Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଦଳିବ ସହରାଞ୍ଚଳ ପାର୍କର ରୂପରେଖ: ସମୀକ୍ଷା କଲେ ମନ୍ତ୍ରୀ
ଆଜିର ଖବର

ବଦଳିବ ସହରାଞ୍ଚଳ ପାର୍କର ରୂପରେଖ: ସମୀକ୍ଷା କଲେ ମନ୍ତ୍ରୀ

January 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Krishna Ch Mahapatra Orders Time-Bound Plan for Beautification of Parks Across Odisha
Krishna Ch Mahapatra Orders Time-Bound Plan for Beautification of Parks Across Odisha

ଭୁବନେଶ୍ଵର: ରାଜ୍ୟର ସହରାଞ୍ଚଳରେ ଥିବା ସମସ୍ତ ପାର୍କର ରୂପରେଖ ବଦଳିବ। ବିଭାଗୀୟ କାର୍ଯ୍ୟର ସମୀକ୍ଷା ଅବସରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଏନେଇ ଆଲୋଚନା କରିଛନ୍ତି।

ପାର୍କଗୁଡ଼ିକର ସୌନ୍ଦର୍ଯ୍ୟକରଣ ଏବଂ ସାମଗ୍ରିକ ଉନ୍ନତି ପାଇଁ ଏକ ସମୟବଦ୍ଧ କାର୍ଯ୍ୟଯୋଜନା ପ୍ରସ୍ତୁତ କରିବାକୁ ସେ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ପାର୍କରେ ସ୍ଥାପିତ ବିଶିଷ୍ଟ ବ୍ୟକ୍ତି ଓ ଐତିହାସିକ ଜନନାୟକଙ୍କ ପ୍ରତିମୂର୍ତ୍ତିଗୁଡ଼ିକର ଯତ୍ନ ନେବାକୁ ସେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଏଥିରେ ଅବହେଳା ଅର୍ଥ ଜନସାଧାରଣଙ୍କ ଭାବନା ଏବଂ ସାଂସ୍କୃତିକ ଐତିହ୍ୟ ପ୍ରତି ଅସମ୍ମାନ ବୋଲି ସେ କହିଛନ୍ତି।

ସହରଗୁଡ଼ିକୁ ସ୍ୱଚ୍ଛ, ସବୁଜ ଏବଂ ନାଗରିକ-ଅନୁକୂଳ କରିବା ପାଇଁ ରାଜ୍ୟ ସରକାର ସଂକଳ୍ପବଦ୍ଧ ବୋଲି ସେ ମତବ୍ୟକ୍ତ କରିଛନ୍ତି। କାର୍ଯ୍ୟରେ ଅବହେଳା କରୁଥିବା ଅଧିକାରୀ ଏବଂ ସଂସ୍ଥା ବିରୋଧରେ କଠୋର ଶୃଙ୍ଖଳାଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ମନ୍ତ୍ରୀ କହିଛନ୍ତି।

Beautification of Parks Krishna Ch Mahapatra
Share. Facebook Twitter LinkedIn Email WhatsApp Copy Link

Related Posts

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026

ନିଜ ଘରେ ପଶି ଅଷ୍ଟ୍ରେଲିଆକୁ ଧରାଶାୟୀ କଲା ଭାରତ: ୨-୧ ରେ ଜିତିଲା ଟି-୨୦ ସିରିଜ

February 21, 2026

ଶଙ୍କରାଚାର୍ଯ୍ୟଙ୍କୁ ବଡ଼ ଝଟକା: ଯୌନ ନିର୍ଯାତନା ମାମଲାରେ ଦାଖଲ ହେବ ଏଫଆଇଆର

February 21, 2026
Latest News

ରାଜ୍ୟରେ ସୃଷ୍ଟି ହୋଇଛନ୍ତି ୧୬ଲକ୍ଷରୁ ଅଧିକ ଲକ୍ଷପତି ଦିଦି, ଗୃହରେ ତଥ୍ୟ ରଖିଲେ ମନ୍ତ୍ରୀ

February 21, 2026

ସିଆରପିଏଫର ୮୭ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେଲେ ଅମିତ ଶାହ

February 21, 2026

ଆମେରିକା ସୁପ୍ରିମକୋର୍ଟଙ୍କ ରାୟ ପରେ ଭାରତ ଉପରେ କେତେ ଶୁଳ୍କ ଲଗାଇବେ ଟ୍ରମ୍ପ?: ଜାଣନ୍ତୁ

February 21, 2026

ମୁଟୁରୁମୁଣ୍ଡା ସେବାଶ୍ରମ ବିଦ୍ୟାଳୟରେ ଆନ୍ତର୍ଜାତୀୟ ମାତୃଭାଷା ଦିବସ ପାଳିତ

February 21, 2026

୪୦ ବର୍ଷ ବୟସରେ ଦ୍ୱିତୀୟ ବିବାହ କଲେ ଟିମ୍ ଇଣ୍ଡିଆର ‘ଗବ୍ବର’ ଶିଖର ଧାୱନ

February 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.