Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ
ଆଜିର ଖବର

ଟ୍ରାକ୍ଟର ଓଲଟି ଶ୍ରମିକଙ୍କ ମୃତ୍ୟୁ

January 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
କବିସୂର୍ଯ୍ୟନଗର ଥାନା
ବୋମା ବିସ୍ଫୋରଣରେ ଦୁଇ ନାବାଳକ ଗୁରୁତର

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଗୋଲାମୁଣ୍ଡୁଳା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଯାହାକି ଉକ୍ତ ଗାଡ଼ିରେ ଶ୍ରମିକ ଭାବେ କାମ କରୁଥିବା ରମେଶ ଚନ୍ଦ୍ର ପ୍ରଧାନ ଗାଡ଼ି ଚଳାଇବା ବେଳେ ଅସାବଧାନତା ବଶତଃ ବାଘୁଆ ନଦୀ କୂଳ ଶ୍ମଶାନ ଘାଟରେ ଓଲଟି ପଡିଥିଲା। ଫଳରେ ଗୁରୁତର ଅବସ୍ଥାରେ ତାଙ୍କୁ ଗାଁ ଲୋକେ ଡାକ୍ତରଖାନାକୁ ନେଇଥିଲେ। କିନ୍ତୁ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।

ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗାଡ଼ି ଜବତ କରିବା ସହ ଡାକ୍ତରଖାନାରେ ପହଞ୍ଚି ଶବ ଉଦ୍ଧାର କରିଛି। ଏହାପରେ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇ ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

କବିସୂର୍ଯ୍ୟ ନଗର ଥାନା ଶ୍ରମିକଙ୍କ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026
Latest News

ଭାଇ ହତ୍ୟାକାରୀକୁ ଆଜୀବନ କାରାଦଣ୍ଡାଦେଶ

April 24, 2026

ଗଛକୁ ପିଟିଲା ସ୍କୁଟି: ଜଣେ ମୃତ

April 24, 2026

ବନବିଭାଗ କର୍ମଚାରୀଙ୍କୁ ନିର୍ଧୂମ ପିଟିଲେ

April 24, 2026

ବଢିଲା ଇସ୍ରାଏଲ – ଲେବାନନ ଅସ୍ତ୍ରବିରତି ଅବଧି

April 24, 2026

ଆଜି ହିଁ ଖାଦ୍ୟରେ ସାମିଲ କରନ୍ତୁ ଏହି ସବୁ ଖାଦ୍ୟ, ପାଖ ମାଡିବନି ଲୁ

April 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.