Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ
ଆଜିର ଖବର

ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ

January 19, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ
ସଡ଼କ ଦୁର୍ଘଟଣା: ବସ୍ ଓଲଟି ୯ ମୃତ, ପ୍ରାୟ ୩୦ ଆହତ

ରାୟପୁର: ବସ୍ ଓଲଟି ନଅ ଜଣଙ୍କର ମୃତ୍ୟୁ ହୋଥିବା ବେଳେ ଅନେକ ଆହତ ହୋଇଛନ୍ତି। ସମସ୍ତ ଯାତ୍ରୀ ଛତିଶଗଡ଼ରୁ ଲୋଧ ଗାଁରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ।

ସୂଚନା ଅନୁଯାୟୀ, ବସ୍‌ ଯୋଗେ କିଛି ଲୋକ ଛତିଶଗଡ଼ର ବଳରାମପୁରରୁ ମହୁଆଡାଣ୍ଡ ବ୍ଲକର ଲୋଧ ଗାଁର ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ। ବଙ୍ଗଳାଦାରା ଘାଟିରେ ବସଟି ଭାରସାମ୍ୟ ହରାଇ ଓଲଟି ପଡିଥିଲା। ଯାହାଫଳରେ ୯ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୦ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ଆହତମାନଙ୍କୁ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ମହୁଆଡାଣ୍ଡ ଏବଂ ଏକ ଘରୋଇ ହସ୍ପିଟାଲରେ ଚିକିତ୍ସା କରାଯାଉଛି। ଗୁରୁତର ଆହତ ତିରିଶ ଜଣଙ୍କୁ ଉନ୍ନତ ଚିକିତ୍ସା ପାଇଁ RIMS ପଠାଯାଇଛି।

ପ୍ରାୟ ୩୦ ଆହତ ବସ୍ ଓଲଟି ୯ ମୃତ ସଡକ ଦୁର୍ଘଟଣା
Share. Facebook Twitter LinkedIn Email WhatsApp Copy Link

Related Posts

ଭୁଲ ପ୍ରଥା ଆଗକୁ ବଢାଉଛନ୍ତି ରାହୁଲ: ଲାଲକିଲ୍ଲା ସମାରୋହରେ ଯୋଗନଦେବାରୁ ବିଜେପିର ଟାର୍ଗେଟ

August 15, 2026

ପାର୍ଲେର ଗୋଦାମରେ ଚଢାଉ: ମିଳିଲା ମିଆଦ ଶେଷ ହୋଇଥିବା ଫ୍ରୁଟି ଏବଂ ଆପି, ଲାଇସେନ୍ସ ରଦ୍ଦ 

August 15, 2026

Independence Day 2026: ଲାଲକିଲ୍ଲାରେ ପତାକା ଉତ୍ତୋଳନ କଲେ ପ୍ରଧାନମନ୍ତ୍ରୀ, କହିଲେ…

August 15, 2026

ସ୍ୱାଧୀନତା ଦିବସରେ ଓଡ଼ିଶାକୁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଉପହାର: ମାଗଣା ଶିକ୍ଷାରୁ ଏଆଇ ଟ୍ରେନିଂ, ଆସିବ ୪ ମେଡିକାଲ କଲେଜ

August 15, 2026
Latest News

ଓଲଟିଲା ଅଟୋ; ୮ ଛାତ୍ରଛାତ୍ରୀଙ୍କ ସମେତ ଚାଳକ ଆହତ

August 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.