Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତା: ଓଡ଼ିଶାକୁ ମିଳିଲା ୭ ପଦକ
ଆଜିର ଖବର

ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତା: ଓଡ଼ିଶାକୁ ମିଳିଲା ୭ ପଦକ

February 9, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Odisha bags multiple medals at National Weightlifting Championship
Odisha bags multiple medals at National Weightlifting Championship

ଭୁବନେଶ୍ଵର: ଉତ୍ତରପ୍ରଦେଶର ମୋଦୀନଗରଠାରେ ଚାଲିଥିବା ଜାତୀୟ ଭାରୋତ୍ତୋଳନ ପ୍ରତିଯୋଗିତାରେ ଓଡ଼ିଶା ୨ ସ୍ବର୍ଣ୍ଣ, ୧ ରୌପ୍ୟ ଓ ୪ ବ୍ରୋଞ୍ଜ ସମେତ ୭ଟି ପଦକ ଅର୍ଜନ କରିଛି। ବରିଷ୍ଠ ମହିଳା ୫୮ କେଜି ଓଜନ ବର୍ଗରେ ରିମା ଭୋଇ ଗୋଟିଏ ସ୍ବର୍ଣ୍ଣ ଏବଂ ଗୋଟିଏ ବ୍ରୋଞ୍ଜ ପଦକ ଜିତି ଶ୍ରେଷ୍ଠ ସାଫଲ୍ୟ ଅର୍ଜନ କରିଛନ୍ତି। ପୁରୁଷ ଯୁବ ୬୦ କେଜି ବର୍ଗରେ ସୁବ୍ରତ ନାୟକ ଅନ୍ୟ ଗୋଟିଏ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ଏହି ଓଜନ ଶ୍ରେଣୀରେ ରୌପ୍ୟ ପଦକ ଓଡ଼ିଶାର ମୁକେଶ ଗମାଙ୍ଗୋ ଅକ୍ତିଆର କରିଛନ୍ତି।

ଓଡ଼ିଶାର ଅନ୍ୟ ପଦକ ବିଜେତାଙ୍କ ମଧ୍ୟରେ କନିଷ୍ଠ ମହିଳା ୪୮ କେଜି ଶ୍ରେଣୀରେ ପ୍ରୀତିସ୍ମିତା ଭୋଇ, ୫୩ କେଜି ବର୍ଗରେ ମୀନା ଶାନ୍ତା ବି ଏବଂ ୫୮ କେଜି ଶ୍ରେଣୀରେ ଅଙ୍କିତା ପ୍ରଧାନ ଗୋଟିଏ ଲେଖାଏଁ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।

Dhauli–Kalinga Mahotsav Valedictory Ceremony
Share. Facebook Twitter LinkedIn Email WhatsApp Copy Link

Related Posts

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Latest News

SIR’ କାର୍ଯ୍ୟକ୍ରମ ଅଧୀନରେ ବି.ଏଲ.ଓ.ଙ୍କ ଠାରୁ ପରିଗଣନା ଫର୍ମ ଗ୍ରହଣ କଲେ ପଞ୍ଚାୟତିରାଜ ମନ୍ତ୍ରୀ

June 11, 2026

ଅହମ୍ମଦାବାଦ ବିମାନବନ୍ଦରକୁ ମେଟ୍ରୋ ସଂଯୋଗ ପାଇଁ ପର୍ଯ୍ୟାୟ-୨ଏ ପ୍ରକଳ୍ପକୁ କ୍ୟାବିନେଟ୍‌ର ମଞ୍ଜୁରୀ

June 11, 2026

ପ୍ରଧାନମନ୍ତ୍ରୀ ଭାବେ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକାଳ: ଜାଣନ୍ତୁ ସରକାରର ଐତିହାସିକ ନିଷ୍ପତ୍ତି

June 11, 2026

ନାକଟିଦେଉଳରେ ବ୍ଲକ୍ ସ୍ତରୀୟ ଲକ୍ଷପତି ଦିଦି କର୍ମଶାଳା

June 11, 2026

ଆଜି ଜୁନ ୧୧ ତାରିଖ ଗୁରୁବାରରେ ଏହି ପାଞ୍ଚୋଟି ରାଶିର ଦୂର ହେବ ସମସ୍ତ ଦୁଃଖ

June 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.