Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାନୁଆରି ୨୦୨୬ ଶିକ୍ଷା ସତ୍ର ପାଇଁ ‘ଇଗ୍ନୋ’ ରେ ନାମଲେଖା ଆରମ୍ଭ
ଆଜିର ଖବର

ଜାନୁଆରି ୨୦୨୬ ଶିକ୍ଷା ସତ୍ର ପାଇଁ ‘ଇଗ୍ନୋ’ ରେ ନାମଲେଖା ଆରମ୍ଭ

January 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଇଗ୍ନୋ ଆଞ୍ଚଳିକ କେନ୍ଦ୍ର
ଇଗ୍ନୋର ୩୯ତମ ସମାବର୍ତ୍ତନ ଉତ୍ସବ: ଭୁବନେଶ୍ୱର ଆଞ୍ଚଳିକ କେନ୍ଦ୍ରରେ ୭ ହଜାରରୁ ଅଧିକ ଶିକ୍ଷାର୍ଥୀ ସମ୍ମାନିତ

ଭୁବନେଶ୍ଵର: ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟରେ ଜାନୁଆରି-୨୦୨୬ ଶିକ୍ଷା ସତ୍ର ପାଇଁ ନାମଲେଖା ପ୍ରକ୍ରିୟା ଘୋଷଣା କରାଯାଇଛି। ବିଭିନ୍ନ ପାଠ୍ୟକ୍ରମରେ ନାମଲେଖାଇବା ପାଇଁ ଆଗ୍ରହୀ ବ୍ୟକ୍ତି ବିଶେଷ ଏହି ସୁଯୋଗର ଲାଭ ଉଠାଇ ପାରିବେ। ବିଭିନ୍ନ କାରଣରୁ ଅଧାରୁ ପାଠ ଛାଡିଥିବା କିମ୍ବା  ଉଚ୍ଚ ଶିକ୍ଷା ପାଇବାରୁ ବଂଚିତ ହୋଇଥିବା କୌଣସି ବୟସର ବ୍ୟକ୍ତି ବିଶେଷଙ୍କ ପାଇଁ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମୁକ୍ତ ବିଶ୍ୱବିଦ୍ୟାଳୟର ସମସ୍ତ ବିଭାଗରେ ଅଣ୍ଡର ଗ୍ରାଜୁଏଟ (ସ୍ନାତକ), ପୋଷ୍ଟ ଗ୍ରାଜୁଏଟ (ସ୍ନାତକୋତ୍ତର) ପିଜି ଡିପ୍ଲୋମା, (ସ୍ନାତକୋତ୍ତର ଡିପ୍ଲୋମା) ଏବଂ ସାର୍ଟିଫିକେଟ ପ୍ରୋଗ୍ରାମରେ ନାମଲେଖା ପ୍ରକ୍ରିୟା ଆସନ୍ତା ଜାନୁଆରି ମାସ ୩୧ ତାରିଖ ପର୍ଯ୍ୟନ୍ତ ଚାଲୁରହିବ। ଅଣ୍ଡର ଗ୍ରାଜୁଏଟ (ସ୍ନାତ୍ତକ) ପ୍ରୋଗ୍ରାମ, ଯଥା- କଳା (ସାଧାରଣ), ବିଜ୍ଞାନ (ସାଧାରଣ), ବାଣିଜ୍ୟ (ସାଧାରଣ) ବିଭାଗରେ ନାମ ପଞ୍ଜିକରଣ କରିବାକୁ ଚାହୁଁଥିବା ଅନୁସୂଚିତ ଜାତି ଓ ଜନଜାତି ଆବେଦକଙ୍କ ପାଇଁ ନାମଲେଖା ଦେୟ ଏବଂ ପୁନଃ ପଞ୍ଜିକରଣ ଦେୟ ୫୦% ଛାଡ଼ କରାଯାଇଛି।

ତେବେ ଯେଉଁ ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀ ଅନ୍ୟ କୌଣସି ସୂତ୍ରରୁ ରିହାତିର ସୁବିଧା ପାଉଥିବେ,  ସେମାନେ ଇଗ୍ନୋ ପକ୍ଷରୁ ଦିଆଯାଉଥିବା ଏହି ରିହାତି ପାଇବାକୁ ଯୋଗ୍ୟ ହେବେ ନାହିଁ। ଇଚ୍ଛୁକ ଛାତ୍ରଛାତ୍ରୀ ଇଗ୍ନୋର ୱେବସାଇଟ www.ignou.ac.in ଏବଂ ଏହି ଲିଙ୍କ http//ignouadmission.samarth.edu.in  ଅନୁସରଣ କରିପାରିବେ କିମ୍ବା ଆଞ୍ଚଳିକ କେନ୍ଦ୍ର ରାଇରଙ୍ଗପୁର, ମୟୂରଭଞ୍ଜ କୁ ଇ-ମେଲ  ମାଧ୍ୟମରେ ଯୋଗାଯୋଗ କରିପାରିବେ। ଏହାସହିତ ସମସ୍ତ ପ୍ରକାର ଯୋଗାଯୋଗ ପାଇଁ ୦୬୭୯୪–୨୨୨୦୯୭ ଦୂରଭାଷ ନମ୍ବରରେ ଯୋଗାଯୋଗ କରିବା ପାଇଁ ଇଗ୍ନୋ ତରଫରୁ ବରିଷ୍ଠ ଆଞ୍ଚଳିକ ନିର୍ଦ୍ଦେଶକ ଡ଼. ମନୋଜ କୁମାର ଦାଶ  ସୂଚନା ଦେଇଛନ୍ତି।

ଇଗ୍ନୋ ଜାନୁଆରି ୨୦୨୬ ଶିକ୍ଷା ସତ୍ର ନାମଲେଖା ଆରମ୍ଭ
Share. Facebook Twitter LinkedIn Email WhatsApp Copy Link

Related Posts

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026

ଆଜି ICSE ରେଜଲ୍ଟ ପ୍ରକାଶ ପାଇବ

April 30, 2026

ସମ୍ପ୍ରସାରିତ ଶ୍ରୀନଗର-ଜମ୍ମୁ ବନ୍ଦେ ଭାରତ ଟ୍ରେନର ଶୁଭାରମ୍ଭ କରିବେ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

April 30, 2026
Latest News

ବାଲୁଗାଁ: ରାଉତରାପଲ୍ଲୀ ଗ୍ରାମରେ ୪ ଦିନ ବ୍ୟାପି ବିଶ୍ଵଶାନ୍ତି ମହାଯଜ୍ଞ, ଆସନ୍ତାକାଲି ପୂର୍ଣ୍ଣାହୁତି

April 30, 2026

ଦଶମ-ଦ୍ୱାଦଶ ଶ୍ରେଣୀ ଫଳାଫଳ ପ୍ରକାଶ କଲା CISCE: ଏହି ଲିଙ୍କ୍ ବ୍ୟବହାର କରି ତୁରନ୍ତ ଯାଞ୍ଚ କରନ୍ତୁ

April 30, 2026

ଏକଜିଟ୍ ପୋଲ ଫଳାଫଳରେ କ’ଣ ପାଇଲା କଂଗ୍ରେସ?: ଜାଣନ୍ତୁ କେଉଁଠି ଲାଭ ଆଉ କେଉଁଠି କ୍ଷତି?

April 30, 2026

ପୁଟିନଙ୍କ ସହ ଦେଢ଼ ଘଣ୍ଟା ଧରି କଥା ହେଲେ ଟ୍ରମ୍ପ

April 30, 2026

ପୋଲିସକୁ ଛୁରା ମାଡ : ୩ ଆହତ

April 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.