Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ମାଇଲଖୁଣ୍ଟ ହାସଲ କଲା ବିଏସଏନଏଲ
ଆଜିର ଖବର

ନୂଆ ମାଇଲଖୁଣ୍ଟ ହାସଲ କଲା ବିଏସଏନଏଲ

January 27, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
BSNL
BSNL Unveils ₹1 Freedom Offer for Independence-Day

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ଅବସରରେ ଭୁବନେଶ୍ୱରସ୍ଥିତ ବିଏସଏନଏଲ ଓଡ଼ିଶାର ଫୋରଜି ଡାଟା ସେଣ୍ଟର ଠାରେ ସ୍ୱଦେଶୀ ଭାବରେ ବିକଶିତ ଆଇପି ମଲ୍ଟିମିଡିଆ ସବସିଷ୍ଟମ୍ (ଆଇଏମଏସ) ଉଦଘାଟନ କରାଯାଇଛି। ବିଏସଏନଏଲ ଓଡ଼ିଶାର ମୁଖ୍ୟ ମହାପ୍ରବନ୍ଧକ ଦୁଷ୍ମନ୍ତ କୁମାର ବେହେରା ଏହାକୁ ଉଦଘାଟନ କରିଛନ୍ତି। ଏହି ସିଷ୍ଟମ୍ ବିଏସଏନଏଲ ଗ୍ରାହକମାନଙ୍କୁ ଏଲଟିଇ (ଫୋର୍‌ଜି) ମାଧ୍ୟମରେ ଏଚଡି-ଗୁଣବତ୍ତା ଭଏସ୍ କଲ୍ ପ୍ରଦାନ କରିବ, ଯାହା ସମ୍ପୂର୍ଣ୍ଣ ସ୍ପଷ୍ଟ ଯୋଗାଯୋଗ ସୁନିଶ୍ଚିତ କରିବ।

ଟିସିଏସ ଏବଂ ସିଡିଓଟି ଦ୍ୱାରା ସମ୍ପୂର୍ଣ୍ଣ ଭାବରେ ବିକଶିତ, ଏହି ବ୍ୟବସ୍ଥା ପୂର୍ବ ଭାରତର ବିଏସଏନଏଲ ନେଟୱାର୍କରେ ପ୍ରଥମ ଥର ଆରମ୍ଭ କରାଯାଇଛି। ଏହା ଦୂରସଞ୍ଚାର ନବସୃଜନରେ ଆତ୍ମନିର୍ଭର ଭାରତ ଦିଗରେ ଏକ ଗୌରବଶାଳୀ ପଦକ୍ଷେପ। ଏହି ମାଇଲଖୁଣ୍ଟ ସହିତ ବିଏସଏନଏଲ ସମଗ୍ର ଓଡ଼ିଶାରେ ପ୍ରତ୍ୟେକ ବିଏସଏନଏଲ ଗ୍ରାହକଙ୍କ ପାଇଁ ନବସୃଜନ, ଆତ୍ମନିର୍ଭରଶୀଳତା ଏବଂ ବିଶ୍ୱସ୍ତରୀୟ ସଂଯୋଗ ପ୍ରତି ଏହାର ପ୍ରତିବଦ୍ଧତାକୁ ଦୃଢ଼ କରିଛି।

ଫୋରଜି ଡାଟା ସେଣ୍ଟର ବିଏସଏନଏଲ ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Latest News

ଓଡ଼ିଶା ପୋଲିସର ନୂଆ ପଦକ୍ଷେପ: ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍‌ରେ ମିଳିବ ୧୪ଟି ପୋଲିସ ସେବା

September 11, 2026

ଇଣ୍ଟରନେଟ୍ ସ୍ଲୋ ହେଲେ ବି ଚିନ୍ତା ନାହିଁ!: ଆସିଲା UPI Tap & Pay

September 11, 2026

ଭଗବତୀ ମନ୍ଦିର ଉନ୍ନୟନ କାର୍ଯ୍ୟ ମାମଲା: ବିରୋଧୀଙ୍କୁ କଡ଼ା ଆକ୍ରମଣ କଲେ ବାଣପୁର ବ୍ଲକ ଅଧ୍ୟକ୍ଷ

September 11, 2026

କ୍ରସ୍ ଭୋଟିଂ ମାମଲାରେ ନୂଆ ମୋଡ଼, ୮ ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ହାଇକୋର୍ଟ ଗଲା ବିଜେଡି

September 11, 2026

ଏହି ପ୍ୟାକେଜ୍ ଖାଦ୍ୟ ଉପରେ ସୁପ୍ରିମକୋର୍ଟଙ୍କ କଡ଼ା କାର୍ଯ୍ୟାନୁଷ୍ଠାନ: ପ୍ରଦର୍ଶିତ ହେବ ଲାଲ ଚିହ୍ନ

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.