Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ
ଆଜିର ଖବର

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ
ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। କନ୍ଧମାଳରୁ ଭୁବନେଶ୍ୱର ଅଭିମୁଖେ ଚୋରା ଚାଲାଣ ହେଉଥିବା 29 କିଲୋଗ୍ରାମ ଗଞ୍ଜେଇ ଜବତ କରିବା ସହ ଦୁଇଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।

ନିଧିଆପଲ୍ଲୀ ଛକ ନିକଟରେ ଏସ୍.ଆଇ. ଏଲ୍. ବିଶ୍ୱାଳଙ୍କ ନେତୃତ୍ୱରେ ଗାଡ଼ି ଯାଞ୍ଚ ଚାଲିଥିଲା। ବିଶ୍ୱସ୍ତ ସୂତ୍ରରୁ ଗଞ୍ଜେଇ ଚାଲାଣ ନେଇ ସୂଚନା ମିଳିବା ପରେ, ପୋଲିସ ଟିମ୍ ଖାରିଗୁଡ଼ା ନିକଟରେ ଛକି ରହିଥିଲେ। ଏକ ନାଲି ଓ କଳା ରଙ୍ଗର ପଲସର ମୋଟର ସାଇକେଲରେ (OD 03 D 8859) ଆସୁଥିବା ଦୁଇଜଣ ଯୁବକ କୁ ଅଟକ ରଖି ଯାଞ୍ଚ କରିବାରୁ ସେମାନଙ୍କ ନିକଟରୁ ଗଞ୍ଜେଇ ମିଳିଥିଲା। ଉକ୍ତ ଦୁଇ ଯୁବକ ନରେଶ କହଁର କନ୍ଧମାଳ ଜିଲ୍ଲା ସଲାଗୁଡ। ଗ୍ରାମର ଓ ଭିକାରୀ ଦଳବେହେରା, ଗଞ୍ଜାମ ଜିଲ୍ଲା ତାରାସିଂ ଥାନା ଅଞ୍ଚଳର ବୋଲି ଜଣାପଡ଼ିଛି।

କାର୍ଯ୍ୟନିର୍ବାହୀ ମାଜିଷ୍ଟ୍ରେଟ୍ ଶ୍ରୀ ଅବିନାଶ ମହାରଙ୍କ ପ୍ରତ୍ୟକ୍ଷ ଉପସ୍ଥିତିରେ 29 କେଜି ବେଆଇନ ଗଞ୍ଜେଇ, ନଗଦ 1350 ଟଙ୍କା ଓ ଗୋଟିଏ ପଲସର୍ ମୋଟର ସାଇକେଲ (OD 03 D 8859) ଜବତ କରାଯାଇଛି। ଏହି ସଂକ୍ରାନ୍ତରେ ଭଞ୍ଜନଗର ଥାନାରେ ମାମଲା ନଂ 123/26, ଧାରା 20(b)(ii)(c)/29 NDPS ଆଇନ ଅନୁଯାୟୀ ମକଦ୍ଦମା ରୁଜୁ ହୋଇଛି।

ଗଞ୍ଜେଇ ଜବତ ପ୍ରଚୁର ପରିମାଣ ଭଞ୍ଜନଗର ପୋଲିସ୍
Share. Facebook Twitter LinkedIn Email WhatsApp Copy Link

Related Posts

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026
Latest News

ଭଞ୍ଜନଗର ପୋଲିସ୍ ଦ୍ଵାରା ପ୍ରଚୁର ପରିମାଣର ଗଞ୍ଜେଇ ଜବତ: ଦୁଇ ଗିରଫ

February 12, 2026

ସାଇବର ଠକେଇ ଓ ଅର୍ଥନୈତିକ ଅପରାଧକୁ ରୋକିବା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି

February 12, 2026

ନିପୁଣ ଓଡ଼ିଶା ମିଶନ ସମ୍ବନ୍ଧୀୟ ରାଜ୍ୟସ୍ତରୀୟ ସମୀକ୍ଷା ଓ ଦିଗଦର୍ଶନ କର୍ମଶାଳା

February 12, 2026

OSDMA ର ୩୮ତମ ପରିଚାଳନା ପରିଷଦ ବୈଠକ ଅନୁଷ୍ଠିତ

February 12, 2026

ଆଜି ଫେବୃୟାରୀ ୧୨ ତାରିଖ ଗୁରୁବାର ଦିନ ଏହି ରାଶିଗୁଡିକ ହଠାତ ଧନ ପ୍ରାପ୍ତର ସୁଯୋଗ ପାଇବେ

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.