Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ
ଆଜିର ଖବର

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Pravati Parida
ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱରର ମିଶନ ଶକ୍ତି ଭବନଠାରେ ଅନୁଷ୍ଠିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ୨ ଲକ୍ଷ ୮୦ ହଜାର ୫ ଶହ ୮୬ଟି ସ୍ୱୟଂ ସହାୟକ ଗୋଷ୍ଠୀଙ୍କୁ 197 କୋଟିରୁ ଊର୍ଦ୍ଧ୍ୱ ଟଙ୍କାର ସୁଧ ଫେରସ୍ତ କରିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା। ଏହି ଅବସରରେ ସେ ୪୬ ହଜାରରୁ ଉର୍ଦ୍ଧ୍ଵ ସିଆରପି ଭଉଣୀମାନଙ୍କୁ ସ୍ମାର୍ଟ ଫୋନ, ସମସ୍ତ କମ୍ୟୁନିଟି ସପୋର୍ଟ ଷ୍ଟାଫଙ୍କୁ ନୂଆ ୟୁନିଫର୍ମ ଏବଂ ପରିଚୟ କାର୍ଡ ମିଳିବା ନେଇ ଘୋଷଣା କରିଛନ୍ତି।

କାର୍ଯ୍ୟକ୍ରମରେ ଉଦବୋଧନ ଦେଇ ସେ କହିଛନ୍ତି ଯେ, ମହିଳାଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ରାଜ୍ୟ ସରକାର ଜୀବିକାମୂଳକ ଓ ଦୀର୍ଘକାଳୀନ ଆର୍ଥିକ ମଡେଲ୍ ଉପରେ କାମ କରୁଛନ୍ତି। ମହିଳାମାନେ ଶସକ୍ତ ହେଲେ ବିକଶିତ ଓଡ଼ିଶା ଏବଂ ବିକଶିତ ଭାରତ ନିର୍ମାଣର ପରିକଳ୍ପନା ସମ୍ଭବପର ହୋଇପାରିବ।

Mission Shakti Bhawan Pravati Parida ପ୍ରଭାତୀ ପରିଡା ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ ସ୍ଵୟଂ ସହାୟକ ଗୋଷ୍ଠୀ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026
Latest News

ସ୍ଵୟଂ ସହାୟକ ଗୋଷ୍ଠୀଙ୍କୁ ୧୯୭ କୋଟିରୁ ଊର୍ଦ୍ଧ୍ୱ ସୁଧ ଫେରସ୍ତ କଲେ ଉପମୁଖ୍ୟମନ୍ତ୍ରୀ

February 3, 2026

ଆଜି ଫକୀର ମୋହନ ବିଶ୍ୱବିଦ୍ୟାଳୟ ଗସ୍ତ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

February 3, 2026

ୱାର୍ମ-ଅପ୍ ମ୍ୟାଚ୍‌ରେ ଟିମ୍ ଇଣ୍ଡିଆର ବଡ଼ ବିଜୟ: ଆମେରିକାକୁ ୩୮ ରନ୍‌ରେ ପରାସ୍ତ କଲା ଭାରତ

February 3, 2026

‘ପୂର୍ବୋଦୟ ମିଶନ’ରେ ଓଡ଼ିଶାର ପ୍ରଗତି ପଥକୁ ପ୍ରଶସ୍ତ କରିବ: ଧର୍ମେନ୍ଦ୍ର ପ୍ରଧାନ

February 3, 2026

ପାରାଦୀପରେ ସିଆଇଏସଏଫ୍ ‘ବନ୍ଦେ ମାତରମ୍’ କୋଷ୍ଟାଲ୍ ସାଇକ୍ଲୋଥନ୍-୨୦୨୬କୁ ଉଚ୍ଛ୍ୱସିତ ସ୍ବାଗତ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.