Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନାରୀ ଅଦାଲତରେ ନ୍ୟାୟସଖୀ ନିଯୁକ୍ତିର ପ୍ରକ୍ରିୟା ଆରମ୍ଭ: ଆଇନ ମନ୍ତ୍ରୀ
ଆଜିର ଖବର

ନାରୀ ଅଦାଲତରେ ନ୍ୟାୟସଖୀ ନିଯୁକ୍ତିର ପ୍ରକ୍ରିୟା ଆରମ୍ଭ: ଆଇନ ମନ୍ତ୍ରୀ

January 18, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Prithiraj Harichandan
Prithiraj Harichandan on Nishikant Dubey Opinion

ଭୁବନେଶ୍ଵର: ୧୦ ଟି ନାରୀ ଅଦାଲତର ଶୁଭାରମ୍ଭ କାର୍ଯ୍ୟକ୍ରମରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଯୋଗଦେଇ ନାରୀ ଅଦାଲତରେ ନ୍ୟାୟସଖୀ ନିଯୁକ୍ତିର ପ୍ରକ୍ରିୟା ଆରମ୍ଭ ହୋଇଛି ବୋଲି କହିଛନ୍ତି। ଏହା ମାଧ୍ୟମରେ ଗାଁ ଗହଳିରେ ଉପୁଜୁଥିବା ଛୋଟଛୋଟ ମାମଲାଗୁଡ଼ିକର ତ୍ୱରିତ ସମାଧାନ ହୋଇପାରିବ। ଫଳରେ ଥାନା ଏବଂ ନ୍ୟାୟିକ ବ୍ୟବସ୍ଥା ଉପରେ ଚାପ କୋହଳ ହେବ ବୋଲି ଶ୍ରୀ ହରିଚନ୍ଦନ ମତ ପ୍ରକାଶ କରିଛନ୍ତି।

Law Minister Nari Adalat Prithivraj Harichandan ଆଇନ ମନ୍ତ୍ରୀ କଳିଙ୍ଗ ଷ୍ଟାଡିୟମ ପୁରୁଷ ହକି ଇଣ୍ଡିଆ ଲିଗ
Share. Facebook Twitter LinkedIn Email WhatsApp Copy Link

Related Posts

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026
Latest News

ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ପାଳନ ପାଇଁ ବସିଲା ପ୍ରସ୍ତୁତି ବୈଠକ, ନିଆଗଲା ଏହି ସବୁ ନିଷ୍ପତି

May 14, 2026

ଆସିକା SDPO ନିଲମ୍ବିତ

May 14, 2026

ସଙ୍କଟ ମଧ୍ୟରେ, ଭାରତ ପାଇଁ ଭଲ ଖବର: ହର୍ମୁଜ୍ ପ୍ରଣାଳୀ ପାର କଲା ଏମଭି ସନସାଇନ୍

May 14, 2026

କୁମ୍ଭୀର ମୁହଁରୁ ଅଳ୍ପକେ ବର୍ତ୍ତିଲେ ମହିଳା

May 14, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କ ଆହ୍ବାନ ପରେ, ଦିଲ୍ଲୀ ସରକାରୀ କାର୍ଯ୍ୟାଳୟରେ ‘ନୋ କାର ଡେ’

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.