Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»6ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା
ଆଜିର ଖବର

6ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

August 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଆଜି ରାଜ୍ୟର 6 ଟି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି । ଦିନ 11.30 ଯାଏ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି । ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡ଼ିକ ହେଉଛି- ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର । ଏହି ସମୟରେ ସତର୍କ ରହିବା ସହ ଘରୁ ବାହାରକୁ ନ ବାହାରିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପରାମର୍ଶ ଦେଇଛି । ଆସନ୍ତା 12 ତାରିଖରେ ଲଘୁଚାପ ହେବାର ସମ୍ଭାବନା ରହିଥିବାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷାର ସମ୍ଭାବନା ରହିଥିବା ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025
Latest News

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025

ଆଦିବାସୀ ବିକାଶକୁ ତ୍ୱରାନ୍ୱିତ କରିବାକୁ ଜୁଏଲ୍ ଓରାମଙ୍କ ନେତୃତ୍ୱରେ ଆଦିବାସୀ ସାଂସଦମାନଙ୍କ ଏକତା

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.