Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ଵରରେ ଆୟୁଷ୍ମାନ ଭାରତର ଦୁଇ ଦିନିଆ ଜାତୀୟ ଚିନ୍ତନ ଶିବିର ଆରମ୍ଭ
ଆଜିର ଖବର

ଭୁବନେଶ୍ଵରରେ ଆୟୁଷ୍ମାନ ଭାରତର ଦୁଇ ଦିନିଆ ଜାତୀୟ ଚିନ୍ତନ ଶିବିର ଆରମ୍ଭ

January 20, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Two-Day National Meet on Ayushman Bharat Begins in Bhubaneswar
Two-Day National Meet on Ayushman Bharat Begins in Bhubaneswar

ଭୁବନେଶ୍ଵର: ଭୁବନେଶ୍ଵରରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଆୟୁଷ୍ମାନ ଭାରତ ଡିଜିଟାଲ ମିଶନକୁ ନେଇ ଦୁଇ ଦିନିଆ ଜାତୀୟ ଚିନ୍ତନ ଶିବିର ଆରମ୍ଭ ହୋଇଛି। ଏହି ଶିବିରକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ ଉଦଘାଟନ କରିଛନ୍ତି।

ଏହି ଶିବିରରେ ଦେଶର ୨୮ଟି ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରୁ ଆସିଥିବା ବିଶେଷଜ୍ଞ ଓ ପ୍ରତିନିଧିମାନେ ଅଂଶଗ୍ରହଣ କରିଛନ୍ତି। ଶିବିରରେ ମୁଖ୍ୟତଃ ୬ଟି ଗୁରୁତ୍ୱପୂର୍ଣ୍ଣ ଅଧିବେଶନ ଉପରେ ସମୀକ୍ଷା କରାଯିବ। ଶିବିରରେ ଯୋଗ ଦେଇ ଶ୍ରୀ ମହାଲିଙ୍ଗ କହିଛନ୍ତି, ଆୟୁଷ୍ମାନ ଭାରତ ଯୋଜନା ସମ୍ପର୍କିତ ସମସ୍ତ ସମସ୍ୟାର ସମାଧାନ ଆଗାମୀ ୩ ଦିନ ମଧ୍ୟରେ କରାଯିବ। ଯେଉଁ ଯୋଗ୍ୟ ଲାଭାର୍ଥୀମାନଙ୍କର ଏପର୍ଯ୍ୟନ୍ତ ଆୟୁଷ୍ମାନ ଭାରତ କାର୍ଡ ତିଆରି ହୋଇନାହିଁ, ସେମାନେ ଡିଜିଟାଲ ମାଧ୍ୟମରେ ନିଜ ତଥ୍ୟ ଯାଞ୍ଚ କରିବା ସହ ଆବେଦନର ସ୍ଥିତି ଜାଣିପାରିବେ ବୋଲି ସେ କହିଛନ୍ତି।

ଏହି ଉଦ୍ଦେଶ୍ୟରେ ୩ଟି ଗୁରୁତ୍ୱପୂର୍ଣ୍ଣ MOU ସ୍ୱାକ୍ଷରିତ ହୋଇଛି। ଏହି ପଦକ୍ଷେପ ଫଳରେ ଓଡ଼ିଶାରେ ସ୍ୱାସ୍ଥ୍ୟ ସେବାକୁ ଆହୁରି ସୁଦୃଢ଼, ସ୍ୱଚ୍ଛ ଏବଂ ସହଜଗମ୍ୟ କରାଯିବ ବୋଲି ଆଶା କରାଯାଉଛି।

Ayushman Bharat bhubaneswar Two-Day National Meet ଆୟୁଷ୍ମାନ ଭାରତ ଜାତୀୟ ଚିନ୍ତନ ଶିବିର ଭୁବନେଶ୍ଵର
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ରାଜ୍ୟର ୧୨ ଜିଲ୍ଲାରେ ୩ଟି ରେଳ ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 15, 2026

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ: “ଅପରେସନ୍ ସାଇବର କବଚ”ର ଶୁଭାରମ୍ଭ

February 15, 2026

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

February 15, 2026

ମହାଶିବରାତ୍ରୀ: ଶିବ ପୂଜା ପାଇଁ ବେଲପତ୍ର ତୋଳୁଛନ୍ତି କି? ତେବେ ମାନନ୍ତୁ ଏହି ନିୟମ

February 15, 2026
Latest News

ଏହି ରାଜ୍ୟର ୧୨ ଜିଲ୍ଲାରେ ୩ଟି ରେଳ ଟ୍ରାକ୍‌ ଦୋହରୀକରଣ ପ୍ରକଳ୍ପକୁ କ୍ୟାବିନେଟ୍‌ ମଞ୍ଜୁରି

February 15, 2026

ଓଡ଼ିଶା ପୋଲିସ ପକ୍ଷରୁ ରାଜ୍ୟବ୍ୟାପୀ ସ୍ୱତନ୍ତ୍ର ଅଭିଯାନ: “ଅପରେସନ୍ ସାଇବର କବଚ”ର ଶୁଭାରମ୍ଭ

February 15, 2026

୨୦ତମ ତୋଷାଳି ସ୍ଵଦେଶୀ ମେଳାକୁ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

February 15, 2026

ମହାଶିବରାତ୍ରୀ: ଶିବ ପୂଜା ପାଇଁ ବେଲପତ୍ର ତୋଳୁଛନ୍ତି କି? ତେବେ ମାନନ୍ତୁ ଏହି ନିୟମ

February 15, 2026

ଗଣମାଧ୍ୟମ ଦ୍ୱାରା ଆୟୋଜିତ ପ୍ରାଇଡ ଅଫ ଓଡ଼ିଶା ସମ୍ମାନରେ ଯୋଗଦେଲେ ରାଜ୍ୟପାଳ

February 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.