Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ
ଆଜିର ଖବର

କେନ୍ଦ୍ର କୃଷି ମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ସାମିଲ ହେଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ

January 30, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
KV Singh Deo
KV Singh Deo participates in agricultural fund review chaired by Shivraj Singh Chouhan

ଭୁବନେଶ୍ଵର: କେନ୍ଦ୍ର କୃଷି ଏବଂ କୃଷକ କଲ୍ୟାଣ ମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକରେ ଆଭାସୀ ମାଧ୍ୟମରେ ସାମିଲ ହୋଇଛନ୍ତି ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ। ଏହି ବୈଠକରେ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ କୃଷି ବିକାଶ ଯୋଜନା ଏବଂ କୃଷକ ଯୋଜନା ନିମନ୍ତେ ରହିଥିବା ଅର୍ଥରାଶିର ସମୀକ୍ଷା କରାଯାଇଥିଲା।

ରାଜ୍ୟରେ କୃଷକ ସଶକ୍ତି କରଣ, ଅର୍ଥରାଶିର ଉତ୍ତମ ବିନିଯୋଗ ଏବଂ କୃଷି କ୍ଷେତ୍ରକୁ ସମୃଦ୍ଧ କରିବା ପାଇଁ ଓଡ଼ିଶା ସରକାର ବଦ୍ଧ ପରିକର ବୋଲି ବୈଠକରେ ଶ୍ରୀ ସିଂ ଦେଓ କହିଛନ୍ତି। କେନ୍ଦ୍ର ସରକାରଙ୍କ ସହଯୋଗରେ ସରକାର ସହନଶୀଳ, ସମୃଦ୍ଧ ଓ କୃଷକ-କେନ୍ଦ୍ରିକ ଓଡ଼ିଶା ଦିଗରେ ପଦକ୍ଷେପ ନେଉଛନ୍ତି ବୋଲି ସେ କହିଛନ୍ତି।

agricultural fund KV Singh Deo shivraj singh chouhan ଶିବରାଜ ସିଂ ଚୌହାନ
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026
Latest News

ରାଜ୍ୟସଭାରେ ଦୁର୍ବଳ ହେବେ ବିରୋଧୀ, ଆହୁରୀ ମଜବୁତ ହେବ ବିଜେପି!: ଜାଣନ୍ତୁ ସମୀକରଣ

February 19, 2026

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.