Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ
ଆଜିର ଖବର

ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

January 25, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ
ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ପାଳିତ

ଚିଲିକା: ଆଜି ଏକତା ପରିଷଦ ଟ୍ରଷ୍ଟ ଓ ଓଡ଼ିଆର୍ଟର ମିଳିତ ଉଦ୍ୟମରେ ଓଡ଼ିଆର୍ଟ ଠାରେ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ ଓ ରାଷ୍ଟୀୟ ଭୋଟର ଦିବସ ପାଳିତ ହୋଇଯାଇଛି। ଓଡ଼ିଆର୍ଟ ଠାରୁ ବଡକୁଳ ଯାଏଁ ସୁସ୍ଥ ପର୍ଯ୍ୟଟନ ଓ ଭୋଟର ଜାଗରଣ ଶୋଭାଯାତ୍ରା କରାଯାଇଥିଲା ଓ ପରେ ଓଡ଼ିଆର୍ଟ ର ସଭାଗୃହରେ ସାଧାରଣ ସଭା କରାଯାଇଥିଲା।

ଏହି କାର୍ଯ୍ୟକ୍ରମରେ ଆମ ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ସୁରକ୍ଷା ଓ ସୁସ୍ଥ ପର୍ଯ୍ୟଟନ କ୍ଷେତ୍ରରେ ଆମ ଭୂମିକା ଓ ଭୋଟର ଅଧିକାର ଓ କର୍ତ୍ତବ୍ୟ ସମ୍ପର୍କରେ ଚର୍ଚ୍ଚା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଏକତା ପରିଷଦ ଟ୍ରଷ୍ଟର ମ୍ୟାନେଜିଙ୍ଗ ଟ୍ରଷ୍ଟି ସନ୍ଧ୍ୟା ଦେବୀଙ୍କ ସଭାପତିତ୍ୱରେ ସଭା ସଂଚଳନ କରାଯାଇଥିଲା।

ଉକ୍ତ ସଭାରେ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥି ଭାବେ ସାହିତ୍ୟ ସିନ୍ଦୁରାର ସଂଚାଳକ ଗୋଲଖ ବିହାରୀ ପରିଡା ଓ କଲ୍ୟାଣ ଅନୁଷ୍ଠାନର ସମ୍ପାଦକ ରଙ୍କନାଥ ସେଠି ଯୋଗ ଦେଇଥିଲେ। ଓଡ଼ିଆର୍ଟ ର ସାଂସ୍କୃତିକ ସଂଚାଳକ ସୁଶାନ୍ତ ଦାସ ସଭା ସଂଯୋଜନା କରିଥିଲେ।

ଏହି କାର୍ଯ୍ୟକ୍ରମରେ ଓକିଲ ସଙ୍ଘ ସଦସ୍ୟ ରବୀନ୍ଦ୍ର ମାନସିଂ, ସାମାଜିକ କର୍ମୀ ବୀରେନ୍ଦ୍ର ବେହେରା, ଟୁନିଦାସ, ରଞ୍ଜନ ପ୍ରଧାନ ରିଙ୍କି ବେହେରା, ସମୀକ୍ଷା ସାମନ୍ତରାୟଙ୍କ ଅନେକ ସ୍କୁଲର ଛାତ୍ରଛାତ୍ରୀ ଓ ଅଭିଭାବକ, ତଥା ଶିକ୍ଷକ ଶିକ୍ଷିକା ସହ ଶତାଧିକ ନାଗରିକ ମଧ୍ୟ ଯୋଗ ଦେଇଥିଲେ।

ଏକତା ପରିଷଦ ଟ୍ରଷ୍ଟ ଓଡ଼ିଆର୍ଟ ରାଷ୍ଟୀୟ ଭୋଟର ଦିବସ ରାଷ୍ଟ୍ରୀୟ ପର୍ଯ୍ୟଟନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026
Latest News

ଏହି ବିଦେଶୀ ଲିଗ୍ ରୁ ବାଦ ପଡ଼ିବେ ପାକିସ୍ତାନ ଖେଳାଳି!: ବଡ଼ ପଦକ୍ଷେପ ପାଇଁ ପ୍ରସ୍ତୁତ IPL ଫ୍ରାଞ୍ଚାଇଜ୍

February 20, 2026

‘୧୧ଟି ଜେଟ୍ ଖସାଇ ଦିଆଯାଇଥିଲା’: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ଉପରେ ଟ୍ରମ୍ପଙ୍କ ନୂଆ ଦାବି

February 20, 2026

‘ଅପରେସନ ସାଇବର କବଚ’ ଅଭିଯାନ: ରାଜ୍ୟବ୍ୟାପୀ ୮୪ ଗିରଫ

February 20, 2026

ଭୁବନେଶ୍ବରରେ ସଂଗ୍ରାମୀ ଗୌରାଙ୍ଗ ଚରଣ ଓ ସଂଗ୍ରାମୀ ଶଶୀଭୂଷଣଙ୍କ ଶ୍ରଦ୍ଧାଞ୍ଜଳି ସଭା

February 20, 2026

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଜମିଜମାର ସୁରକ୍ଷା ଉପରେ ଉଚ୍ଚସ୍ତରୀୟ ବୈଠକ

February 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.