Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ
ଆଜିର ଖବର

ନୂଆ ସମବାୟ ନୀତି-2026 କୁ କ୍ୟାବିନେଟ୍ ଅନୁମୋଦନ

February 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha Cabinet Approves New Cooperative Policy-2026
Odisha Cabinet Approves New Cooperative Policy-2026

ଭୁବନେଶ୍ଵର: ଗ୍ରାମାଞ୍ଚଳର ଅର୍ଥନୀତିକୁ ସୁଦୃଢ କରିବା ପାଇଁ ରାଜ୍ୟରେ ଏକ ନୂଆ ସମବାୟ ନୀତି କାର୍ଯ୍ୟକାରୀ ହେବ। ଏଥିପାଇଁ ରାଜ୍ୟ ସମବାୟ ନୀତି-2026କୁ କ୍ୟାବିନେଟ୍ ଅନୁମୋଦନ କରିଛି। ସମବାୟ କ୍ଷେତ୍ରକୁ ଜୀବନ୍ତ, ପ୍ରଯୁକ୍ତିବିଦ୍ୟା ଆଧାରିତ, ଦକ୍ଷ ଏବଂ ସଦସ୍ୟ କୈନ୍ଦ୍ରିକ ପରିସଂସ୍ଥାରେ ପରିଣତ କରିବା ଦିଗରେ ଏହା ଏକ ପ୍ରମୁଖ ମାଇଲଖୁଣ୍ଟ ହେବ ବୋଲି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସୂଚନା ଦେଇଛନ୍ତି।

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମବାୟରୁ ସମୃଦ୍ଧି ଦୃଷ୍ଟିକୋଣକୁ ସାକାର କରିବା ପାଇଁ ଜାତୀୟ ସମବାୟ ନୀତି-2025 ପ୍ରଣୟନ କରାଯାଇଥିଲା। ନିଜ ନିଜ ସ୍ତରରେ ଏଭଳି ନିର୍ଦ୍ଦିଷ୍ଟ ସମବାୟ ନୀତି ପ୍ରସ୍ତୁତ କରିବାକୁ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ନିର୍ଦ୍ଦେଶକୁ ପାଳନ କରିବା ଉଦ୍ଦେଶ୍ୟରେ ଓଡ଼ିଶା ସରକାର ସମବାୟ ନୀତିରେ ଏଭଳି ସଂଶୋଧନ କରିଛନ୍ତି।

Cooperative Policy-2026 odisha cabinet
Share. Facebook Twitter LinkedIn Email WhatsApp Copy Link

Related Posts

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026
Latest News

ମହିଳା ଓ ଶିଶୁ ବିକାଶ ବିଭାଗର ଅଧିକାରୀଙ୍କ ପାଇଁ ଏଆଇ (AI) ପ୍ରଶିକ୍ଷଣ, ୧୦୦ ଅଧିକାରୀଙ୍କୁ ମିଳିଲା ତାଲିମ

March 14, 2026

ଲଦାଖରେ ଶାନ୍ତି, ସ୍ଥିରତା ଓ ବିଶ୍ୱାସର ପରିବେଶ ଗଢ଼ିବାକୁ ସରକାର ପ୍ରତିବଦ୍ଧ

March 14, 2026

କୋଲକାତାରେ ୧୮୭୦୦ କୋଟିର ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

March 14, 2026

୨୦୨୬ ଆଇପିଏଲ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସକୁ ବଡ଼ ଝଟକା: ହଠାତ୍ ଇସ୍ତଫା ଦେଲେ ଦଳର ମେଣ୍ଟର

March 14, 2026

ପୋଲିସ୍ ଭବନଠାରେ ‘ଜୁଭେନଟିକା– ଡିଜିଟାଲ୍ ଅଧିକାର ଏବଂ ଶିଶୁଙ୍କ ସୁରକ୍ଷା’ ଶୀର୍ଷକ ଆଲୋଚନା ଚକ୍ର

March 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.