Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»NSE IPO: ପ୍ରସ୍ତାବିତ ଆଇପିଓ ପାଇଁ ସେବିଠାରୁ ଏନଓସି ହାସଲ କଲା ଏନଏସଇ
ଆଜିର ଖବର

NSE IPO: ପ୍ରସ୍ତାବିତ ଆଇପିଓ ପାଇଁ ସେବିଠାରୁ ଏନଓସି ହାସଲ କଲା ଏନଏସଇ

January 31, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
NSE IPO
NSE IPO: ପ୍ରସ୍ତାବିତ ଆଇପିଓ ପାଇଁ ସେବିଠାରୁ ଏନଓସି ହାସଲ କଲା ଏନଏସଇ
NSE IPO: ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ଅଫ୍ ଇଣ୍ଡିଆ (ଏନଏସଇ) ନିକଟରେ ସିକ୍ୟୁରିଟିଜ ଆଣ୍ଡ ଏକ୍ସଚେଞ୍ଜ ବୋର୍ଡ ଅଫ୍ ଇଣ୍ଡିଆ (ସେବି)ଠାରୁ ଏହାର ପ୍ରସ୍ତାବିତ ଇନିସିଆଲ ପବ୍ଲିକ ଅଫରିଙ୍ଗ (ଆଇପିଓ) ପାଇଁ ନୋ ଅବ୍‌ଜେକ୍ସନ ସାର୍ଟିଫିକେଟ (ଏନଓସି) ହାସଲ କରିଛି । ଯାହାକି ଏକ୍ସଚେଞ୍ଜର ଅଭିବୃଦ୍ଧି ଯାତ୍ରରେ ଏକ ଗୁରୁତ୍ୱପୂର୍ଣ୍ଣ ନିୟାମକୀୟ ସଫଳତାକୁ ଚିହ୍ନିତ କରୁଛି ।
ଏହାକୁ ପ୍ରଶଂସା କରି ଏନଏସଇର ଅଧ୍ୟକ୍ଷ, ଶ୍ରୀ ଶ୍ରୀନିବାସ ଇନ୍‌ଜେଟି କହିଛନ୍ତି, “ଆମେ ଆମର ଆଇପିଓ ପାଇଁ ସେବିର ଅନୁମୋଦନ ହାସଲ କରି ଖୁସି ଅନୁଭବ କରୁଛୁ, ଯାହା ଆମର ଅଭିବୃଦ୍ଧି ଯାତ୍ରାରେ ଏକ ବଡ ସଫଳତା ଅଟେ; ସେବିର ଅନୁମୋଦ ସହିତ ଆମେ  ଆମର ସମସ୍ତ ହିତାଧିକାରୀଙ୍କ ପାଇଁ ମୂଲ୍ୟ ସୃଷ୍ଟିର ଏକ ନୂତନ ଅଧ୍ୟାୟ ଆରମ୍ଭ କରିଛୁ ଏବଂ ଏହି ଅନୁମୋଦନ ଭାରତୀୟ ଅର୍ଥନୀତିର ଏକ ଅବିଚ୍ଛେଦ୍ୟ ଅଙ୍ଗ ଓ ଭାରତୀୟ ପୁଞ୍ଜି ବଜାରର ଏକ ଆଲୋକବର୍ତିକା ଭାବେ ଏନଏସଇରେ ଆମର ଆତ୍ମବିଶ୍ୱାସକୁ ମଜବୁତ କରିଛି ।”
ସେବିର ନୋ-ଅବ୍‌ଜେକ୍ସନ ସାର୍ଟିଫିକେଟ ପାଇବା ଏନଏସଇକୁ ଏହାର ପ୍ରସ୍ତାବିକ ପବ୍ଲିକ ଲିଷ୍ଟିଙ୍ଗ ଦିଗରେ ପରବର୍ତୀ ପଦକ୍ଷେପଗୁଡିକ ସହ ପ୍ରଯୁଜ୍ୟ ନିୟାମକୀୟ ଆବଶ୍ୟକତା ସହିତ ଆଗକୁ ବଢିବା ପାଇଁ ସକ୍ଷମ କରିଛି ।
ଭାରତର ଅଗ୍ରଣୀ ଷ୍ଟକ ଏକ୍ସଚେଞ୍ଜ ଓ ଦେଶର ବିତୀୟ ବଜାର ଭିତିଭୂମିର ଅନ୍ୟତମ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଏନଏସଇ  ପରିଚାଳନା ମାନଦଣ୍ଡଗୁଡିକୁ ସୁଦୃଢ କରିବା, ସ୍ୱଚ୍ଛତା ବୃଦ୍ଧି କରିବା ଏବଂ ଭାରତର ପୁଞ୍ଜି ବଜାରଗୁଡିକର ଦୀର୍ଘକାଳିନ ବିକାଶରେ ସହଯୋଗ କରିବା ଉପରେ ଗୁରୁତ୍ୱ ଦେବା ଜାରି ରଖିଛି ।
National Stock Exchange NSE IPO SEBI ଆଇପିଓ ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ ଅଫ୍ ଇଣ୍ଡିଆ
Share. Facebook Twitter LinkedIn Email WhatsApp Copy Link

Related Posts

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026
Latest News

୨୦୨୬ ଆଇପିଏଲ: ପ୍ରଥମ ବିଜୟ ପରେ କେଉଁ ସ୍ଥାନରେ ରହିଲା SRH, ଜାଣନ୍ତୁ ପଏଣ୍ଟ ଟେବୁଲ

April 3, 2026

ଦଣ୍ଡ ନାଚରେ ଅଶ୍ଳୀଳତା ପ୍ରସଙ୍ଗ: କାରଣ ଦର୍ଶାଅ ନୋଟିସ ଜାରି କଲେ ଛତ୍ରପୁର ତହସିଲଦାର

April 3, 2026

ପାକିସ୍ତାନ ଉପରେ ଆଫଗାନିସ୍ତାନର ସର୍ଜିକାଲ୍ ଷ୍ଟ୍ରାଇକ୍: ୩ ପାକିସ୍ତାନୀ ସୈନିକ ନିହତ

April 3, 2026

ରାଜ୍ୟର ୧୮୮୯ ଟି ନୂତନ ଅଙ୍ଗନବାଡ଼ି ଗୃହ ଉଦଘାଟନ କଲେ ଉପ-ମୁଖ୍ୟମନ୍ତ୍ରୀ

April 3, 2026

ଓଡ଼ିଶାରେ ଆଦିବାସୀ ସାଂସ୍କୃତିକ ଐତିହ୍ୟର ପ୍ରଚାର

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.