Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର» ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି
ଆଜିର ଖବର

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
President
 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠାରୁ ୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ। ଆଜି ସନ୍ଧ୍ୟାରେ ସେ ଭୁବନେଶ୍ୱରରେ ପହଞ୍ଚିବେ।

ଫେବୃଆରୀ ୩ ତାରିଖରେ ରାଷ୍ଟ୍ରପତି ବାଲେଶ୍ୱରରେ ଫକିର ମୋହନ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେଇ ନବନିର୍ମିତ ଅଡିଟୋରିୟମକୁ ଉଦଘାଟନ କରିବେ।

ଫେବୃଆରୀ ୪ ତାରିଖରେ ରାଷ୍ଟ୍ରପତି ଭଞ୍ଜବୀର ସୁନାରାମ ସୋରେନଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ ଏବଂ ରାଇରଙ୍ଗପୁରର ମହୁଲଡିହା ସ୍ଥିତ ସରକାରୀ ବାଳିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଛାତ୍ରଛାତ୍ରୀମାନଙ୍କ ସହ ଭାବ ବିନିମୟ କରିବେ। ସେ ସରକାରୀ ଆୟୁର୍ବେଦ ମେଡିକାଲ କଲେଜ ଏବଂ ଡାକ୍ତରଖାନା, ଓୟୁଏଟି କ୍ୟାମ୍ପସ, ତୀରନ୍ଦାଜୀ କେନ୍ଦ୍ର, ସହରୀ ସୌନ୍ଦର୍ଯ୍ୟକରଣ ଏବଂ ଡ୍ରେନେଜ ଅପଗ୍ରେଡେସନ ପ୍ରକଳ୍ପ, ବିଭିନ୍ନ ସିଏସଆର ପ୍ରକଳ୍ପ ଏବଂ ରାଇରଙ୍ଗପୁରରେ ଏମଏସସିବି ବିଶ୍ୱବିଦ୍ୟାଳୟ ସୂଚନା ପ୍ରଯୁକ୍ତିବିଦ୍ୟା କ୍ୟାମ୍ପସ ଭଳି ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିବେ।

ଫେବୃଆରୀ ୬ ତାରିଖରେ ରାଷ୍ଟ୍ରପତି ଶିମିଳିପାଳଠାରେ ଆଦିବାସୀ ସମ୍ପ୍ରଦାୟର ମହିଳା ଏବଂ ଯୁବକମାନଙ୍କ ସହ ଭାବବିନିମୟ କରିବେ। ସେ ଭୁବନେଶ୍ୱରରେ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ସହଯୋଗରେ ଓଡ଼ିଶା ସରକାରଙ୍କ ଦ୍ୱାରା ଆୟୋଜିତ ‘ବ୍ଲାକ୍ ସ୍ୱାନ୍ ସମ୍ମିଟ୍, ଇଣ୍ଡିଆ’ ରେ ମଧ୍ୟ ଯୋଗଦେବେ।

ଫେବୃଆରୀ ୭ ତାରିଖରେ ରାଷ୍ଟ୍ରପତି ଛତିଶଗଡ଼ର ଜଗଦଲପୁରରେ ‘ବସ୍ତର ପାଣ୍ଡୁମ ୨୦୨୬’ ମହୋତ୍ସବର ଉଦଘାଟନ କରିବେ।

ଓଡିଶା ଗସ୍ତ ଛତିଶଗଡ ଗସ୍ତ ଦ୍ରୌପଦୀ ମୁର୍ମୁ ବାଲେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଆଜି ଫେବୃୟାରୀ ୨ ତାରିଖ ସୋମବାରରେ ଏହି ରାଶିଗୁଡିକ ଭାଗ୍ୟ ଖୋଲାଲି, ଜାଣନ୍ତୁ ରାଶିଫଳ

February 2, 2026

Naveen Patnaik on Budget: ନବୀନ କହିଲେ ସମସ୍ତଙ୍କୁ ନିରାଶ କଲା କେନ୍ଦ୍ର ବଜେଟ

February 1, 2026
Latest News

 ଆଜିଠାରୁ ୭ ପର୍ଯ୍ୟନ୍ତ ଓଡ଼ିଶା ଏବଂ ଛତିଶଗଡ଼ ଗସ୍ତ କରିବେ ରାଷ୍ଟ୍ରପତି

February 2, 2026

ଭାରତ ବିପକ୍ଷରେ ମ୍ୟାଚ୍ ବର୍ଜନ କଲେ ପାକିସ୍ତାନକୁ କ’ଣ କ୍ଷତି?: ଜାଣନ୍ତୁ ICCର ନିୟମ

February 2, 2026

ଜନଜାତିଙ୍କ କଲ୍ୟାଣ ପାଇଁ ପରିବର୍ତ୍ତନଶୀଳ ବଜେଟ୍, ଓଡ଼ିଶାକୁ ବେଶ୍ ଲାଭବାନ ହେବ: ଜୁଏଲ ଓରାମ

February 2, 2026

ବାୟୋଫାର୍ମା ଶକ୍ତି କେନ୍ଦ୍ର ବଜେଟ୍ ୨୦୨୬-୨୭ରେ ପ୍ରସ୍ତାବିତ

February 2, 2026

ଭାରତୀୟ ରେଳବାଇ ପାଇଁ 2.93 ଲକ୍ଷ କୋଟିର ରେକର୍ଡ ପୁଞ୍ଜି ବ୍ୟୟବରାଦ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.