Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବସ୍ ଚକା ତଳେ ପଡି ମହିଳାଙ୍କ ପ୍ରାଣହାନୀ
ଆଜିର ଖବର

ବସ୍ ଚକା ତଳେ ପଡି ମହିଳାଙ୍କ ପ୍ରାଣହାନୀ

January 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବସ୍ ଚକା ତଳେ ପଡି ମହିଳାଙ୍କ ପ୍ରାଣହାନୀ
ବସ୍ ଚକା ତଳେ ପଡି ମହିଳାଙ୍କ ପ୍ରାଣହାନୀ

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ମର୍ମନ୍ତୁଦ ଦୁର୍ଘଟଣାର ସମୁଖୀନ ହୋଇ କମଳା ଡାକୁଆ ନାମ୍ନୀ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଗାଙ୍ଗପୁର ଥାନା ଅଞ୍ଚଳର ମହିଳା ଜଣକ ନିଜ ଝିଅ ଘର ପୋଲସରା ଥାନା ଅନ୍ତର୍ଗତ ମଧୁପଲୀ ଯିବା ପାଇଁ ଆସ୍କା ବସଷ୍ଟାଣ୍ଡରେ ଅପେକ୍ଷା କରିଥିବା ବେଳେ କନକ ଦୁର୍ଗା ନାମକ ଏକ ଘରୋଇ ବସ୍ ଚକା ତଳେ ପଡି ଯାଇଥିଲେ। ଘଟଣାସ୍ଥଳରେ ହିଁ ତାଙ୍କର ପ୍ରାଣବାୟୁ ଉଡି ଯାଇଥିଲା।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରି ବସ୍ ଜବତ କରିଛି। ଶବ ବ୍ୟବଚ୍ଛେଦ ପାଇଁ ପଠାଇ ପଠାଇ ଘଟଣାର ତଦନ୍ତ ଆରମ୍ଭ କରିଛି।

କମଳା ଡାକୁଆ ମର୍ମନ୍ତୁଦ ଦୁର୍ଘଟଣା ମହିଳାଙ୍କ ପ୍ରାଣହାନୀ
Share. Facebook Twitter LinkedIn Email WhatsApp Copy Link

Related Posts

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026

ପାର୍ବଣ ପୂର୍ବରୁ ପୋଲିସର କାର୍ଯ୍ୟାନୁଷ୍ଠାନ: ‘ଦମନ’ ଅଭିଯାନରେ ଜାମିନ ବିହୀନ ପରୱାନା କାର୍ଯ୍ୟକାରୀ

October 5, 2026

ଶୁଭାରମ୍ଭ ହେଲା ଦେଶର ପ୍ରଥମ ‘ଏମ୍‌ଆଇସିଇ ଇନ୍‌ସେଣ୍ଟିଭ୍ ପୋର୍ଟାଲ୍‌‌’

October 5, 2026
Latest News

RBI Repo Rate ବଢ଼ିଲେ ବଢ଼ିବ EMI? ଘର, କାର ଓ ପର୍ସନାଲ ଲୋନ୍ ନେଇଥିବା ଲୋକଙ୍କ ଉପରେ ପଡ଼ିପାରେ ପ୍ରଭାବ

October 5, 2026

ମଦ ଦୋକାନ ଖୋଲିବନି, ଡ୍ରଗ୍ସ ମାଫିଆଙ୍କୁ ଛାଡ଼ ନାହିଁ: ମୋହନ ସରକାରଙ୍କ ବଡ଼ ଘୋଷଣା

October 5, 2026

UPIକୁ ବଡ଼ ଝଟକା! ୧୦ ଅକ୍ଟୋବରରୁ ପେମେଣ୍ଟ ନେବନି ଏହି କମ୍ପାନୀ, ୦.୪% MDRକୁ ନେଇ ବଢ଼ିଲା ଚିନ୍ତା

October 5, 2026

ଘରେ ତିଆରି କରନ୍ତୁ ଭେଣ୍ଡି ହେୟାର୍ ସ୍ପା ଜେଲ୍: ବିନା କେମିକାଲ୍‌ରେ କେଶ ହେବ କେରାଟିନ୍ ପରି କୋମଳ ଓ ସିଧା

October 5, 2026

ନୂଆ ଆକର୍ଷଣ ଓ ଅତ୍ୟାଧୁନିକ ସୁବିଧା ସହ ଫେରିଲା କଳିଙ୍ଗ ଷ୍ଟୁଡିଓ: ଆଜି ଉଦ୍‌ଘାଟନ କରିବେ ମୁଖ୍ୟମନ୍ତ୍ରୀ

October 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.