Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

January 24, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ପ୍ରଧାନମନ୍ତ୍ରୀ ମୋଦୀ
ଉତ୍ତରପ୍ରଦେଶ ଦିବସରରେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶ ପ୍ରତିଷ୍ଠା ଦିବସ ଉପଲକ୍ଷେ ରାଜ୍ୟବାସୀଙ୍କୁ ଶୁଭକାମନା ଜଣାଇଛନ୍ତି। ଶ୍ରୀ ମୋଦୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥଙ୍କୁ ଏକ ପତ୍ର ଲେଖି ରାଜ୍ୟବାସୀଙ୍କ ମଙ୍ଗଳ କାମନା କରିବା ସହିତ ରାଜ୍ୟର ପ୍ରଗତି କାମନା କରିଛନ୍ତି।

ପ୍ରଧାନମନ୍ତ୍ରୀ ଆଇନ ଶୃଙ୍ଖଳାରେ ସୁଧାର, ଗରିବ ଓ ବଞ୍ଚିତଙ୍କ କଲ୍ୟାଣ, ଆଧୁନିକ ଭିତ୍ତିଭୂମି ବିକାଶ, ଆର୍ଥିକ ପ୍ରଗତି ଭଳି ବିଭିନ୍ନ କ୍ଷେତ୍ରରେ ଉତ୍ତରପ୍ରଦେଶର ସଫଳତାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଲେଖିଛନ୍ତି, କାଶୀର ସାଂସଦ ଭାବେ ଲୋକସଭାକୁ ନିର୍ବାଚିତ ହୋଇଥିବାରୁ ରାଜ୍ୟବାସୀଙ୍କ ସ୍ନେହ ଏବଂ ଆତ୍ମୀୟତା ତାଙ୍କ ପାଇଁ ସବୁଠୁ ବଡ଼ ପୁଞ୍ଜି। ଉତ୍ତର ପ୍ରଦେଶ ଆଜି ବିକାଶ ଏବଂ ଐତିହ୍ୟର ପ୍ରକୃଷ୍ଟ ଉଦାହରଣ ପାଲଟିଛି।

ଆତ୍ମନିର୍ଭର ଭାରତ ନିର୍ମାଣରେ ଉତ୍ତରପ୍ରଦେଶର ଯୋଗଦାନକୁ ମଧ୍ୟ ପ୍ରଧାନମନ୍ତ୍ରୀ ସ୍ୱୀକାର କରିଛନ୍ତି। ରାଜ୍ୟବାସୀଙ୍କ ସାମର୍ଥ୍ୟ, ସମର୍ପଣ ଏବଂ ସଂକଳ୍ପ ବିକଶିତ ଭାରତ ଲକ୍ଷ୍ୟକୁ ସାକାର କରିବାକୁ ଶକ୍ତି ଯୋଗାଇବ ବୋଲି ପ୍ରଧାନମନ୍ତ୍ରୀ ତାଙ୍କ ପତ୍ର ଉଲ୍ଲେଖ କରିଛନ୍ତି।

ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ ଏହି ଆତ୍ମୀୟ ଏବଂ ପ୍ରେରଣାଦାୟୀ ଶୁଭକାମନା ଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ କୃତଜ୍ଞତା ବ୍ୟକ୍ତ କରିଛନ୍ତି।

ଉତ୍ତରପ୍ରଦେଶ ଦିବସର ନରେନ୍ଦ୍ର ମୋଦୀ ଯୋଗୀ ଆଦିତ୍ୟନାଥ ରାଜ୍ୟବାସୀଙ୍କୁ ଶୁଭକାମନା
Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026

ଆଜି ଲକ୍ଷ୍ନୌ ବନାମ ଦିଲ୍ଲୀ ମ୍ୟାଚ୍ କିପରି ମାଗଣାରେ ଲାଇଭ୍ ଦେଖିବେ?: ଜାଣନ୍ତୁ….

April 1, 2026
Latest News

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ଗ୍ରୀଷ୍ମ ଋତୁରେ ଯାତ୍ରୀ ଚାହିଦା ପୂରଣ ପାଇଁ ସ୍ୱତନ୍ତ୍ର ଟ୍ରେନ୍ ଗୁଡିକର ସେବାରେ ସମ୍ପ୍ରସାରଣ

April 1, 2026

ଚଣ୍ଡିଗଡ଼: ବିଜେପି କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ

April 1, 2026

ଭୁବନେଶ୍ୱର ରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

April 1, 2026

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ବଡ଼ ଆଶ୍ଵସ୍ତି: ଫୌଜଦାରୀ ମାନହାନି ମାମଲା ଖାରଜ କଲେ କୋର୍ଟ

April 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.