Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ବିଭାଗୀୟ କାର୍ଯ୍ୟ ସମୀକ୍ଷା
ଆଜିର ଖବର

ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବଙ୍କ ବିଭାଗୀୟ କାର୍ଯ୍ୟ ସମୀକ୍ଷା

January 15, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Departmental work review by Principal Secretary, Water Resources Department
Departmental work review by Principal Secretary, Water Resources Department

ଭୁବନେଶ୍ଵର: ଜଳସମ୍ପଦ ବିଭାଗର ପ୍ରମୁଖ ଶାସନ ସଚିବ ଶୁଭା ଶର୍ମାଙ୍କ ଅଧ୍ୟକ୍ଷତାରେ ଗୁରୁତ୍ବପୂର୍ଣ୍ଣ ସମୀକ୍ଷା ବୈଠକ ବିଭାଗୀୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଛି। ସମୀକ୍ଷା ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ପ୍ରଦତ୍ତ ୧୫ ଗୋଟି ମାର୍ଗଦର୍ଶିକା ଅନୁଯାୟୀ ବିଭାଗୀୟ କାର୍ଯ୍ୟର ପ୍ରଗତି ଉପରେ ଗୁରୁତ୍ୱ ଦିଆଯାଇଛି। ଏହାସହ ଭିଜନ ୨୦୩୬ ଓ ୨୦୪୭ ଅଧୀନରେ ନିର୍ଦ୍ଧାରିତ ୧୨ ଓ ୨୪ ମାସର ଲକ୍ଷ୍ୟ ପ୍ରାପ୍ତି ପାଇଁ ରୋଡମ୍ୟାପ ଉପରେ ସମୀକ୍ଷା କରାଯାଇଛି।

ବୈଠକରେ ନିୟମିତ ବଜେଟ ଫଳାଫଳ ସମୀକ୍ଷା, ଶିଳ୍ପ ଉନ୍ନୟନ ପାଇଁ ସରକାରଙ୍କ ଦ୍ୱାରା ସ୍ୱାକ୍ଷରିତ ଏମ୍ଓୟୁ ଗୁଡ଼ିକର କାର୍ଯ୍ୟାନ୍ୱୟନ, ମିଶନ କର୍ମଯୋଗୀ ଆଧାରିତ ପ୍ରଶିକ୍ଷଣ କ୍ୟାଲେଣ୍ଡର , ନିୟମିତ ସମୀକ୍ଷା ପ୍ରଣାଳୀ ଭଳି ବିଷୟ ଉପରେ ଆଲୋଚନା ହୋଇଛି। ସମୀକ୍ଷା ସମୟରେ ରାଜ୍ୟରେ ଜଳସେଚନ ବୃଦ୍ଧି ପାଇଁ ପାଣ୍ଠିର ଉପଯୋଗ ସୁନିଶ୍ଚିତ କରିବା ଉପରେ ସେ ଗୁରୁତ୍ଵ ଦେଇଥିଲେ। ବୈଠକରେ ସମସ୍ତ ସରକାରୀ ପତ୍ରଳାପ ଓ ସୂଚନା ଓଡ଼ିଆ ଭାଷାରେ ଜାରି, ବିଭାଗୀୟ ୱେବସାଇଟ ଅଦ୍ୟତନ, ଅଭିଯୋଗ ସମାଧାନ ପ୍ରଣାଳୀ ସୁଦୃଢ଼ କରିବା ଉପରେ ମଧ୍ୟ ଗୁରୁତ୍ୱ ଦିଆଯାଇଥିଲା।

ଏଥିରେ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ସାଗର ମହାନ୍ତିଙ୍କ ସମେତ ବିଭିନ୍ନ କାର୍ଯ୍ୟ ଦାୟିତ୍ୱରେ ଥିବା ଜଳ ସଂପଦ ବିଭାଗର ବିଶିଷ୍ଠ ଅଧିକାରୀ ଓ ଅନ୍ୟ ସର୍ବୋଚ୍ଚ ଯନ୍ତ୍ରୀ ଓ ମୁଖ୍ୟ ଯନ୍ତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।

Departmental work review Water Resources Department ଜଳସମ୍ପଦ ବିଭାଗ ବିଭାଗୀୟ କାର୍ଯ୍ୟ ସମୀକ୍ଷା
Share. Facebook Twitter LinkedIn Email WhatsApp Copy Link

Related Posts

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Latest News

ଏନ୍ଏଚ୍ଆରସି ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକଙ୍କ ଏମ୍ସ ଭୁବନେଶ୍ୱର ପରିଦର୍ଶନ

March 26, 2026

ମା’ ଭବବତୀଙ୍କ ପୀଠରେ ଅଶୋକାଷ୍ଟମୀ ଚଇତି ପର୍ବ: ବର୍ଷର ଶେଷ ପର୍ବରେ ଦକ୍ଷିଣାୟନ ଯାତ୍ରା କଲେ ମା

March 26, 2026

ସାରା ଦେଶରେ ସୁବିଧାଜନକ ଉପମାର୍ଗ ନିର୍ମାଣ ପାଇଁ ରେଳମନ୍ତ୍ରୀଙ୍କ ନିର୍ଦ୍ଦେଶ

March 26, 2026

ରାଷ୍ଟ୍ରୀୟ ବୌଦ୍ଧିକ ଦିବ୍ୟାଙ୍ଗଜନ ସଶକ୍ତିକରଣ ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶାର ଗଣମାଧ୍ୟମ ପ୍ରତିନିଧି ଦଳ

March 26, 2026

ଆଜି ଅଶୋକାଷ୍ଟମୀରେ ପ୍ରଭୃ ଲିଙ୍ଗରାଜ କ’ଣ ପାଇଁ ଭକ୍ତଙ୍କୁ ରଥରେ ଦିଅନ୍ତି ଦର୍ଶନ?

March 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.