Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ
ଆଜିର ଖବର

ଆଜି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

January 23, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Vice President of India
ଆଜି ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଗସ୍ତ କରିବେ ଉପରାଷ୍ଟ୍ରପତି ସି.ପି ରାଧାକୃଷ୍ଣନ

ଭୁବନେଶ୍ଵର: ଭାରତର ଉପରାଷ୍ଟ୍ରପତି ସି. ପି. ରାଧାକୃଷ୍ଣନ୍ ୨୩ ଜାନୁଆରୀ ୨୦୨୬ ରେ ଓଡ଼ିଶା ଏବଂ ପଶ୍ଚିମବଙ୍ଗକୁ ପ୍ରଥମ ଥର ପାଇଁ ଗସ୍ତ କରିବେ।

ଏହି ଗସ୍ତ ସମୟରେ, ଉପରାଷ୍ଟ୍ରପତି କଟକ ଏବଂ ପଶ୍ଚିମବଙ୍ଗର କୋଲକାତାରେ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଆୟୋଜିତ ପରାକ୍ରମ ଦିବସ ସମାରୋହରେ ଯୋଗଦେବେ। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୯ ତମ ଜନ୍ମବାର୍ଷିକୀ ପାଳନ ପାଇଁ ଏହି କାର୍ଯ୍ୟକ୍ରମଗୁଡ଼ିକ ଆୟୋଜିତ ହେଉଛି।

ଓଡିଶା ପଶ୍ଚିମବଙ୍ଗ ସି.ପି. ରାଧାକୃଷ୍ଣନ
Share. Facebook Twitter LinkedIn Email WhatsApp Copy Link

Related Posts

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026
Latest News

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026

ମୁଣ୍ଡଳିଠାରେ ସିଆଇଏସଏଫର ପ୍ରତିଷ୍ଠା ଦିବସ ସମାରୋହକୁ ସମ୍ବୋଧିତ କଲେ ଗୃହ ମନ୍ତ୍ରୀ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.