Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ମହାନଦୀ ଜଳ ବିବାଦ ଉପରେ ଆନ୍ତଃମନ୍ତ୍ରାଳୟ କମିଟି ବୈଠକ
ଆଜିର ଖବର

ମହାନଦୀ ଜଳ ବିବାଦ ଉପରେ ଆନ୍ତଃମନ୍ତ୍ରାଳୟ କମିଟି ବୈଠକ

January 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Dy CM KV Sangh Deo chairs Inter-Ministerial Committee Meeting on Mahanadi Water Dispute.
Dy CM KV Sangh Deo chairs Inter-Ministerial Committee Meeting on Mahanadi Water Dispute.

ଭୁବନେଶ୍ଵର: ଆସନ୍ତା ୨୩ ତାରିଖରେ ବସିବ ମହାନଦୀ ଜଳ ବିବାଦ ଉପରେ ସର୍ବଦଳୀୟ ବୈଠକ। ବୈଠକରେ ନିଷ୍କର୍ଷ ଆଧାରରେ ଛତିଶଗଡ ଯାଇ ପକ୍ଷ ରଖିବେ ରାଜ୍ୟ ସରକାର ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହ ଦେଓ। ରାଜୀବ ଭବନରେ ଶ୍ରୀ ସିଂହ ଦେଓଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି ମହାନଦୀ ଜଳ ବିବାଦ ଉପରେ ଆନ୍ତଃମନ୍ତ୍ରାଳୟ କମିଟି ବୈଠକ।

ଏହି ଅବସରରେ ଶ୍ରୀ ସିଂହ ଦେଓ କହିଛନ୍ତି ୨୦୧୮ ରେ ଗଠନ ହୋଇଥିବା ଟ୍ରିବୁନାଲର ଅବଧି ୧୩ ମାର୍ଚ୍ଚରେ ସରିବାକୁ ଯାଉଛି। ଏହାକୁ ବୃଦ୍ଧି କରିବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରାଯିବ। ଏ ନେଇ ରାଜ୍ୟର ସ୍ୱାର୍ଥ ସମ୍ୱନ୍ଧରେ ବୈଠକରେ ଆଲୋଚନା ହୋଇଛି ବୋଲି ସେ କହିଛନ୍ତି। ବୈଠକରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କ ସମେତ କମିଟିର ଅନ୍ୟ ସଦସ୍ୟମାନେ ଉପସ୍ଥିତ ଥିଲେ।

Dy CM KV Sangh Deo Inter-Ministerial Committee Meeting Mahanadi Water Dispute. ଆନ୍ତଃମନ୍ତ୍ରାଳୟ କମିଟି ବୈଠକ କନକ ବର୍ଦ୍ଧନ ସିଂହ ଦେଓ ମହାନଦୀ ଜଳ ବିବାଦ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026

ଡେଡ୍‌ଲାଇନ୍‌ ପରେ ବି ଶେଷ ହୋଇନି ଏସ୍‌ସିବି ପ୍ରକଳ୍ପ, ସ୍ଥିତି ସ୍ପଷ୍ଟ କଲେ ମନ୍ତ୍ରୀ

June 28, 2026
Latest News

କେନ୍ଦ୍ରମନ୍ତ୍ରୀଙ୍କୁ ୯୯ ଲକ୍ଷ ସବସିଡି ମିଳିଥିବା ଅଭିଯୋଗ: ଜାଣନ୍ତୁ ଏହି ଯୋଜନାରେ କିପରି ଉପକୃତ ହେବେ ଚାଷୀ?

June 28, 2026

ପେପର ଲିକ୍ ବିରୋଧରେ ଯୁବ କଂଗ୍ରେସର ମଶାଲ ରାଲି: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବି

June 28, 2026

Mann Ki Baat 135: ଏଥର ଦେଶର ବିମାନ ସେବା ଓ ସାମରିକ ଶକ୍ତିକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

June 28, 2026

“ଇନ୍ଦିରା ଗାନ୍ଧୀଙ୍କ ପରେ, କେବଳ ମୋଦୀ…”: ପିତା ପ୍ରଣବ ମୁଖାର୍ଜୀଙ୍କ କଥା ମନେ ପକାଇଲେ ଝିଅ ଶର୍ମିଷ୍ଠା

June 28, 2026

କୋଟିଏରୁ ଅଧିକ ଟଙ୍କାର ବେଆଇନ ବାଲି ଜବତ

June 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.