Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ
ଆଜିର ଖବର

ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

January 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ
ପବିତ୍ର ଉତ୍ତରାୟଣ ଅବସରରେ ଅହମ୍ମଦାବାଦ ଜଗନ୍ନାଥ ମନ୍ଦିରରେ ପୂଜାର୍ଚ୍ଚନା କଲେ ଅମିତ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହ ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ ଆଜି ପବିତ୍ର ଉତ୍ତରାୟଣର ଅବସରରେ ଅହମ୍ମଦାବାଦର ଶ୍ରୀ ଜଗନ୍ନାଥ ମନ୍ଦିରରେ ପ୍ରାର୍ଥନା କରିବା ସହ ଗୋ ମାତାଙ୍କୁ ପୂଜା କରିଥିଲେ। ଗୃହମନ୍ତ୍ରୀ ଅହମ୍ମଦାବାଦର ଥଲତେଜସ୍ଥିତ ଗୁରୁଦ୍ୱାର ଗୋବିନ୍ଦ ଧାମରେ ମଧ୍ୟ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଏହା ସହ ଉତ୍ତରାୟଣ ଅବସରରେ ଅହମ୍ମଦାବାଦରେ ଗୁଡ଼ି ମହୋତ୍ସବରେ ଅଂଶଗ୍ରହଣ କରିଥିଲେ।

ଏକ୍ସରେ ଏକ ପୋଷ୍ଟରେ କେନ୍ଦ୍ର ଗୃହମନ୍ତ୍ରୀ କହିଛନ୍ତି, “ଜୟ ଜଗନ୍ନାଥ! ପ୍ରତିବର୍ଷ ଭଳି, ଚଳିତ ବର୍ଷ ମଧ୍ୟ ମୋତେ ଉତ୍ତରାୟଣର ପବିତ୍ର ଅବସରରେ ଅହମ୍ମଦାବାଦର ଶ୍ରୀ ଜଗନ୍ନାଥ ମନ୍ଦିରରେ ପୂଜା କରିବାର ସୌଭାଗ୍ୟ ମିଳିଛି। ମହାପ୍ରଭୁଙ୍କ କୃପା ସର୍ବଦା ଦେଶର ଲୋକମାନଙ୍କ ଉପରେ ରହୁ ” ‘ଅନ୍ୟ ଏକ ପୋଷ୍ଟରେ ଗୃହମନ୍ତ୍ରୀ କହିଛନ୍ତି, “ସନାତନ ଧର୍ମରେ ଗୋ ମାତାଙ୍କ ସେବା ଏବଂ ପୂଜାର ବିଶେଷ ଗୁରୁତ୍ୱ ରହିଛି। ଆଜି ଉତ୍ତରାୟଣ ଅବସରରେ ମୁଁ ଅହମ୍ମଦାବାଦର ଶ୍ରୀ ଜଗନ୍ନାଥ ମନ୍ଦିରରେ ଗୋ ମାତାଙ୍କୁ ପୂଜା କଲି। ’’

ଏକ୍ସରେ ସେୟାର କରାଯାଇଥିବା ଅନ୍ୟ ଏକ ପୋଷ୍ଟରେ ଶ୍ରୀ ଅମିତ ଶାହ କହିଛନ୍ତି, “ସମଗ୍ର ଗୁଜରାଟରେ ଉତ୍ତରାୟଣ ପର୍ବ ଅତ୍ୟନ୍ତ ଆନନ୍ଦ ଏବଂ ଉତ୍ସାହର ସହ ପାଳନ କରାଯାଉଛି। ଆଜି ମୁଁ ଅହମ୍ମଦାବାଦର ନାରଣପୁରା ୱାର୍ଡର ଅର୍ଜୁନ ଗ୍ରୀନ୍ ଫ୍ଲାଟରେ ଆୟୋଜିତ ସର୍ବସାଧାରଣ ଗୁଡ଼ି ଉତ୍ସବରେ ଅଂଶଗ୍ରହଣ କରି ଗୁଡ଼ି ଉଡ଼ାଇଥିଲି।’’

ଅମିତ ଶାହ ଅହମ୍ମଦାବାଦ ଗୃହ ମନ୍ତ୍ରଣାଳୟ ଜଗନ୍ନାଥ ମନ୍ଦିର ପବିତ୍ର ଉତ୍ତରାୟଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026
Latest News

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ଫକୀର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ସମାରୋହରେ ଯୋଗ ଦେଲେ ରାଷ୍ଟ୍ରପତି

February 3, 2026

“ଚାଷୀଙ୍କ ରକ୍ତକୁ ଶୋଷଣ କରିଛି ସରକାର”: ଭାରତ-ଆମେରିକା ବାଣିଜ୍ୟ ଚୁକ୍ତି ଉପରେ ରାହୁଲ ଗାନ୍ଧୀଙ୍କ ପ୍ରଶ୍ନ 

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.