Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭୁବନେଶ୍ୱରରେ ଆରମ୍ଭ ହୋଇଛି ବ୍ଲାକ୍ ସ୍ଵାନ୍ ଶିଖର ସମ୍ମିଳନୀ
ଆଜିର ଖବର

ଭୁବନେଶ୍ୱରରେ ଆରମ୍ଭ ହୋଇଛି ବ୍ଲାକ୍ ସ୍ଵାନ୍ ଶିଖର ସମ୍ମିଳନୀ

February 6, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀ
ଭୁବନେଶ୍ୱରରେ ଆରମ୍ଭ ହୋଇଛି ବ୍ଲାକ୍ ସ୍ଵାନ୍ ଶିଖର ସମ୍ମିଳନୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜିଠାରୁ ଆରମ୍ଭ ହୋଇଛି ବ୍ଲାକ୍ ସ୍ଵାନ୍ ଶିଖର ସମ୍ମିଳନୀ। ଭାରତରେ ପ୍ରଥମ ଥର ପାଇଁ ଆୟୋଜନ ହେଉଥିବା ଏହି ସମ୍ମିଳନୀ ଦୁଇ ଦିନ ଧରି ଚାଲିବ। ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାକୁ ଉଦଘାଟନ କରିଛନ୍ତି। ସେ ଓଡ଼ିଶାରେ ଥିବା ବିଭିନ୍ନ କ୍ଷେତ୍ରର ସମ୍ଭାବନା, ପୁଞ୍ଜି ବିନିଯୋଗରେ ରାଜ୍ୟର ଅଗ୍ରଗତି ଓ ଆଗାମୀ ଯୋଜନା ସମ୍ପର୍କରେ ଆଲୋଚନା କରିଛନ୍ତି।

ସମ୍ମିଳନୀରେ ପ୍ରାୟ ୨୪ଟି ଦେଶରୁ ୧୭ଶହ ପ୍ରତିନିଧି ଏବଂ ପ୍ରାୟ ୧୦୦ ଜଣ ବକ୍ତା ଏଥିରେ ଅଂଶଗ୍ରହଣ କରୁଛନ୍ତି। ଓଡ଼ିଶା ସରକାର ଏବଂ ସିଙ୍ଗାପୁର ସ୍ଥିତ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ-GFTNର ମିଳିତ ଆନୁକୂଲ୍ୟରେ ଏହାର ଆୟୋଜନ କରାଯାଇଛି। ସମ୍ମିଳନୀରେ ଆସନ୍ତାକାଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

bhubaneswar Black Swan Summit ଅନୁ ଗର୍ଗ
Share. Facebook Twitter LinkedIn Email WhatsApp Copy Link

Related Posts

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026
Latest News

ବିକଶିତ ଓଡ଼ିଶା ଦିଗରେ ବଡ଼ ପଦକ୍ଷେପ: ୨୦୨୬-୨୭ ବଜେଟ୍‌ରେ ଗ୍ରାମୀଣ ବିକାଶକୁ ସର୍ବାଧିକ ଗୁରୁତ୍ୱ

March 18, 2026

ବଡ଼ ମେଡିକାଲ ଅଗ୍ନିକାଣ୍ଡ ଘଟଣାରେ ମୁଖ୍ୟମନ୍ତ୍ରୀଙ୍କ ଦୃଢ଼ କାର୍ଯ୍ୟାନୁଷ୍ଠାନ: ଚାରି ଅଧିକାରୀ ନିଲମ୍ୱିତ

March 18, 2026

ବିଜୁ ନବୀନ ଟ୍ରଷ୍ଟକୁ ନେଇ ଶେଷରେ ମୁହଁ ଖୋଲିଲେ ନବୀନ ପଟ୍ଟନାୟକ, କହିଲେ…

March 18, 2026

ଶିଶୁ ସୁରକ୍ଷା ସେବା ସହିତ ଜଡ଼ିତ ‘ମିଶନ ବାତ୍ସଲ୍ୟ ପୋର୍ଟାଲ’ ପୁନଃପ୍ରସ୍ତୁତ

March 18, 2026

ଭାରତୀୟ କପା ନିଗମକୁ ୧,୭୧୮.୫୬ କୋଟିର ଏମଏସପି ପାଣ୍ଠି ମଞ୍ଜୁର କଲା କ୍ୟାବିନେଟ୍

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.