Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ ସାର୍ଥକରେ ୫୦୦ ଏପିସୋଡ ଅତିକ୍ରମ କଲା ଲୋକପ୍ରିୟ ଧାରାବାହିକ ‘ତୁମ ବିନା’
ଆଜିର ଖବର

ଜୀ ସାର୍ଥକରେ ୫୦୦ ଏପିସୋଡ ଅତିକ୍ରମ କଲା ଲୋକପ୍ରିୟ ଧାରାବାହିକ ‘ତୁମ ବିନା’

January 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
‘ତୁମ ବିନା’
ଜୀ ସାର୍ଥକରେ ୫୦୦ ଏପିସୋଡ ଅତିକ୍ରମ କଲା ଲୋକପ୍ରିୟ ଧାରାବାହିକ ‘ତୁମ ବିନା’

ଭୁବନେଶ୍ଵର: ଓଡ଼ିଶା ଟେଲିଭିଜନ ଜଗତର ଅନ୍ୟତମ ଚର୍ଚ୍ଚିତ ଧାରାବାହିକ ‘ତୁମ ବିନା’ ସଫଳତାର ସହ ଜୀ ସାର୍ଥକରେ ୫୦୦ ଏପିସୋଡ ପୂରଣ କରି ଏକ ନୂଆ ମାଇଲଖୁଣ୍ଟ ସ୍ଥାପନ କରିଛି। ପୂର୍ବରୁ ଏହି ପରି ଅନେକ ଲୋକପ୍ରିୟ ଧାରାବାହିକ ଦର୍ଶକଙ୍କୁ ଦେଇ ଜୀ ସାର୍ଥକ ଓଡ଼ିଶା ମନୋରଞ୍ଜନ ଦୁନିଆରେ ନିଜକୁ ଏକ ନମ୍ବର କରିଛି ।

‘ତୁମ ବିନା’ର ବର୍ତ୍ତମାନର କାହାଣୀରେ ଅନୁରାଗ ଓ ରିଚାଙ୍କ ବିବାହ ଏବଂ ଆଦ୍ୟାର ଦ୍ଵାୟୀତ୍ଵ ନେବା ପରେ ଏକ ରୋମାଞ୍ଚକର ମୋଡ଼ ଆସିଛି। ରିଚା ନିଜର ପ୍ରକୃତ ଉଦ୍ଦେଶ୍ୟ ଲୁଚାଇ ଆଧିପତ୍ୟ ବିସ୍ତାର କରୁଥିବା ବେଳେ, ଆଦ୍ୟା ଦୈବୀ ଶକ୍ତିର ପ୍ରତୀକ ସାଜି ଅଧର୍ମ ବିରୋଧରେ ଛିଡ଼ା ହୋଇଛି । ଅକ୍ଷୟଙ୍କୁ ନିଜର ନିଷ୍ଠୁର ସର୍ତ୍ତ ଆଗରେ ମଥାନତ କରିବାକୁ ବାଧ୍ୟ କରୁଥିବା ରିଚାଙ୍କ ଛଳନା ଓ ବିଶ୍ୱାସଘାତକତା ଭିତରେ ବିଶ୍ୱାସର ପରୀକ୍ଷା ଚାଲିଛି।

ଧାରାବାହିକର ଏହି ଗୁରୁତ୍ୱପୂର୍ଣ୍ଣ ମୋଡ଼ରେ ପ୍ରେମ, ପାରିବାରିକ ସମ୍ପର୍କ ଓ ମାନବୀୟ ସଂଘର୍ଷକୁ ନିଖୁଣ ଭାବେ ଚିତ୍ରଣ କରାଯାଇଛି। ଆଗାମୀ ଦିନରେ ‘ତୁମ ବିନା’ର ଯାତ୍ରା ଅଧିକ ରୋମାଞ୍ଚକର, ଭାବପୂର୍ଣ୍ଣ ଏବଂ ପରିବର୍ତ୍ତନଶୀଳ ହେବ ବୋଲି ପ୍ରଯୋଜନା ସଂସ୍ଥା ପକ୍ଷରୁ କୁହାଯାଇଛି।

୫୦୦ ଏପିସୋଡ ପରେ କାହାଣୀରେ ଆସୁଥିବା ନୂଆ ମୋଡ଼ ଦର୍ଶକଙ୍କୁ ବାନ୍ଧି ରଖିବାରେ ସଫଳ ହେବ ବୋଲି ବୋଲି ପ୍ରତିଶୃତି ଦେଉଛନ୍ତି ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ରାହୁଲ ରାଓ ଓ କହିଛନ୍ତି, ଏହି ସଫଳତା ଦର୍ଶକଙ୍କ ନିବିଡ଼ ଭଲପାଇବା ଓ ଭାବନାତ୍ମକ ସମ୍ପର୍କର ପ୍ରମାଣ ଦେଇଛି।

‘ତୁମ ବିନା’ ଜୀ ସାର୍ଥକ ଲୋକପ୍ରିୟ ଧାରାବାହିକ
Share. Facebook Twitter LinkedIn Email WhatsApp Copy Link

Related Posts

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026

ଠାକୁରମୁଣ୍ଡା ମେଡିକାଲରେ ଅମାନବୀୟ ଚିତ୍ର: ୩୬ ଘଣ୍ଟା ଧରି ପଡ଼ିରହିଲା ମୃତଦେହ

October 6, 2026

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026
Latest News

ଟ୍ରେନ୍ ଯାତ୍ରୀଙ୍କୁ ବଡ଼ ଝଟକା! ଏକାଥରେ ୨୦ରୁ ଅଧିକ ଟ୍ରେନ୍ ବାତିଲ, ଜାଣନ୍ତୁ ପୂରା ତାଲିକା

October 6, 2026

CEC ଜ୍ଞାନେଶ କୁମାରଙ୍କ ବିରୋଧରେ ବିରୋଧୀଙ୍କ ମେଗା ମାର୍ଚ୍ଚ: ନବୀନଙ୍କ ନିର୍ଦ୍ଦେଶରେ ଦିଲ୍ଲୀରେ ସାମିଲ ହେବ BJD

October 6, 2026

ଠାକୁରମୁଣ୍ଡା ମେଡିକାଲରେ ଅମାନବୀୟ ଚିତ୍ର: ୩୬ ଘଣ୍ଟା ଧରି ପଡ଼ିରହିଲା ମୃତଦେହ

October 6, 2026

ବଲାଙ୍ଗୀରରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପଛରୁ ପିଟିଲା ମେଣ୍ଢା ବୋଝେଇ ପିକ୍‌ଅପ୍‌, ୨ ମୃତ

October 6, 2026

ପଶ୍ଚିମବଙ୍ଗରୁ ଆସାମ ଯାଏଁ ନିର୍ବାଚନୀ ତାତି; ୬ ଆସନରେ ଆଜି ମତଦାନ

October 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.