Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା
ଆଜିର ଖବର

ଜାତୀୟ ବିଦ୍ୟାଳୟ ସମୂହ ତୀରନ୍ଦାଜ ପ୍ରତିଯୋଗିତା: ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା

January 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Archer Sunita Naik Wins Bronze at National School Games in Ranchi
Odisha Archer Sunita Naik Wins Bronze at National School Games in Ranchi

ଭୁବନେଶ୍ଵର: ଝାଡ଼ଖଣ୍ଡର ରାଞ୍ଚି ଠାରେ ଆୟୋଜିତ ୬୯ତମ ଜାତୀୟ ବିଦ୍ୟାଳୟ ସମୂହ (SGFI) ୧୭ ବର୍ଷ ରୁ କମ୍ ବୟସର ବାଳକ ଓ ବାଳିକା ତୀରନ୍ଦାଜ ପ୍ରତିଯୋଗିତାରେ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଉଲ୍ଲେଖନୀୟ ସଫଳତା। ଜାତୀୟସ୍ତରୀୟ ପ୍ରତିଯୋଗିତାରେ ଓଡ଼ିଶା ପାଇଁ ବ୍ରୋଞ୍ଜ ପଦକ ଆଣିଛନ୍ତି ଓଡ଼ିଶାର ସୁନୀତା ନାଏକ। କେନ୍ଦୁଝରସ୍ଥିତ ଏସ ଏମ ଆର୍ ସରକାରୀ ଉଚ୍ଚ ବିଦ୍ୟାଳୟର ଛାତ୍ରୀ ସୁନୀତା ନାଏକ ୬୦ ମିଟର ଅଲମ୍ପିକ୍ସ ରାଉଣ୍ଡରେ ଓଡ଼ିଶା ପାଇଁ ବ୍ରୋଞ୍ଜ ପଦକ ଆଣିଛନ୍ତି।

୬ ଜାନୁଆରୀ ୨୦୨୬ ରୁ ୧୦ ଜାନୁଆରୀ ୨୦୨୬ ପର୍ଯ୍ୟନ୍ତ ରାଞ୍ଚି ଠାରେ ଏହି ପ୍ରତିଯୋଗିତା ଆୟୋଜିତ ହେଉଛି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧିନ ଓଡ଼ିଶା ରାଜ୍ୟ ବିଦ୍ୟାଳୟ କ୍ରୀଡ଼ା ସଂଗଠନ ପକ୍ଷରୁ ଓଡ଼ିଶାରୁ ମୋଟ୍ ୧୮ ଜଣ ପ୍ରତିଯୋଗୀ ଅଂଶଗ୍ରହଣ କରିଥିଲେ, ଯେଉଁଥିରେ ୧୧ ଜଣ ବାଳିକା ଓ ୭ ଜଣ ବାଳକ ସାମିଲ୍ ଥିଲେ।

ପୂର୍ବରୁ ରୋହିତ କୁମାର ମାରାଣ୍ଡି ଓ ରେଶମା ମଲ୍ଲିକ ୪ ଟି ସ୍ବର୍ଣ୍ଣ ପଦକ ହାସିଲ କରିଛନ୍ତି।

Bronze National School Games Odisha Archer ranchi Sunita Naik
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.