ଭୁବନେଶ୍ଵର: ଓଡ଼ିଶୀ ନୃତ୍ୟ ଗୁରୁ ପଦ୍ମ ବିଭୂଷଣ ଗୁରୁ କେଳୁ ଚରଣ ମହାପାତ୍ରଙ୍କ ଜନ୍ମ ଶତବାର୍ଷିକୀ ଗତ 8 ତାରିଖରୁ ଆରମ୍ଭ ହୋଇଥିଲା। ଏହାକୁ ଉଦଘାଟନ କରିଥିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହି ଅବସରରେ ରବୀନ୍ଦ୍ର ମଣ୍ଡପରେ ଆୟୋଜିତ ସାଂସ୍କୃତିକ କାର୍ଯ୍ୟକ୍ରମ ଉଦଯାପିତ ହୋଇଛି।