Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର» ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି
ଆଜିର ଖବର

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
President
 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ। ଆଜି ସନ୍ଧ୍ୟାରେ ସେ ଭୁବନେଶ୍ୱରରେ ପହଞ୍ଚିବେ।

ଫେବୃଆରୀ ୩ ତାରିଖରେ ରାଷ୍ଟ୍ରପତି ବାଲେଶ୍ୱରରେ ଫକିର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ନବନିର୍ମିତ ଅଡିଟୋରିୟମକୁ ଉଦଘାଟନ କରିବେ।

ଫେବୃଆରୀ ୪ ତାରିଖରେ ରାଷ୍ଟ୍ରପତି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ଏବଂ ରାଇରଙ୍ଗପୁରର ମହୁଲଡିହା ସ୍ଥିତ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିବେ। ସେ ସରକାରୀ ଆୟୁର୍ବେଦ ମେଡିକାଲ କଲେଜ ଏବଂ ଡାକ୍ତରଖାନା, ଓୟୁଏଟି କ୍ୟାମ୍ପସ, ତୀରନ୍ଦାଜୀ କେନ୍ଦ୍ର, ସହରୀ ସୌନ୍ଦର୍ଯ୍ୟକରଣ ଏବଂ ଡ୍ରେନେଜ ଅପଗ୍ରେଡେସନ ପ୍ରକଳ୍ପ, ବିଭିନ୍ନ ସିଏସଆର ପ୍ରକଳ୍ପ ଏବଂ ରାଇରଙ୍ଗପୁରରେ ଏମଏସସିବି ବିଶ୍ୱବିଦ୍ୟାଳୟ ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ ଭଳି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ଫେବୃଆରୀ ୬ ତାରିଖରେ ରାଷ୍ଟ୍ରପତି ଶିମିଳିପାଳଠାରେ ଆଦିବାସୀ ସମ୍ପ୍ରଦାୟର ମହିଳା ଏବଂ ଯୁବକମାନଙ୍କ ସହ ଭାବବିନିମୟ କରିବେ। ସେ ଭୁବନେଶ୍ୱରରେ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ସହଯୋଗରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ‘ବ୍ଲାକ୍ ସ୍ୱାନ୍ ସମ୍ମିଟ୍, ଇଣ୍ଡିଆ’ ରେ ମଧ୍ୟ ଯୋଗଦେବେ।

ଫେବୃଆରୀ ୭ ତାରିଖରେ ରାଷ୍ଟ୍ରପତି ଛତିଶଗଡ଼ର ଜଗଦଲପୁରରେ ‘ବସ୍ତର ପାଣ୍ଡୁମ ୨୦୨୬’ ମହୋତ୍ସବର ଉଦଘାଟନ କରିବେ।

ଓଡିଶା ଗସ୍ତ ଛତିଶଗଡ ଗସ୍ତ ଦ୍ରୌପଦୀ ମୁର୍ମୁ ବାଲେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଘର ଅଗଣାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ!

October 21, 2026

ପୁରୀ-ବାଦାମପାହାଡ଼ ମଧ୍ୟରେ ଗଡ଼ିବ ସିଧା ଟ୍ରେନ୍, ମୟୂରଭଞ୍ଜବାସୀଙ୍କ ଦୀର୍ଘଦିନର ସ୍ୱପ୍ନ ହେବ ସାକାର

October 21, 2026

iPhone ବ୍ୟବହାରକାରୀଙ୍କ ପାଇଁ ଆସିପାରେ ନୂଆ ପେମେଣ୍ଟ ବିକଳ୍ପ, Apple Payକୁ ମିଳିବ ଚ୍ୟାଲେଞ୍ଜ!

October 20, 2026

CJP ପ୍ରସଙ୍ଗରେ ନବୀନଙ୍କ ସ୍ପଷ୍ଟ ଆଭିମୁଖ୍ୟ : ନବୀନଙ୍କ ଏକ୍ସ ପୋଷ୍ଟକୁ ନେଇ ଚର୍ଚ୍ଚା

October 20, 2026
Latest News

ଘର ଅଗଣାରୁ ଯୁବକଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର, ପରକୀୟା ପ୍ରୀତିରୁ ହତ୍ୟା ସନ୍ଦେହ!

October 21, 2026

କିଡନୀ ଷ୍ଟୋନ୍ ସମସ୍ୟାରୁ ମୁକ୍ତି ପାଇଁ କିଛି ସହଜ ଘରୋଇ ଉପଚାର

October 21, 2026

ଭାରତ-ଆମେରିକା ଶୀଘ୍ର ହେବ ବାଣିଜ୍ୟ ଚୁକ୍ତି : ମାର୍କୋ ରୁବିଓ

October 21, 2026

ଆୟକର ନିୟମରେ ବଡ଼ ପରିବର୍ତ୍ତନ! TDS ପାଇଁ ଆଉ ୪ଟି ଫର୍ମ ନୁହେଁ, ଗୋଟିଏ ଫର୍ମରେ ହେବ ସବୁ କାମ

October 21, 2026

ଭାରତର ୩ ଶତ୍ରୁ: ଏକଜୁଟ ହେବାକୁ ମୋଦୀଙ୍କ ଆହ୍ୱାନ

October 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.