Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଜୀ ସାର୍ଥକର ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ରେ ଆରମ୍ଭ ହେବ ପ୍ରେମର ତୃତୀୟ ଅଧ୍ୟାୟ
ଆଜିର ଖବର

ଜୀ ସାର୍ଥକର ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ରେ ଆରମ୍ଭ ହେବ ପ୍ରେମର ତୃତୀୟ ଅଧ୍ୟାୟ

February 11, 2026No Comments2 Mins Read
Share Facebook Twitter LinkedIn Email WhatsApp Copy Link
ଜୀ ସାର୍ଥକର ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ରେ ଆରମ୍ଭ ହେବ ପ୍ରେମର ତୃତୀୟ ଅଧ୍ୟାୟ
ଜୀ ସାର୍ଥକର ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’ରେ ଆରମ୍ଭ ହେବ ପ୍ରେମର ତୃତୀୟ ଅଧ୍ୟାୟ

ଭୁବନେଶ୍ଵର: ଲୋକପ୍ରିୟ ଓଡ଼ିଆ ଚ୍ୟାନେଲ ଜୀ ସାର୍ଥକରେ ସଫଳତାର ସହିତ ଆଗେଇ ଚାଲିଛି ମେଗା ଧାରାବାହିକ ‘ତୁ ଖରା ମୁଁ ଛାଇ’। ସୋମବାରରୁ ଶନିବାର ରାତି ୮:୩୦ ରେ ପ୍ରସାରିତ ହେଉଥିବା ଭିନ୍ନ ଧରଣର ଏହି ଧାରାବାହିକ କାହାଣୀର ମୁଖ୍ୟ ଚରିତ୍ରରେ ନଜର ଆସିଛନ୍ତି ଅଭି ଓ ମାନି।

ଅକ୍ଷୟ ପରିଜା ପ୍ରଯୋଜିତ ଓ ବିଶ୍ଵରଞ୍ଜନ ମହାନ୍ତିଙ୍କ ନିର୍ଦ୍ଦେଶିତ ‘ତୁ ଖରା ମୁଁ ଛାଇ’ କାହାଣୀରେ ସାତ ବର୍ଷ ପରେ, ଅଭି ଆଉ ସେହି ପୁରୁଣା ମଣିଷ ହୋଇ ରହିନାହିଁ। ମାନିର ମୃତ୍ୟୁ ଖବର ତାକୁ ଏକ ଶାନ୍ତ କିନ୍ତୁ ଭୟଙ୍କର ବ୍ୟକ୍ତିତ୍ୱରେ ପରିଣତ କରିଦେଇଛି। ସେ ଗମ୍ଭୀର ଏବଂ ସଂଯମ। ଅନ୍ୟପଟେ ମାନି ନିଜର ପୁରୁଣା ସ୍ମୃତିକୁ ହରାଇ ଏକ ଅଲଗା ଦୁନିଆରେ ବଞ୍ଚିଛି। ସେ ମାନସିକ ଅସୁସ୍ଥତା ସହ ସଂଗ୍ରାମ କରିବା ସହିତ ନିଜର ଛଅ ବର୍ଷର ପୁଅ ‘ଗୋଲୁ’କୁ ବଡ଼ କରିବା ପାଇଁ ଅକ୍ଲାନ୍ତ ପରିଶ୍ରମ କରୁଛି।

ମାଧବ ଚରିତ୍ର ପ୍ରତିଶୋଧ ନେବା ପାଇଁ ମାନିର ମନରେ ଲୁଚି ରହିଥିବା କ୍ରୋଧକୁ ଉସୁକାଉଥିବା ବେଳେ କାହାଣୀରେ ଆରମ୍ଭ ହେଉଛି ଏକ ଭୟଙ୍କର ଷଡ଼ଯନ୍ତ୍ର ଯାହା ଜଣେ ମାନି କୁ ନିଜ ଭାଗ୍ୟ ବିରୁଦ୍ଧରେ ଛିଡ଼ା କରିଦେଇପାରେ।

ନାଟକ ପ୍ରିୟ ଗୋଲୁ (ମାନି ର ପୁଅ) ନିଜର ବିଭିଁନ୍ନ ବେଶଭୂଷା ଏବଂ ଚପଳତା ମାଧ୍ୟମରେ ସମସ୍ତଙ୍କ ଜୀବନରେ ଉତ୍ସାହ ଓ ଭରସା ଭରିଦେଉଛି। ତେବେ କାହାଣୀରେ ଆସୁଛି ଏକ ରୋମାଞ୍ଚକର ଇମୋସନାଲ୍ ଥ୍ରୀଲର …

ଜୀ ସାର୍ଥକର ପ୍ରତିଟି ମେଗା ଧାରାବାହିକ ସମୂହକୁ ମିଳିଛି ଦର୍ଶକଙ୍କ ଭଲ ପାଇବା, ଜୀ ସର୍ଥାକର ‘ତୁ ଖରା ମୁଁ ଛାଇ’ ମଧ୍ୟ ଏକ ସପରିବାର ଦର୍ଶକଙ୍କ ପାଇଁ ମନୋରଞ୍ଜନର ଖୋରାକ ଯୋଗାଇବା ସହ ଜୀବନରେ ପ୍ରେମ ଉପରେ ବିଶ୍ବାସ କେତେ ଶକ୍ତି ଦେଇଥାଏ ତାହା ଆମ ଦର୍ଶକ ଦେଖି ଉତ୍ସାହିତ ହେବେ ବୋଲି ପ୍ରତିଶୃତି ଦେଉଛନ୍ତି ଜୀ-ସାର୍ଥକର ଚିଫ୍ ଚ୍ୟାନେଲ୍ ଅଫିସର ଶ୍ରୀ ରାହୁଲ ରାଓ।

ଜୀ ସାର୍ଥକ ତୁ ଖରା ମୁଁ ଛାଇ ମେଗା ଧାରାବାହିକ
Share. Facebook Twitter LinkedIn Email WhatsApp Copy Link

Related Posts

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026
Latest News

କୁଲଗାମରେ ଆତଙ୍କବାଦୀ ଆକ୍ରମଣ: ନାମ ପଚାରି ଦୁଇ ହିନ୍ଦୁ ଶ୍ରମିକଙ୍କୁ କଲେ ହତ୍ୟା

August 1, 2026

CWGର ୮ମ ଦିନରେ ଭାରତକୁ ୨ ଟି ସ୍ୱର୍ଣ୍ଣ: ରୌପ୍ୟ ପଦକ ଜିତିଲେ ନୀରଜ ଚୋପ୍ରା

August 1, 2026

ରାଷ୍ଟ୍ରପତିଙ୍କ ଅନୁମୋଦନ: ଆଇନରେ ପରିଣତ ହେଲା ପରୀକ୍ଷା ସଂଶୋଧନ ବିଲ୍

August 1, 2026

ବଡ଼ ଆଶ୍ୱସ୍ତି ଦେଲେ କେନ୍ଦ୍ର ସରକାର: ଆଜିଠାରୁ ଏଲପିଜି ସିଲିଣ୍ଡରର ମୂଲ୍ୟ ୨୦୦ ଟଙ୍କା ହ୍ରାସ

August 1, 2026

‘ବିକଶିତ ଭାରତ ସଂକଳ୍ପ ଅଭିଯାନ ପାଇଁ ନିଶାମୁକ୍ତ ଯୁବବର୍ଗ’ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ

August 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.