Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ
ଆଜିର ଖବର

୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

January 16, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ
୧୧.୧ ହଜାର କେଜି ମହୁଲ ପୋଚ ନଷ୍ଟ କରିବା ସହ ୧୫୬୦ ଲିଟର ଦେଶୀ ମଦ ଜବତ

ବାଲୁଗାଁ: ଖୋର୍ଦ୍ଧା ଅବକାରୀ ଅଧିକ୍ଷିକା ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶ କ୍ରମେ ବାଲୁଗାଁ ଅବକାରୀ ନିରୀକ୍ଷକ ଅଜିତ ପାତ୍ରଙ୍କ ତତ୍ୱବଧାନରେ ଗୁରୁବାର ସକାଳେ ବାଣପୁର ଥାନା ଅନ୍ତର୍ଗତ ମୁଦୁଲିଡିହ ବନ୍ୟାଞ୍ଚଳ ନିକଟରେ ଚଢ଼ାଉ କରି ୧୧ ହଜାର ଏକ ଶହ କେଜି ମହୁଲ ପୋଚ ନଷ୍ଟ କରିବାସହ ୧୫୬୦ ଲିଟର ଦେଶୀ ମଦ ଜବତ କରାଯାଇଛି। ଜବତ ମହୁଲ ପୋଚ ଓ ଦେଶୀ ମହୁଲିର ଆନୁମାନିକ ମୂଲ୍ୟ ୮ ଲକ୍ଷ ୬୭ ହଜାର ଟଙ୍କା ହେବ ବୋଲି ଜଣାପଡିଛି।

ଏ ସଂକ୍ରାନ୍ତରେ କେଶ ନଂ ୨୫୯,୨୬୦,୨୬୧ ଓ ୨୬୨/୨୫-୨୬ ରେ ମାମଲା ରୁଜୁ କରାଯାଇଥିବା ବେଳେ କୌଣସି ଅଭିଯୁକ୍ତଙ୍କୁ ଧରି ନଥିବା ବାଲୁଗାଁ ଅବକାରୀ ଅଧିକ୍ଷକ ଶ୍ରୀ ପାତ୍ର କହିଛନ୍ତି।ଉକ୍ତ ଚଢ଼ାଉରେ ଟାଙ୍ଗୀ ଅବକାରୀ ଅଧିକାରୀ ରମେଶ ଚନ୍ଦ୍ର ବାରିକ ଓ ଟିମ, ବେଗୁନିଆ ଅବକାରୀ ଅଧିକାରୀ ସଞ୍ଜୟ କୁମାର ସୁବୁଦ୍ଧି ଓ ଟିମ, ଜଟଣୀ ଅବକାରୀ ଏଏସଆଇ ରାମଚନ୍ଦ୍ର ବାରିକ ଓ ଟିମ,ବାଲୁଗାଁ ଅବକାରୀ ଏଏସଆଇ ମୀନକେତନ ମହାଳିକଙ୍କ ସମେତ ବାଲୁଗାଁ ଅବକାରୀ କର୍ମଚାରୀମାନେ ସାମିଲ ଥିଲେ।

ଦେଶୀ ମଦ ଜବତ ବାଣପୁର ଥାନା ବାଲୁଗାଁ ଅବକାରୀ ସୁମତି ତ୍ରିପାଠୀ ହୁଲ ପୋଚ ନଷ୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026
Latest News

ଆଜି ଶ୍ରୀମନ୍ଦିରରେ ବନକ ଲାଗି ନୀତି: ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

March 5, 2026

ଆଜିଠାରୁ ଟୋରଣ୍ଟୋ, ଫ୍ରାଙ୍କଫର୍ଟ ଏବଂ ପ୍ୟାରିସକୁ ଅତିରିକ୍ତ କ୍ଷମତା ବିଶିଷ୍ଟ ବିମାନ ଚଳାଚଳ: ଏୟାର ଇଣ୍ଡିଆ

March 5, 2026

ବିପୁଳ ପରିମାଣର ଅପମିଶ୍ରିତ ଘିଅ ଜବତ: ଡାଏରୀ ମାଲିକ ଗିରଫ

March 5, 2026

ରାଜ୍ୟସଭା ନିର୍ବାଚନ: ଆଜି ୩୭ ଟି ଆସନ ପାଇଁ ନାମାଙ୍କନ ଦାଖଲର ଶେଷ ଦିନ

March 5, 2026

ଶ୍ରୀଲଙ୍କା: ବୁଡ଼ିଯାଇଥିବା ଇରାନୀ ଯୁଦ୍ଧଜାହାଜରୁ ନୌସୈନିକଙ୍କ ମୃତଦେହ ଉଦ୍ଧାର

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.