Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି
ଆଜିର ଖବର

ଶ୍ରମ କୋଡକୁ ବିରୋଧ କରୁଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ସମାଲୋଚନା କଲା ବିଜେପି

February 12, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
Anil Biswal Slams Opposition Over Feb 12 Strike Call
Anil Biswal Slams Opposition Over Feb 12 Strike Call

ଭୁବନେଶ୍ଵର: ଶିଳ୍ପ ସମ୍ପର୍କ ସଂହିତା ସଂଶୋଧନ ବିଲ 2026 କୁ ବିରୋଧ କରିଥିବା ଶ୍ରମିକ ସଂଗଠନର ନେତାମାନଙ୍କୁ ବିଜେପି କଟୁ ସମାଲୋଚନା କରିଛି। ଶ୍ରମିକମାନଙ୍କୁ ନେଇ ଯେଉଁମାନେ ରାଜନୀତି କରୁଛନ୍ତି ସେମାନେ ଏହି ଶ୍ରମ କୋଡକୁ ବିରୋଧ କରୁଛନ୍ତି ବୋଲି ରାଜ୍ୟ ବିଜେପି ମୁଖପାତ୍ର ଅନୀଳ ବିଶ୍ୱାଳ କହିଛନ୍ତି।

ସେ କହିଛନ୍ତି ଏହି ନୂତନ ଚାରୋଟି ଆଇନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ କାର୍ଯ୍ୟ କରୁଥିବା ଶ୍ରମିକମାନଙ୍କୁ ସର୍ବନିମ୍ମ ବେତନ ଦେବା କ୍ଷେତ୍ରରେ ସହାୟକ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପରିକଳ୍ପିତ ଆତ୍ମନିର୍ଭର ଭାରତକୁ ସାକାର କରିବା ଦିଗରେ ଚାରୋଟି ଶ୍ରମ କୋଡ ସହାୟକ ହେବ ବୋଲି ସେ କହିଛନ୍ତି।

Anil Biswal Slams Opposition Strike Call
Share. Facebook Twitter LinkedIn Email WhatsApp Copy Link

Related Posts

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ

March 28, 2026

ଦୁଇ ସାପ୍ତାହିକ ଏକ୍ସପ୍ରେସ୍ ଟ୍ରେନ ପ୍ରଚଳନ

March 28, 2026

ସର୍ବଭାରତୀୟ ପୋଲିସ ସୁଟିଂ ପ୍ରତିଯୋଗିତା: ଓଡ଼ିଶା ପୋଲିସକୁ ବଡ଼ ସଫଳତା

March 28, 2026
Latest News

ବିନା ଲକ୍ଷଣରେ ଦେଶର ୪୦ ପ୍ରତିଶତ ଜନସଂଖ୍ୟା ଯକ୍ଷ୍ମା ରୋଗରେ ପୀଡ଼ିତ

March 28, 2026

ପାଣିନୀଙ୍କ ଠାରୁ ଏଆଇ ଷ୍ଟାକ୍ ପର୍ଯ୍ୟନ୍ତ: ଦିଲ୍ଲୀର ଏଆଇ ମଞ୍ଚରେ ଜାତୀୟ କ୍ଷମତାର ନୂତନ ପରିଭାଷା

March 28, 2026

ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍‌ଘାଟନ କଲେ ପ୍ରଧାନମନ୍ତ୍ରୀ

March 28, 2026

ରେଳବାଇରେ ଆପତ୍ତିଜନ ବିଜ୍ଞାପନ ପ୍ରଦର୍ଶନ ନିଷିଦ୍ଧ: ଅଶ୍ୱିନୀ ବୈଷ୍ଣବ

March 28, 2026

ଅଙ୍ଗ ପ୍ରତିରୋପଣ ଏବଂ ସ୍ୱାସ୍ଥ୍ୟସେବାରେ କୃତ୍ରିମ ବୁଦ୍ଧିମତ୍ତାର ଉପଯୋଗ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.