Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଆଜିର ଖବର

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଷ୍ଟ୍ରପତି
ସେପ୍ଟେମ୍ବର ୨୨ରେ ଏକତା ନଗରରେ ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ କରିବେ ରାଷ୍ଟ୍ରପତି

ଭୁବନେଶ୍ଵର: ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ। ଏହି ଅବସରରେ ପ୍ରସ୍ତୁତି କାର୍ଯ୍ୟ ଜୋରଦାର ଭାବରେ ଚାଲିଛି। କାର୍ଯ୍ୟକ୍ରମ ଅନୁଯାୟୀ, ରାଷ୍ଟ୍ରପତି ହେଲିପ୍ୟାଡରେ ଅବତରଣ କରି ସରିଲା ପରେ ନବନିର୍ମିତ ୧୦୦୦ ଆସନ କ୍ଷମତା ବିଶିଷ୍ଟ ଅଡିଟୋରିୟମ୍ ର ଉଦଘାଟନ କରିବେ ଏବଂ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉଦଘାଟନ କରିବେ। ପରେ ସେ ବିଶ୍ୱବିଦ୍ୟାଳୟର ସମାବର୍ତ୍ତନ (Convocation) ସମାରୋହରେ ଅଂଶଗ୍ରହଣ କରିବେ। ତାଙ୍କ ସହିତ ଚାନ୍ସେଲର ବା ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସମେତ ଉଚ୍ଚ ଶିକ୍ଷା, କ୍ରୀଡ଼ା ଏବଂ ଯୁବ ବ୍ୟାପାର ମନ୍ତ୍ରୀ, ସୂର୍ଯ୍ୟବଂଶୀ ସୁରଜ୍, ଗୃହ ଏବଂ ନଗର ଉନ୍ନୟନ ବିଭାଗ ମନ୍ତ୍ରୀ ଡ଼ କୃଷ୍ଣ ଚନ୍ଦ୍ର ମହାପାତ୍ର ( ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରତିନିଧି) ଙ୍କ ସମେତ ସମସ୍ତ ବିଧାୟକ ଓ ସାଂସଦ ଉପସ୍ଥିତ ରହିବେ।

ଏହି କାର୍ଯ୍ୟକ୍ରମକୁ ସୁଚାରୁ ଭାବେ ସଫଳ କରିବା ପାଇଁ ଫକୀର ମୋହନ ବିଶ୍ୱବିଦ୍ୟାଳୟ, ବାଲେଶ୍ୱର ଜିଲ୍ଲା ପ୍ରଶାସନ ଓ ପୋଲିସ ପ୍ରଶାସନ ପକ୍ଷରୁ ସୁରକ୍ଷା, ପ୍ରୋଟୋକଲ, ଯାତାୟାତ, ସ୍ୱଚ୍ଛତା, ବିଦ୍ୟୁତ ଯୋଗାଣ ସହ ସମସ୍ତ ଆବଶ୍ୟକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଜିଲ୍ଲା ପ୍ରଶାସନ ଓ ବିଶ୍ୱବିଦ୍ୟାଳୟର ଉଚ୍ଚ ଅଧିକାରୀମାନେ ପ୍ରସ୍ତୁତି କାର୍ଯ୍ୟର ନିରୀକ୍ଷଣ କରୁଛନ୍ତି।

droupadi murmu Fakir Mohan University
Share. Facebook Twitter LinkedIn Email WhatsApp Copy Link

Related Posts

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026
Latest News

ବିଶ୍ୱ ଫାର୍ମାସିଷ୍ଟସ ଦିବସ ପରିପ୍ରେକ୍ଷୀରେ ସମ୍ମମ ପକ୍ଷରୁ ‘ଫାର୍ମାଭାନ୍‌ଟେଜ୍ ୨୦୨୬’ ଆୟୋଜିତ

September 26, 2026

ବଢ଼ିଲା ଅଙ୍ଗନବାଡ଼ି କର୍ମୀଙ୍କ ଶାଢ଼ି ଭତ୍ତା, ଶୁଭାରମ୍ଭ ହେଲା “ଦୀପ୍ତି” ପୋର୍ଟାଲ୍

September 26, 2026

କଟକ ରେଳ ଷ୍ଟେସନରେ ପୁନଃବିକାଶ କାର୍ଯ୍ୟର ସମୀକ୍ଷା କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

September 26, 2026

ନିଆଳି ପନିର ଅପମିଶ୍ରଣ ଅଭିଯୋଗ: ବଦଳିଲେ କଟକ ଖାଦ୍ୟ ସୁରକ୍ଷା ଅଧିକାରୀ

September 26, 2026

ଇସିଙ୍କ ବୟାନ ପରେ ଚନ୍ଦ୍ରବାବୁ ନାଇଡୁଙ୍କ ପ୍ରଥମ ପ୍ରତିକ୍ରିୟା: ଜାଣନ୍ତୁ କ’ଣ କହିଲେ ଆନ୍ଧ୍ର ମୁଖ୍ୟମନ୍ତ୍ରୀ?

September 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.