Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ
ଆଜିର ଖବର

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତାକାଲି ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

ଭୁବନେଶ୍ବର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଛଅ ଦିଆ ଓଡିଶା ଗସ୍ତରେ ଆସନ୍ତାକାଲି ଠାରୁ ଆସୁଛନ୍ତି। ସେ ଆସନ୍ତାକାଲି ଅପରାହ୍ନରେ ଭୁବନେଶ୍ବରରେ ପହଞ୍ଚିବେ। ଏହାପରେ ସେ ମଙ୍ଗଳବାର ଦିନ ପୁରୀ ଯିବାର କାର୍ଯ୍ୟକ୍ରମ ରହିଛି। ତେବେ ତାଙ୍କର ସୁରକ୍ଷାକୁ ଦୃଷ୍ଟିରେ ରଖି ପୋଲିସ ପ୍ରଶାସନ ତରଫରୁ ଭୁବନେଶ୍ବରରେ କେତେକ ରାସ୍ତାକୁ କିଛି ସମୟ ପାଇଁ ବନ୍ଦ ରଖାଯାଉଛି। ସେଗୁଡିକ ହେଲା

ଏହି ଗସ୍ତ ସମୟରେ ରାଷ୍ଟ୍ରପତି ଯାଜପୁର, ମୟୁରଭଂଜରେ ଆୟୋଜିତ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ଜଣାପଡିଛି।

DroupadiMurmu President India ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି
Share. Facebook Twitter LinkedIn Email WhatsApp Copy Link

Related Posts

ସୁବର୍ଣ୍ଣପୁର ସୁଭଦ୍ରା ଶକ୍ତିମେଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପ ଭେଟି 

February 1, 2026

ଫେବୃୟାରୀ ମାସରେ କଣ ରହିଛି ବଡ ପର୍ବପର୍ବାଣୀ, ମହାଶିବ ରାତ୍ରୀ କେବେ

February 1, 2026

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026
Latest News

ଆସନ୍ତାକାଲିଠାରୁ ଛଅ ଦିନିଆ ଓଡିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି, ଭୁବନେଶ୍ବରର ଏହି ରାସ୍ତା ହେବ ବନ୍ଦ

February 1, 2026

ସୁବର୍ଣ୍ଣପୁର ସୁଭଦ୍ରା ଶକ୍ତିମେଳାରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ, ୨୭୬ କୋଟି ଟଙ୍କା ମୁଲ୍ୟର ୫୮ଟି ପ୍ରକଳ୍ପ ଭେଟି 

February 1, 2026

ଫେବୃୟାରୀ ମାସରେ କଣ ରହିଛି ବଡ ପର୍ବପର୍ବାଣୀ, ମହାଶିବ ରାତ୍ରୀ କେବେ

February 1, 2026

‘ଦିବ୍ୟାଙ୍ଗ କୌଶଳ ଯୋଜନା’: ଦିବ୍ୟାଙ୍ଗମାନଙ୍କୁ ପ୍ରଦାନ କରିବ ଆବଶ୍ୟକ ମୁତାବକ ତାଲିମ

February 1, 2026

କିଭଳି ରହିଛି ସଂଖ୍ୟାଲଘୁଙ୍କ ପାଇଁ ବଜେଟ୍?: ପ୍ରତିକ୍ରିୟା ଦେଲେ ଅଲ ଇଣ୍ଡିଆ ମୁସଲିମ ଜମାତର ସଭାପତି

February 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.