Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗଣତନ୍ତ୍ର ଦିବସ ପରେଡ: ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍‌ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ
ଆଜିର ଖବର

ଗଣତନ୍ତ୍ର ଦିବସ ପରେଡ: ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍‌ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ

January 26, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗଣତନ୍ତ୍ର ଦିବସ ପରେଡ: ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍‌ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ
ଗଣତନ୍ତ୍ର ଦିବସ ପରେଡ: ଭାରତର କାହାଣୀକଥନ ପରମ୍ପରା ଏବଂ ୱେଭ୍‌ସ ଦୃଷ୍ଟିକୋଣର ଶକ୍ତିଶାଳୀ ପ୍ରଦର୍ଶନ

ନୂଆଦିଲ୍ଲୀ: ଆଜି କର୍ତ୍ତବ୍ୟ ପଥରେ ଆୟୋଜିତ ଗଣତନ୍ତ୍ର ଦିବସ ପରେଡରେ ଉପସ୍ଥାପିତ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ ପ୍ରଜ୍ଞାପନ ମେଢ଼ର କିଛି ଦୃଶ୍ୟ ଏଠାରେ ଦିଆଯାଇଛି:

ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟର ପ୍ରଜ୍ଞାପନ ମେଢ଼ “ଭାରତ ଗାଥା: ଶ୍ରୁତି, କୃତି, ଦୃଷ୍ଟି” ଶୀର୍ଷକରେ ଭାରତର ସମୃଦ୍ଧ କାହାଣୀ କଥନ ପରମ୍ପରାକୁ ପ୍ରଦର୍ଶିତ କରିଛି। ଏହା ପ୍ରାଚୀନ ମୌଖିକ ପରମ୍ପରାରୁ ସମସାମୟିକ ଗଣମାଧ୍ୟମ ଏବଂ ସିନେମା ପର୍ଯ୍ୟନ୍ତ ଯାତ୍ରାର ଚିତ୍ରଣ କରେ, ଯାହା ଦେଶର ସାଂସ୍କୃତିକ ବିବର୍ତ୍ତନ ଏବଂ ଏକ ବିଶ୍ୱ ବିଷୟବସ୍ତୁ ଶକ୍ତି ଭାବରେ ଉଦୟକୁ ପ୍ରତିଫଳିତ କରେ।

ଏହି ପ୍ରଜ୍ଞାପନ ମେଢ଼ ୱେଭ୍‌ସକୁ ଏକ ବିଶ୍ୱସ୍ତରୀୟ ପ୍ଲାଟଫର୍ମ ଭାବେ ମଧ୍ୟ ଉପସ୍ଥାପିତ କରିଛି ଯାହା ଭାରତର ଗଣମାଧ୍ୟମ ଏବଂ ମନୋରଞ୍ଜନ ନେତୃତ୍ୱ, ନବସୃଜନ ତଥା ସାଂସ୍କୃତିକ କୂଟନୀତିକୁ ପ୍ରୋତ୍ସାହିତ କରେ। ୭୭ତମ ଗଣତନ୍ତ୍ର ଦିବସ ପରେଡରେ ଏହା ସଭ୍ୟତାଗତ ଐତିହ୍ୟକୁ ଆଧୁନିକ ପ୍ରଯୁକ୍ତିବିଦ୍ୟା ସହିତ ମିଶ୍ରଣ କରିଛି। ଏହା ସହିତ ପରମ୍ପରାକୁ ଜୀବନ୍ତ କରି ଭବିଷ୍ୟତର କାହାଣୀଗୁଡ଼ିକୁ ସଫଳତାର ସହିତ ଉପସ୍ଥାପନ କରିଛି।

MIB Tableau Parade Showcases republic day ପ୍ରଜ୍ଞାପନ ମେଢ ସୂଚନା ଏବଂ ପ୍ରସାରଣ ମନ୍ତ୍ରଣାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026
Latest News

ଉଧମପୁରରେ ମର୍ମନ୍ତୁଦ ଦୁର୍ଘଟଣା: ଯାତ୍ରୀବାହୀ ବସ୍ ଓଲଟି ୧୫ ମୃତ

April 20, 2026

ଆଜି ଗୁଜୁରାଟ ଟାଇଟାନ୍ସକୁ ଭେଟିବ ମୁମ୍ବାଇ ଇଣ୍ଡିଆନ୍ସ: ଦେଖନ୍ତୁ ଉଭୟ ଦଳର ହେଡ୍-ଟୁ-ହେଡ୍ ରେକର୍ଡ

April 20, 2026

ଭାରତୀୟ ଟ୍ୟାଙ୍କର ଉପରେ ଆକ୍ରମଣ ସମ୍ପର୍କିତ ପ୍ରଶ୍ନରେ ରାଗିଲେ ଟ୍ରମ୍ପ: କାହାକୁ କହିଲେ ‘ବାହାରିଯାଅ’?

April 20, 2026

କାର୍ ଧକ୍କାରେ ମହିଳା ମୃତ

April 20, 2026

“ଆମେରିକା ପାଇଁ ବିପଦଜନକ ପାକିସ୍ତାନ, କିନ୍ତୁ ଭାରତ….”: ଆମେରିକୀୟ ବିଶେଷଜ୍ଞଙ୍କ ଟ୍ରମ୍ପଙ୍କୁ ଚେତାବନୀ

April 20, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.