Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର
ଆଜିର ଖବର

ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର
ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

ଭୁବନେଶ୍ଵର: ଦକ୍ଷିଣ ପୂର୍ବ ସର୍କଲର ରେଳ ସୁରକ୍ଷା କମିଶନର (CRS) ବ୍ରିଜେଶ କୁମାର ମିଶ୍ର, ୨୪ ଜାନୁଆରୀ ୨୦୨୬ ରେ ଲାଡ୍ଡା -ଜେମାଦେଇପେଣ୍ଠ ଷ୍ଟେସନ ମଧ୍ୟରେ ନବନିର୍ମିତ ତୃତୀୟ ଲାଇନର ଏକ ବିସ୍ତୃତ ବୈଧାନିକ ଯାଞ୍ଚ କରିଥିଲେ। ପୂର୍ବ ତଟ ରେଳପଥର ୱାଲଟେୟାର ମଣ୍ଡଳ ଅନ୍ତର୍ଗତ ୭ .୧୮୧ କିଲୋମିଟର ଦୈର୍ଘ୍ୟ ବିଶିଷ୍ଟ ଏହି ଲାଇନ ଟିଟଲାଗଡ଼-ବିଜିଆନଗରମ୍ ତୃତୀୟ ଲାଇନ ପ୍ରକଳ୍ପର ଏକ ଅଂଶ।

ଏହି ସେକ୍ସନଟି ୬୦ କିଲୋଗ୍ରାମ ରେଳରେ ନିର୍ମିତ ଏବଂ ଏହି ସେକ୍ସନରେ ୨୫-ଟି ଆକ୍ସଲ୍ ଲୋଡ୍ ମାନଦଣ୍ଡ ଅନୁଯାୟୀ ନିର୍ମିତ ଏକ ପ୍ରମୁଖ ସେତୁ ରହିଛି। ବୈଧାନିକ ଯାଞ୍ଚ ସଫଳତାର ସହ ସମାପ୍ତ ହୋଇଛି, କୌଣସି ସମସ୍ୟା ବିନା ବେଗର ପରୀକ୍ଷଣ ସଫଳତାର ସହିତ ପାସ୍ କରିଛି , ଯାହା ଫଳରେ ଏହି ସେକ୍ସନଟି ପୂର୍ଣ୍ଣ କମିଶନିଂ ପାଇଁ ଅନୁମୋଦନ ମିଳିଛି।

ଏହି ମାଇଲଖୁଣ୍ଟ ନିର୍ମାଣ ସଂଗଠନର ସିଭିଲ୍ ଇଞ୍ଜିନିୟରିଂ, ରେଳ ବିକାଶ ନିଗମ ଲିମିଟେଡ୍, ସଂକେତ ଏବଂ ଦୂରସଂଚାର ଏବଂ ବିଦ୍ୟୁତ ବିଭାଗ ୱାଲଟେୟାର ମଣ୍ଡଳର ପରିଚାଳନା ଏବଂ ଟ୍ରାଫିକ୍ ବିଭାଗ ସହିତ ଘନିଷ୍ଠ ସମନ୍ୱୟର ସମର୍ପିତ ପ୍ରୟାସକୁ ପ୍ରତିଫଳିତ କରୁଛି, ଯାହା ଫଳରେ ଏହି ସଫଳତା ହାସଲ ହୋଇପାରିଛି।

ୱାଲ୍ଟେୟାର ମଣ୍ଡଳର ମଣ୍ଡଳ ରେଳ ପ୍ରବନ୍ଧକ ଏବଂ ନିର୍ମାଣ ସଂଗଠନ, ରେଳ ବିକାଶ ନିଗମ ଲିମିଟେଡ୍, ଇଞ୍ଜିନିୟରିଂ ବିଭାଗର ଉଚ୍ଚ ପଦସ୍ଥ ଅଧିକାରୀ ଏବଂ ୱାଲ୍ଟେୟାର ମଣ୍ଡଳର ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ମଧ୍ୟ ଏହି ଯାଞ୍ଚରେ ଅଂଶଗ୍ରହଣ କରିଥିଲେ।

ଜେମାଦେଇପେଣ୍ଠ ନବନିର୍ମିତ ତୃତୀୟ ଲାଇନ ବ୍ରିଜେଶ କୁମାର ମିଶ୍ର ରେଳ ସୁରକ୍ଷା କମିଶନର ଲାଡ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭା ନିର୍ବାଚନ ପାଇଁ ବଢିବ ସମସ୍ୟା!: ହ୍ରାସ ପାଉଛି ମଧ୍ୟପ୍ରଦେଶରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

ବ୍ରହ୍ମପୁର ପୌର ନିଗମର ଷ୍ଟାଣ୍ଡିଂ କମିଟି ବୈଠକ

April 3, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବଢିବ ସମସ୍ୟା!: ହ୍ରାସ ପାଉଛି ମଧ୍ୟପ୍ରଦେଶରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା

April 3, 2026

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.