Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପୁରୀ ପୌରପାଳିକାରେ ଯୋଗ୍ୟ ହିତାଧିକାରୀମାନଙ୍କୁନୂଆ ରାସନ କାର୍ଡ ବଣ୍ଟନ
ଆଜିର ଖବର

ପୁରୀ ପୌରପାଳିକାରେ ଯୋଗ୍ୟ ହିତାଧିକାରୀମାନଙ୍କୁନୂଆ ରାସନ କାର୍ଡ ବଣ୍ଟନ

January 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Krushna Chandra Patra distributed rasan cards in Puri
Krushna Chandra Patra distributed rasan cards in Puri

ପୁରୀ: ପୁରୀ ପୌରପାଳିକାର ଯୋଗ୍ୟ ହିତାଧିକାରୀମାନଙ୍କୁ ନୂଆ ରାସନ କାର୍ଡ ବଣ୍ଟନ କରାଯାଇଛି। ଯୋଗାଣମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ୫ଶହରୁ ଅଧିକ ହିତାଧିକାରୀଙ୍କୁ ରାସନ କାର୍ଡ ବିତରଣ କରିଛନ୍ତି। ଜଣେ ହେଲେ ଯୋଗ୍ୟ ହିତାଧିକାରୀ ଯେପରି ରାସନ କାର୍ଡରୁ ବଞ୍ଚିତ ନ ହେବେ ସେଥିପ୍ରତି ସରକାର ଯତ୍ନବାନ ଥିବା ମନ୍ତ୍ରୀ ଶ୍ରୀ ପାତ୍ର କହିଛନ୍ତି। ସେ କହିଛନ୍ତି, ଅଯୋଗ୍ୟ ହିତାଧିକାରୀଙ୍କ ରାସନ କାର୍ଡ କଟାଯାଇଛି।

ସେହିପରି ୭ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କୁ ମଧ୍ୟ ହିତାଧିକାରୀ ତାଲିକାରୁ ବାଦ୍ ଦିଆଯାଇଛି। ନୂଆ ହିତାଧିକାରୀମାନେ ରାସନକାର୍ଡ ପୋର୍ଟାଲ ମାଧ୍ୟମରେ ଆବେଦନ କରି ଖାଉଟି କାର୍ଡ ପାଇପାରିବେ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

Krushna Chandra Patra Puri rasan cards
Share. Facebook Twitter LinkedIn Email WhatsApp Copy Link

Related Posts

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026
Latest News

ଯନ୍ତ୍ରପାତି, ଟୁଲକିଟ୍ ଏବଂ ମାର୍ଜିନ୍ ମନି ସବସିଡି ବଣ୍ଟନ କଲେ ଖଦି ଏବଂ ଗ୍ରାମୋଦ୍ୟୋଗ ଆୟୋଗର ଅଧ୍ୟକ୍ଷ

February 3, 2026

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.