Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଆଜିର ଖବର

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ODISHA-HIGH-COURT
High Court order on Ratna Bhandar ganati manati.

କଟକ: ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ଆସନ୍ତା ୩ ମାସ ମଧ୍ୟରେ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏଥିସହିତ ରତ୍ନଭଣ୍ଡାର ଚାବି ହଜିବା ଘଟଣାକୁ ନେଇ କୋର୍ଟ ଅତ୍ୟନ୍ତ ସ୍ପଷ୍ଟ ନିର୍ଦ୍ଦେଶ ଜାରି କରିଛନ୍ତି। ଚାବି ହଜିବା ଘଟଣାକୁ ନେଇ ଜଷ୍ଟିସ ରଘୁବୀର ଦାସ ତଦନ୍ତ କମିଶନ ଯେଉଁ ରିପୋର୍ଟ ଦେଇଥିଲେ, ତାହା ସାର୍ବଜନୀନ ହେବା ଆବଶ୍ୟକ ବୋଲି ହାଇକୋର୍ଟ କହିଛନ୍ତି।

ଆସନ୍ତା ବିଧାନସଭା ଅଧିବେଶନରେ ରିପୋର୍ଟ ଉପସ୍ଥାପନ କରିବାକୁ ଆଜି ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ରତ୍ନ ଭଣ୍ଡାର ମରାମତି, ରତ୍ନ ଅଳଙ୍କାର ଗଣତିମଣତି ଏବଂ ଜଷ୍ଟିସ ରଘୁବୀର ଦାସ କମିଶନ ରିପୋର୍ଟ ସାର୍ବଜନୀନ କରିବା ଦାବିରେ ପୁରୀ ବାସିନ୍ଦା ଦିଲ୍ଲୀପ ବରାଳଙ୍କ ପକ୍ଷରୁ ଜନସ୍ୱାର୍ଥ ମାମଲା ଦାୟର ହୋଇଥିଲା। ଏହାର ଶୁଣାଣି ଶେଷ କରି ହାଇକୋର୍ଟ ରାୟ ସଂରକ୍ଷିତ ରଖିଥିଲେ, ଯାହା ଆଜି ପ୍ରକାଶ ପାଇଛି।

ଗଣତିମଣତି ଶ୍ରୀମନ୍ଦିର ରତ୍ନଭଣ୍ଡାର ହାଇକୋର୍ଟଙ୍କ ନିର୍ଦ୍ଦେଶ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026

“ମୁଁ ପ୍ରଧାନମନ୍ତ୍ରୀଙ୍କ କ୍ୟାରିଅରକୁ ନଷ୍ଟ କରିବାକୁ ଚାହୁଁନାହିଁ:” ଟ୍ରମ୍ପଙ୍କ ଭାଇରାଲ ଭିଡିଓ ଉପରେ MEAର ପ୍ରତିକ୍ରିୟା

February 12, 2026
Latest News

ଆସନ୍ତା ୩ ମାସ ମଧ୍ୟରେ ଶ୍ରୀମନ୍ଦିର ରତ୍ନଭଣ୍ଡାର ଗଣତିମଣତି କାମ ସମ୍ପୂର୍ଣ୍ଣ କରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

February 13, 2026

ଓଡ଼ିଶାରେ ସମବାୟ କ୍ଷେତ୍ରରେ ଗ୍ରହଣ କରାଯାଇଥିବା ବିଭିନ୍ନ ପଦକ୍ଷେପ ସଂପର୍କରେ ସମୀକ୍ଷା

February 13, 2026

ଆଜି ସାତୋଟି ରାଶିର ଭାଗ୍ୟ ଚମକିବ, ଯାହା ଆପଣ କେବେ ବି ବିଶ୍ବାସ କରିପାରିବେ ନାହିଁ

February 13, 2026

ଟି-୨୦ ବିଶ୍ୱକପ୍ ରେ ଭାରତର ଲଗାତାର ଦ୍ୱିତୀୟ ବିଜୟ: ନାମିବିୟା ୯୩ ରନରେ ପରାସ୍ତ

February 12, 2026

ଓମ୍ଫେଡ୍ ମୁଖ୍ୟାଳୟରେ କେନ୍ଦ୍ର ସମବାୟ ସଚିବ: କେନ୍ଦ୍ରୀୟ ସହାୟତା ଯୋଗାଇଦେବାକୁ ପ୍ରତିଶୃତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.