Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଅପରାଧିକ ଉଦ୍ଦେଶ୍ୟ ନେଇ ଇଭିଏମ୍‌ ଟ୍ୟାମ୍ପରିଂ ଅଭିଯୋଗ କରାଯାଉଛି : ସୁନୀଲ ଅରୋରା
ଆଜିର ଖବର

ଅପରାଧିକ ଉଦ୍ଦେଶ୍ୟ ନେଇ ଇଭିଏମ୍‌ ଟ୍ୟାମ୍ପରିଂ ଅଭିଯୋଗ କରାଯାଉଛି : ସୁନୀଲ ଅରୋରା

August 11, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
NEW DELHI, MAR 10 (UNI):- Chief Election Commission of India Sunil Arora addressing a press conference to announce the Lokshabh elections, in New Delhi on Sunday.UNI PHOTO-DK2U
NEW DELHI, MAR 10 (UNI):- Chief Election Commission of India Sunil Arora addressing a press conference to announce the Lokshabh elections, in New Delhi on Sunday.UNI PHOTO-DK2U

ଦେଶରେ ଆସୁଥିବା ବିଭିନ୍ନ ଇଭିଏମ୍‌ ଟ୍ୟାମ୍ପରିଂ ଅଭିଯୋଗକୁ ଖଣ୍ଡନ କରିଛନ୍ତି ମୁଖ୍ୟ ନିର୍ବାଚନ କମିଶନର । ବାସ୍ତବ ଅଭିଯୋଗ ଅପେକ୍ଷା ଅପରାଧିକ ଉଦ୍ଦେଶ୍ୟ ରଖି ସର୍ବାଧିକ ଅଭିଯୋଗ କରାଯାଉଛି ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ପ୍ରକାଶ କରିଛନ୍ତି । ଆଇଆଇଏମ୍‌ କଲିକତାର ସମାବର୍ତ୍ତନ ଉତ୍ସବରେ ଯୋଗ ଦେବା ଅବସରରେ ଏହି ସୂଚନା ଦେଇଛନତି ମୁଖ୍ୟ ନିର୍ବାଚନ କମିଶନର । ଇଭିଏମ୍‌ ଟ୍ୟାମ୍ପର ହେବା କଷ୍ଟସାଧ୍ୟ ମାତ୍ର ଅପରାଧିକ ଉଦ୍ଦେଶ୍ୟ ରଖି ଏପରି ଅଭିଯୋଗ କରିବା ମଧ୍ୟ ଅକ୍ଷମଣୀୟ ଅପରାଧ ବୋଲି କହିଛନ୍ତି ସୁନୀଲ ଅରୋରା । ଏପରି ଅଭିଯୋଗ ନିର୍ବାଚନ କମିଶନଙ୍କ ଭାବମୂର୍ତ୍ତିକୁ କ୍ଷୁର୍ଣ୍ଣ କରୁଛି ଏବଂ ସାଧାରଣ ଲୋକଙ୍କ ମନରେ ଏକ ଅଲଗା ଛବି ସୃଷ୍ଟି ହେଉଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026

ଇଂଲଣ୍ଡକୁ ପରାସ୍ତ କରିବା ପାଇଁ ଭାରତକୁ କେତେ ରନ ଆବଶ୍ୟକ?: ଦେଖନ୍ତୁ ପରିସଂଖ୍ୟାନ

March 5, 2026

ରେଢ଼ାଖୋଲ ବିଜୁ ଜନତା ଦଳ ପକ୍ଷରୁ ଭୂମିପୁତ୍ର ବିଜୁ ପଟ୍ଟନାୟକଙ୍କ ୧୦୮ ତମ ଜନ୍ମ ଜୟନ୍ତୀ

March 5, 2026
Latest News

ଟିମ ଇଣ୍ଡିଆର ଚମତ୍କାର ବିଜୟ: ଇଂଲଣ୍ଡକୁ ପରାସ୍ତ କରି ଟି-୨୦ ବିଶ୍ଵକପ ଫାଇନାଲର ସ୍ଥାନ କଲା ପକ୍କା

March 5, 2026

ପ୍ରବାଦ ପୁରୁଷ ସ୍ୱର୍ଗତ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ କହିଲେ ବିଜୁ ବାବୁଙ୍କ ସ୍ୱପ୍ନ ପୂରଣ ହେବ

March 5, 2026

ଭାରତୀୟ ବାୟୁସେନାର ଲଢ଼ୁଆ ବିମାନ ନିଖୋଜ: ରାଡାରୁ ଯୋଗାଯୋଗ ବିଚ୍ଛିନ୍ନ

March 5, 2026

ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗରେ ବଡ଼ ହଲଚଲ: ରାଜ୍ୟପାଳ ସିଭି ଆନନ୍ଦ ବୋଷଙ୍କ ଇସ୍ତଫା

March 5, 2026

୨୦୨୬ ଟି୨୦ ବିଶ୍ୱକପ ସେମିଫାଇନାଲ: ଇଂଲଣ୍ଡ ବିରୋଧରେ ବିଶାଳ ସ୍କୋର ଛିଡ଼ା କଲା ଭାରତ

March 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.