Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା
ଆଜିର ଖବର

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା
ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

ଭୁବନେଶ୍ୱର: ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ ଏକ୍ସପଟ କମିଟି ଚିଠି ନଂ – 113, ତା-07-02-2026 ଅନୁଯାୟୀ ରାଜ୍ୟର ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ମାନଙ୍କର 13 ଦଫା ଦାବି ନେଇ ସଙ୍ଘ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ ଏକ୍ସପଟ କମିଟିର ଅଧ୍ୟକ୍ଷ ଅଶୋକ ତ୍ରିପାଠୀ ମହୋଦୟ, ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଉଚ୍ଚ ସ୍ତରୀୟ ଏକ୍ସପଟ କମିଟିର ଆବାହକ ସନାତନ ପଣ୍ଡା ମହୋଦୟ ଏବଂ ଅନ୍ୟାନ୍ୟ ଅଧିକାରୀ ମାନଙ୍କ ଉପସ୍ଥିତରେ ଏକ ସୌହାର୍ଦ୍ଧ୍ୟପୂର୍ଣ୍ଣ ଆଲୋଚନା ହୋଇଯାଇଛି। ମୁଖ୍ୟତ 2004 ରୁ 2013-14 ମଧ୍ୟରେ ନିଯୁକ୍ତି ପାଇଥିବା ଶିକ୍ଷକ ମାନଙ୍କର 6 ବର୍ଷର ଚୁକ୍ତି ଅବଧିକୁ ନିୟମିତ ଚାକିରିରେ ଯୋଗ କରିବା ସହ 6 ଗୋଟି ନାସନାଲ ଇଂକ୍ରିମେଣ୍ଟ ପ୍ରଦାନ କରିବା ନେଇ କମିଟି ସହ ଆଲୋଚନା ହୋଉଥିଲା, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ନିମନ୍ତେ ସ୍ୱାସ୍ଥ୍ୟ ବୀମା, 2016 ବ୍ୟାଚର ଶିକ୍ଷକଙ୍କର ବକେୟା ପାଉଣା ପ୍ରଦାନ କରିବା,ଟିଜି ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ 4600 ଗ୍ରେଡ଼ ପେ, BA,BPED/BA, CPED ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ 4200 ଗ୍ରେଡ଼ ପେ ପ୍ରଦାନ, ପ୍ରମୋଟି ଟିଜି ଶିକ୍ଷକମାନଙ୍କୁ ବରିଷ୍ଠତା ପ୍ରଦାନ ଏବଂ ପୁରୁଣ ପେନସନ ପ୍ରଦାନ ଆଦି ବିଷୟରେ ଆଲୋଚନା ହୋଇଥିଲା।

ଏହି ଆଲୋଚନା ସମସ୍ତ ଦିଗରୁ ସକରାତ୍ମକ ଥିଲ। କମିଟି ଆମ ସମସ୍ତ ଦାବିକୁ ସରକାରଙ୍କ ପାଖରେ ଉପସ୍ଥାପନା କରିବେ ବୋଲି ଦୃଢ ପ୍ରତିଶୃତି ଦେବା ସହ ଦାବି ପୂରଣ ଦିଗରେ ସପୂର୍ଣ ସହଯୋଗ ଯୋଗାଇ ଦେବେ।

ଆଲୋଚନାରେ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ସଭାପତି ପ୍ରଦୀପ୍ତ କୁମାର ପ୍ରଧାନ, ସମ୍ପାଦକ ଅମରେନ୍ଦ୍ର ସ୍ୱାଇଁ, କୋଷାଧ୍ୟକ୍ଷ ପଞ୍ଚାନନ ଜେନା, ମହାସଚିବ ବିଶ୍ୱଜିତ ବିଶ୍ୱାଳ ସହ ଗିରିଜା ଶଙ୍କର କୁଣ୍ଡୁ,ସନ୍ତୋଷ ସାହୁ, ପ୍ରବୀର ପଣ୍ଡା ଓ ଶୁଭ୍ରଜିତ୍ ପ୍ରତିହାରୀ ଉପସ୍ଥିତ ରହି ଆଲୋଚନାରେ ଭାଗ ନେଇଥିଲେ।

ଉଚ୍ଚ ସ୍ତରୀୟ କମିଟି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026

RSS କାର୍ଯ୍ୟକ୍ରମରେ ଯୋଗ ଦେଲେ ରୂପାଲି ଗାଙ୍ଗୁଲି: ଫଟୋ ସେୟାର କରି ବ୍ୟକ୍ତ କଲେ ଖୁସି

February 9, 2026
Latest News

ଉଚ୍ଚ ସ୍ତରୀୟ କମିଟି ସହ ଓଡିଶା ଏନ.ପି.ଏସ. ମାଧ୍ୟମିକ ଶିକ୍ଷକ ସଙ୍ଘର ବିଭିନ୍ନ ଦାବି ନେଇ ଆଲୋଚନା

February 10, 2026

କେନ୍ଦ୍ରୀୟ ଚୁକ୍ତି ତାଲିକା ପ୍ରକାଶ କଲା ବିସିସିଆଇ: କେବଳ ତିନି ଖେଳାଳିଙ୍କୁ ସର୍ବୋଚ୍ଚ ଗ୍ରେଡ୍

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

ଜାଣନ୍ତୁ ୧୦ ଫେବୃୟାରୀର ରାଶିଫଳ, ପାଞ୍ଚୋଟି ରାଶିର ବ୍ୟକ୍ତିମାନେ ହଠାତ ପାଇବେ ଶୁଭ ଖବର

February 10, 2026

ମୁଖ୍ୟମନ୍ତ୍ରୀଙ୍କ ୧୭ତମ ଅଭିଯୋଗ ଶୁଣାଣି, ଯୋଗଦେଲେ ୫ ଜଣ ମନ୍ତ୍ରୀ

February 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.