Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚୀନ୍‌ରେ ତାଣ୍ଡବ ମଚାଇଲା ଟାଇଫୁନ୍‌ : 28 ମୃତ, 20 ନିଖୋଜ
ଆଜିର ଖବର

ଚୀନ୍‌ରେ ତାଣ୍ଡବ ମଚାଇଲା ଟାଇଫୁନ୍‌ : 28 ମୃତ, 20 ନିଖୋଜ

August 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚୀନ୍‌ରେ ସାମୁଦ୍ରିକ ଝଡ ଟାଇଫୁନ୍‌ ତାଣ୍ଡବ ମଚାଇଛି । ଏହି ଝଡରେ 28 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ 20 ଜଣ ନିଖୋଜ ହୋଇଛନ୍ତି । ସାଙ୍ଘାଇରୁ 300 କିମି ଦୂରରେ ରହିଥିବା ଓ୍ବେନ୍‌ଲିଙ୍ଗ ସହରରେ ଏହି ଝଡ ତାଣ୍ଡବ ମଚାଇଥିଲା । ଝଡ ପରେ ଏକ ଭୂସ୍ଖଳନରେ ଏହି ପ୍ରାଣହାନି ଘଟିଥିଲା । ଶନିବାର ରାତି 1.45ରେ ଏହି ଝଡ ଭୂପୃଷ୍ଠକୁ ଛୁଇଁଥିଲା । ଓ୍ବେନ୍‌ଝୋଉରେ ଏକ 30 ଫୁଟର ମାଟି ଅତଡା ଖସି ପଡିଥିଲା । ମାଟି ତଳେ 120 ଜଣ ବ୍ୟକ୍ତି ଚାପି ହୋଇ ରହିଛନ୍ତି ବୋଲି ଚୀନ୍‌ ଭୂତତ୍ତ୍ବବିଭାଗ ପକ୍ଷରୁ ପ୍ରକାଶ କରାଯାଇଛି । ଲେକିମା ନାମରେ ନାମିତ ଏହି ଝଡ କାରଣରୁ 323ଟି ବିମାନର ଉଡାଣ ବାତିଲ ହୋଇଥିବା ଜଣାପଡିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025
Latest News

ଆଜି ୨୦ ଡିସେମ୍ବର ଶନିବାର ରାଶିଫଳ, କେମିତି କଟିବ ଆଜିର ଦିନ

December 20, 2025

ପଞ୍ଚମ ଟି-୨୦ରେ ହାର୍ଦ୍ଦିକ-ତିଲକଙ୍କ ବିସ୍ଫୋରଣ: ଦକ୍ଷିଣ ଆଫ୍ରିକାକୁ ହରାଇ ୩-୧ ରେ ସିରିଜ ଜିତିଲା ଭାରତ

December 19, 2025

ପିସି, ପିଏନଡିଟି ଜିଲ୍ଲାସ୍ତରୀୟ ପରାମର୍ଶଦାତା ମଣ୍ଡଳୀ ବୈଠକ

December 19, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025

ଆଦିବାସୀ ବିକାଶକୁ ତ୍ୱରାନ୍ୱିତ କରିବାକୁ ଜୁଏଲ୍ ଓରାମଙ୍କ ନେତୃତ୍ୱରେ ଆଦିବାସୀ ସାଂସଦମାନଙ୍କ ଏକତା

December 19, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.