Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ
ଆଜିର ଖବର

ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ
ସତ୍ୟଧର୍ମ ଓ ସଂସ୍କୃତିର ପୁନରୁଦ୍ଧାର ପାଇଁ ମା’ ଅସୁରକୁମାରୀ ପୀଠରେ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ

ରଣପୁର: ପ୍ରାଚୀନ ପ୍ଲାବିତ ସଂସ୍କୃତିର ପୁନଃରୁଦ୍ଧାର ଓ ସତ୍ୟଧର୍ମ-ନୀତି ସଂସ୍ଥାପନର ମହାନ ଉଦ୍ଦେଶ୍ୟ ନେଇ ରଣପୁର ବ୍ଲକ ଅନ୍ତର୍ଗତ ବଜ୍ରକୋଟସ୍ଥିତ ମା’ ଅସୁରକୁମାରୀ ଦେବୀଙ୍କ ପବିତ୍ର ପୀଠରେ ଚଳିତ ମାଘ ଶୁକ୍ଳପକ୍ଷ ପଞ୍ଚମୀ ଠାରୁ ପଞ୍ଚାଦିନ ବ୍ୟାପୀ ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ଆରମ୍ଭ ହୋଇଛି, ଯାହା ନବମୀ ପର୍ଯ୍ୟନ୍ତ ଚାଲିବ।

କାର୍ଯ୍ୟସୂଚୀ ଅନୁଯାୟୀ ଜାନୁଆରୀ ୨୩ ତାରିଖ ଦିନ ଅଙ୍କୁରରୋପଣ ସହିତ ଯଜ୍ଞର ପ୍ରାରମ୍ଭ ହୋଇଥିଲା। ୨୫ ତାରିଖ ଦିନ ଦେବଦେବୀ ବରଣ, କଳସ ଯାତ୍ରା, ସୂର୍ଯ୍ୟପୂଜା, ଯଜ୍ଞ ଆରମ୍ଭ, ସଂକୀର୍ତ୍ତନ, ଠାକୁରାଣୀ ସ୍ନାନ ଓ ଶୟନ ଅନୁଷ୍ଠିତ ହୋଇଛି। ଆଗାମୀ ୨୬ ତାରିଖ ଦିନ ସୂର୍ଯ୍ୟପୂଜା, ଅଖଣ୍ଡ ଯଜ୍ଞ, ପ୍ରସାଦ ସେବନ ଓ ମନୋରଞ୍ଜନ କାର୍ଯ୍ୟକ୍ରମ ରହିଥିବାବେଳେ ୨୭ ତାରିଖ ଦିନ ସୂର୍ଯ୍ୟପୂଜା ସହ ପୂର୍ଣ୍ଣାହୁତୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ରବିବାର ଦିନ ଅନୁଷ୍ଠିତ କଳସ ଯାତ୍ରାରେ ୧୦୦ରୁ ଉର୍ଦ୍ଧ୍ୱ ଭକ୍ତ ଭାଗ ନେଇ ନଦୀରୁ ପବିତ୍ର ଜଳ ଆଣି ଯଜ୍ଞ ସ୍ଥଳ ପର୍ଯ୍ୟନ୍ତ ଭକ୍ତିମୟ ପରିବେଶରେ କଳସ ଯାତ୍ରା କରିଥିଲେ। ସମସ୍ତ ଭକ୍ତଙ୍କ ପାଇଁ ପ୍ରସାଦ ସେବନର ବ୍ୟବସ୍ଥା ମଧ୍ୟ କରାଯାଇଥିଲା।

ପ୍ରତ୍ୟେକ ଦିନ ମନୋରଞ୍ଜନମୂଳକ ଧାର୍ମିକ କାର୍ଯ୍ୟକ୍ରମର ଆୟୋଜନ ରହିଥିବା ବୋଲି ମା’ ଅସୁରକୁମାରୀ ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ସୂଚନା ଦିଆଯାଇଛି। ଦୂରଦୂରାନ୍ତରୁ ଭକ୍ତମାନଙ୍କୁ ପୂର୍ଣ୍ଣାହୁତୀ କାର୍ଯ୍ୟକ୍ରମରେ ସାମିଲ ହୋଇ ମା’ ଅସୁରକୁମାରୀଙ୍କ କୃପା ଲାଭ କରିବା ପାଇଁ ଟ୍ରଷ୍ଟ ପକ୍ଷରୁ ନିମନ୍ତ୍ରଣ କରାଯାଇଛି।

ବିଶ୍ୱଶାନ୍ତି ଗୀତ ମହାଯଜ୍ଞ ମା’ ଅସୁରକୁମାରୀ ପୀଠ ରଣପୁର ସତ୍ୟଧର୍ମ ସଂସ୍କୃତିର ପୁନରୁଦ୍ଧାର
Share. Facebook Twitter LinkedIn Email WhatsApp Copy Link

Related Posts

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026
Latest News

କୀଟନାଶକ ପିଇ ପ୍ରେମିକା ମୃତ

September 11, 2026

ଓଡ଼ିଶାରେ ସ୍ଥାପନ ହେବ ଆଧୁନିକ ଚାଉଳ ଓ ମାଣ୍ଡିଆ ପ୍ରକ୍ରିୟାକରଣ କାରଖାନା

September 10, 2026

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ

September 10, 2026

ଓରାଙ୍ଗଉଟାନ ଉଦ୍ଧାର ଘଟଣା: ସବିଶେଷ ତଦନ୍ତ ପାଇଁ ମୁଖ୍ୟମନ୍ତ୍ରୀଙ୍କ କଡ଼ା ନିର୍ଦ୍ଦେଶ

September 10, 2026

୩୫ ବର୍ଷର ଜମି ଜଟିଳତାର ଅନ୍ତ: କେ-୭ ପ୍ଲଟ୍‌ ନେଇ ୨ଶହରୁ ଅଧିକ ମାମଲାର ଫଇସଲା

September 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.