ ଏବଂ ୨୬୧ ଲିଟର duty-paid liquor ରହିଛି। ଏହା ସହ ୧,୧୩,୯୮୫ ଲିଟର ମହୁଲି ପୋଚ, ୮,୪୯୦ କିଲୋଗ୍ରାମ ଗୁଡ଼ ପୋଚ ଏବଂ ୨,୭୦୦ କିଲୋଗ୍ରାମ ମହୁଲି ଫୁଲ ଜବତ କରାଯାଇଛି। ବେଆଇନ ତଥା ନିଷିଦ୍ଧ ନିଶା ଦ୍ରବ୍ୟ ମଧ୍ୟରେ ୨୯୮ କିଲୋଗ୍ରାମ ଗଞ୍ଜେଇ ଏବଂ ୮୦ ଗ୍ରାମ ବ୍ରାଉନ୍ ସୁଗାର ଜବତ ହୋଇଛି।

ଏହା ସହିତ କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ ଅବକାରୀ ଦଳ ବେଆଇନ ଗଞ୍ଜେଇ ଚାଷ ସମ୍ପର୍କିତ ୨ଟି ମାମଲା ରୁଜୁ କରିଛି।

arrested Massive Seizures Special Excise Driv
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026

ଗିରଫ ହେଲେ ରାମ ମନ୍ଦିରରେ ନମାଜ ପାଠ କରୁଥିବା ଅଭିଯୁକ୍ତ: ଜାଣନ୍ତୁ ଏହି ମାମଲାରେ କ’ଣ ହେବ ଦଣ୍ଡ?

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.