Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଇଚର ଗାଡ଼ିକୁ ପିଟିଲା ଟୁରିଷ୍ଟ ଗାଡି, ୭ ଆହତ, ଜଣେ ଗୁରୁତର
ଆଜିର ଖବର

ଆଇଚର ଗାଡ଼ିକୁ ପିଟିଲା ଟୁରିଷ୍ଟ ଗାଡି, ୭ ଆହତ, ଜଣେ ଗୁରୁତର

January 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆଇଚର ଗାଡ଼ିକୁ ପିଟିଲା ଟୁରିଷ୍ଟ ଗାଡି, ୭ ଆହତ, ଜଣେ ଗୁରୁତର
ଆଇଚର ଗାଡ଼ିକୁ ପିଟିଲା ଟୁରିଷ୍ଟ ଗାଡି, ୭ ଆହତ, ଜଣେ ଗୁରୁତର

ରେଢ଼ାଖୋଲ (କନ୍ଦର୍ପ ବେହେରା): କଟକ ସମ୍ବଲପୁର ୫୫ନଂ ଜାତୀୟ ରାଜପଥ ରେଢାଖୋଲ ଥାନା ଲୁହାପଙ୍କ ଛକ ନିକଟରେ ବିଳମ୍ବିତ ରାତିରେ ଆଇଚରକୁ ପଛରୁ ଧକ୍କା ଦେଇ ଦୁର୍ଘଟଣା ଗ୍ରସ୍ତ ହେବା ଫଳରେ ୭ ଜଣ ଆହତ, ଜଣେ ଗୁରୁତର ହୋଇ ରେଢ଼ାଖୋଲ ମେଡିକାଲରେ ଭର୍ତ୍ତି ହୋଇଥିବା ଜଣାପଡିଛି। ଖବରରୁ ପ୍ରକାଶ ଯେ, ପୁରୀ ପିପିଲିରୁ ଏକ ଟୁରିଷ୍ଟ ଗାଡି ପଶ୍ଚିମ ଓଡିଶାର ବିଭିନ୍ନ ତିର୍ଥସ୍ଥଳୀ ବୁଲି ଘରକୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ହୋଇଥିଲା।

ଟୁରିଷ୍ଟ ଗାଡିରେ ମୋଟ ୧୯ ଜଣ ଯାତ୍ରୀ ଥିଲେ। ଆହତଙ୍କୁ ରେଢାଖୋଲ ମେଡିକାଲରୁ କଟକ ପଠାଯାଇଥିବା ବେଳେ ଆଉ ଗୁରୁତରଙ୍କୁ ବୁର୍ଲା ମେଡିକାଲ ସ୍ଥାନାନ୍ତର କରାଯାଇଛି। ଆହତ ଥିବା ୫ ଜଣଙ୍କୁ ରେଢାଖୋଲ ମେଡିକାଲରେ ପ୍ରଥମିକ ଚିକିତ୍ସା କରାଯାଇଛି। ଖବର ପାଇ ଘଟଣା ସ୍ଥଳରେ ପୋଲିସ ପହଁଞ୍ଚି ତଦନ୍ତ ଜାରୀ ରଖିଛି।

କଟକ ସମ୍ବଲପୁର ଜାତୀୟ ରାଜପଥ ରେଢ଼ାଖୋଲ ଥାନା ରେଢାଖୋଲ
Share. Facebook Twitter LinkedIn Email WhatsApp Copy Link

Related Posts

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Latest News

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.