Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର
ଆଜିର ଖବର

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନକ୍ସଲ
State govt. revises Maoist surrender policy

ଭୁବନେଶ୍ଵର: ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ଓଡ଼ିଶା ସରକାର ଏକ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କରିଛନ୍ତି। ଗତ ଦୁଇମାସ ମଧ୍ୟରେ ଦ୍ବିତୀୟ ଥରପାଇଁ ସଂଶୋଧିତ ପ୍ୟାକେଜ ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ନୂତନ ନିୟମ ଅନୁସାରେ ଯଦି କୌଣସି ନକ୍ସଲ ଓଡ଼ିଶାର ବାସିନ୍ଦା ନୁହନ୍ତି, କିନ୍ତୁ ଓଡ଼ିଶାରେ ସକ୍ରିୟ ଅଛନ୍ତି, ସେମାନଙ୍କୁ ମଧ୍ୟ ଏହି ଯୋଜନାରେ ସମସ୍ତ ସୁବିଧା ମିଳିବ।

ନୂତନ ନୀତିରେ ମୁଣ୍ଡଜାମିନ ପୁରସ୍କାର ରାଶିକୁ ବୃଦ୍ଧି କରାଯାଇଛି। କେନ୍ଦ୍ରୀୟ କମିଟି ସଭ୍ୟ ବା ପଲଟିବ୍ୟୁରୋ ସଭ୍ୟଙ୍କ ପାଇଁ ସର୍ବାଧିକ ୧ କୋଟି ୧୦ଲକ୍ଷ ଟଙ୍କା, ରାଜ୍ୟ କମିଟି ସଭ୍ୟଙ୍କ ପାଇଁ ୫୫ଲକ୍ଷ ଟଙ୍କା ଓ ଆଞ୍ଚଳିକ କମିଟି ସଭ୍ୟଙ୍କ ପାଇଁ ୩୩ ଲକ୍ଷ ଟଙ୍କାର ପୁରସ୍କାର ରାଶି ଧାର୍ଯ୍ୟ କରାଯାଇଛି।

ଏହାବ୍ୟତୀତ ୫ଲକ୍ଷ ଟଙ୍କାରୁ ଅଧିକ ପୁରସ୍କାର ଥିବା ସକ୍ରିୟ ନକ୍ସଲ ଆତ୍ମସମର୍ପଣ କଲେ ସେମାନଙ୍କୁ ଅତିରିକ୍ତ ୧୦ଲକ୍ଷ ଟଙ୍କାର ଏକକାଳୀନ ରାଶି ଫିକ୍ସଡ ଡିପୋଜିଟି ଆକାରରେ ଦିଆଯିବ ବୋଲି ନୂତନ ନୀତି ଜାରି କରାଯାଇଛି।

ଓଡିଶା ସରକାର ନକ୍ସଲମୁକ୍ତ ରାଷ୍ଟ୍ର ରୋଡମ୍ୟାପ୍ ପ୍ରସ୍ତୁତ
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026

ବାୟୁ ଶକ୍ତି ଅଭ୍ୟାସ: ନିଜର କ୍ଷମତା ପ୍ରଦର୍ଶନ କରିବ ଭାରତୀୟ ବାୟୁସେନା

February 11, 2026

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

February 11, 2026

JioAirFiber: ଫିକ୍ସଡ଼ ୱାୟାରଲେସ୍ କ୍ଷେତ୍ରରେ ହାସଲ କଲା ୭୯ ପ୍ରତିଶତ ବଜାର ଅଂଶ 

February 11, 2026
Latest News

ନକ୍ସଲମୁକ୍ତ ରାଷ୍ଟ୍ର ପାଇଁ ନୂତନ ରୋଡମ୍ୟାପ୍ ପ୍ରସ୍ତୁତ କଲେ ଓଡ଼ିଶା ସରକାର

February 11, 2026

ଟିମ୍ ଇଣ୍ଡିଆକୁ ଡବଲ ଝଟକା: ଅଭିଷେକ ଶର୍ମା ଅସୁସ୍ଥ ଖବର ପରେ ଇଶାନ କିଷାନ ଆହତ!

February 11, 2026

ବାୟୁ ଶକ୍ତି ଅଭ୍ୟାସ: ନିଜର କ୍ଷମତା ପ୍ରଦର୍ଶନ କରିବ ଭାରତୀୟ ବାୟୁସେନା

February 11, 2026

ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମୁକେଶ ମହାଲିଙ୍ଗ

February 11, 2026

JioAirFiber: ଫିକ୍ସଡ଼ ୱାୟାରଲେସ୍ କ୍ଷେତ୍ରରେ ହାସଲ କଲା ୭୯ ପ୍ରତିଶତ ବଜାର ଅଂଶ 

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.