Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ
ଆଜିର ଖବର

ଓଏଚପିସି ଏବଂ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

February 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Dy CM KV Singh Deo attends MoU signing between OHPC and UBI
Dy CM KV Singh Deo attends MoU signing between OHPC and UBI

ଭୁବନେଶ୍ଵର: ଓଡିଶା ହାଇଡ୍ରୋ ପାୱାର କର୍ପୋରେସନ ଲିମିଟେଡ୍- ଓଏଚପିସି ପକ୍ଷରୁ ଆଜି ଲୋକସେବା ଭବନରେ ଓଏଚପିସିର କର୍ମଚାରୀମାନଙ୍କ କଷ୍ଟମାଇଜଡ୍ ୟୁନିଅନ୍ ସୁପର ସାଲାରୀ ଆକାଉଣ୍ଟ୍ ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଉପ-ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓଙ୍କ ଉପସ୍ଥିତିରେ ୟୁନିଅନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ ସହିତ ଏହି ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ଓଏଚପିସି ପକ୍ଷରୁ ବରିଷ୍ଠ ମହାପ୍ରବନ୍ଧକ ଗଗନ ବିହାରୀ ମହାରଣା ଏବଂ ୟୁବିଆଇ ର ପ୍ରତିନିଧିତ୍ୱ କରୁଥିବା ଉପ ମହାପ୍ରବନ୍ଧକ ଏନ. ବାରିକ ଏହି ବୁଝାମଣାପତ୍ରରେ ସ୍ୱାକ୍ଷର କରିଛନ୍ତି।

ବୁଝାମଣାପତ୍ର ଅନୁଯାୟୀ, ପ୍ରତ୍ୟେକ ଓଏଚପିସି କର୍ମଚାରୀ ୧ କୋଟି ୨୦ ଲକ୍ଷ ଟଙ୍କାର ବ୍ୟକ୍ତିଗତ ଦୁର୍ଘଟଣା ବୀମା ଏବଂ ୨୦ ଲକ୍ଷ ଟଙ୍କାର ଅତିରିକ୍ତ ଟର୍ମ ଜୀବନ ବୀମା ପାଇବେ। ମାଗଣା ବିମାନବନ୍ଦର ଲାଉଞ୍ଜ ସୁବିଧା, ତ୍ରୈମାସିକ ମାଗଣା ସ୍ୱାସ୍ଥ୍ୟ ଯାଞ୍ଚ ଏବଂ ମାଗଣା କାରବାର ସମେତ କୌଣସି ଅତିରିକ୍ତ ମୂଲ୍ୟ ବିନା ୭୫ ହଜାର ଟଙ୍କାର ବାର୍ଷିକ ଜୀବନଶୈଳୀ ଲାଭ ମଧ୍ୟ ଉପଲବ୍ଧ ରହିଛି।

Dy CM KV Singh Deo MoU signing OHPC UBI
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.