Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି
ଆଜିର ଖବର

ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

January 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି
ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି

ବାଣପୁର: ଅତିବଡ଼ି ଜଗନ୍ନାଥ ଦାସ ସମ୍ମାନପ୍ରାପ୍ତ, ଓଡ଼ିଆ ଭାଷା ସାହିତ୍ୟର କାବ୍ୟ ପୁରୁଷ, ପାଇକ କବି କୃଷ୍ଣଚନ୍ଦ୍ର ତ୍ରିପାଠୀଙ୍କ ୧୧୫ତମ ଜୟନ୍ତୀ ଅବସରରେ ଜନ୍ମମାଟି ସାମନ୍ତରାପୁରର ଜନସାଧାରଣ, କବି କୃଷ୍ଣଚନ୍ଦ୍ରପାଠାଗାର ଭୀମପୁର, ଚିଲିକା ସାହିତ୍ୟ ସମାଜ ବାଲୁଗାଁ ବାଣପୁର, ବାନାମ୍ବର ସରକାରୀ ହାଇସ୍କୁଲ ଭୀମପୁର, ଚିନ୍ତାମଣି ବାଳଚ଼ରଯୁବସେବା ସଂଘ ଭୀମପୁର, ଗୋପୀନାଥ ପାଠାଗାର, ଅନନ୍ତ ସ୍ଵାମୀ କୃଷକ ସେବା ସଂଗଠନ, ଗୁପ୍ତେଶ୍ଵର ପାଠାଗାର, ନେହେରୁ ସେବା ସଂଘ, ପରୀଡ଼ା ପାଠାଗାର, ସାହିତ୍ୟସିନ୍ଦୁରା ପରି ପ୍ରମୁଖ ଅନୁଷ୍ଠାନର ପ୍ରତିନିଧିଙ୍କ ସହିତ ବହୁ ସାରସ୍ଵତ ସାଧକ ତାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ପୂର୍ବକ ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। କବିଙ୍କ କାଳଜୟୀ ପାଇକ କବିତା “ଏଇଯେ ଦିଶୁଛି ଲାଲ୍‌ମାଟିର ଖୋର୍ଦ୍ଧା ଗଡ଼” ଓଡ଼ିଶାର ଜନମାନସରେ ଚିରକାଳ ଜାଜୁଲ୍ୟମାନ ହୋଇରହିଥିବବୋଲି ମତପ୍ରକାଶ ପାଇଥିଲା।

ପ୍ରକାଶ ଥାଉକି ପ୍ରତିବର୍ଷ ପରିଚଳିତବର୍ଷ ମଧ୍ୟ ଓଡ଼ିଶା ସାହିତ୍ୟ ଏକାଡ଼େମୀ ଓ କବି କୃଷ୍ଣଚନ୍ଦ୍ରପାଠାଗାରଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ଜାନୁଆରୀ ୨୧ ତାରିଖ କବିଙ୍କ ପୂଣ୍ୟତିଥିରେ ରାଜ୍ୟସ୍ତରୀୟ ଜୟନ୍ତୀ ସମାରୋହ ଜନ୍ମମାଟିରେ ଅନୁଷ୍ଠିତ ହେବ ବୋଲି ସଂପାଦକ ଡ଼ଃ.ଚାନ୍ଦ କିଶୋର ତ୍ରିପାଠୀଙ୍କଠାରୁ ପ୍ରକାଶ।

କୃଷ୍ଣଚନ୍ଦ୍ର ତ୍ରିପାଠୀ ପାଇକ କବି ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026
Latest News

ବିଜେପିରେ ଯୋଗଦେଲେ ଶତାଧିକ ବିଜେଡି ନେତା

February 7, 2026

ଆଜି ସାତୋଟି ରାଶି ପାଇଁ ରହିଛି ଧନ ଯୋଗ, ଜାଣନ୍ତୁ ୭ ଫେବୃୟାରୀର ରାଶିଫଳ

February 7, 2026

Tata Steel Result: ନିଟ୍ ଲାଭ ୧୩% ହ୍ରାସ ପାଇ ୨,୬୮୯ କୋଟି ଟଙ୍କାରେ ପହଞ୍ଚିଲା

February 6, 2026

ମାଓବାଦ ବିରୋଧୀ ଅଭିଯାନରେ ଓଡ଼ିଶା ପୋଲିସର ବଡ଼ ସଫଳତା: ୧୯ ମାଓବାଦୀଙ୍କ ଆତ୍ମସମର୍ପଣ

February 6, 2026

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.