Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆଜିର ଖବର

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି
ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ଵର: ଆସନ୍ତା ସୋମବାର ଫେବୃଆରୀ ୯ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ସେହିଦିନ ପୂର୍ବାହ୍ନ ୧୦ ଟାରୁ ୟୁନିଟ-୨, ଅଶୋକ ନଗର, ଭୁବନେଶ୍ବର ସ୍ଥିତ ପୂର୍ବତନ ସରକାରୀ ପ୍ରାଥମିକ ବିଦ୍ୟାଳୟ ଳୟ (କ୍ୟାପିଟାଲ ନର୍ସରୀ ନିକଟସ୍ଥ) ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ । ଏହି ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃଆରୀ ୬ ତାରିଖ ଦିବା ୧୧ ଘଟିଟା ଠାରୁ ଆରମ୍ଭ ହୋଇ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିବା ପର୍ଯ୍ୟନ୍ତ ଖୋଲା ରହିବ।

ଏଥିନିମନ୍ତେ, ଆଗ୍ରହୀ ଜନସାଧାରଣ ଜନଶୁଣାଣି ପୋର୍ଟାଲ ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ବୀକାର ପତ୍ର ଏବଂ ବ୍ୟକ୍ତିଗତ ବ୍ୟକ୍ତି ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ତରଫରୁ ସୂଚନା ପ୍ରଦାନ କରାଯାଇଛି।

CM’s Public Grievance february 9 ଫେବୃଆରୀ ୯ ତାରିଖ
Share. Facebook Twitter LinkedIn Email WhatsApp Copy Link

Related Posts

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୭୨ଟି ଷ୍ଟେସନ କାର୍ଯ୍ୟ ସମ୍ପୂର୍ଣ୍ଣ: ଅଶ୍ୱିନୀ ବୈଷ୍ଣବ

February 6, 2026

ଭାରତ ଓ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତି ନେଇ ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

February 6, 2026

ଭୁବନେଶ୍ୱରରେ ଆରମ୍ଭ ହୋଇଛି ବ୍ଲାକ୍ ସ୍ଵାନ୍ ଶିଖର ସମ୍ମିଳନୀ

February 6, 2026

ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୬ ଉଦଯାପିତ

February 6, 2026
Latest News

ଆସନ୍ତା ସୋମବାରରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

February 6, 2026

ଅମୃତ ଭାରତ ଷ୍ଟେସନ ଯୋଜନାରେ ୧୭୨ଟି ଷ୍ଟେସନ କାର୍ଯ୍ୟ ସମ୍ପୂର୍ଣ୍ଣ: ଅଶ୍ୱିନୀ ବୈଷ୍ଣବ

February 6, 2026

ଭାରତ ଓ ଆମେରିକା ମଧ୍ୟରେ ହୋଇଥିବା ନୂତନ ବାଣିଜ୍ୟ ଚୁକ୍ତି ନେଇ ଖୁସି ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

February 6, 2026

ଭୁବନେଶ୍ୱରରେ ଆରମ୍ଭ ହୋଇଛି ବ୍ଲାକ୍ ସ୍ଵାନ୍ ଶିଖର ସମ୍ମିଳନୀ

February 6, 2026

ରାଜ୍ୟସ୍ତରୀୟ ଆଦିବାସୀ ମେଳା ୨୦୨୬ ଉଦଯାପିତ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.