Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ନିଶା କାରବାରକୁ ବିରୋଧ କରିବାରୁ ଯୁବକକୁ ମାରଣାନ୍ତକ ଆକ୍ରମଣ
ଆଜିର ଖବର

ନିଶା କାରବାରକୁ ବିରୋଧ କରିବାରୁ ଯୁବକକୁ ମାରଣାନ୍ତକ ଆକ୍ରମଣ

February 14, 2026No Comments1 Min Read
Share Facebook Twitter LinkedIn Email WhatsApp Copy Link
ନିଶା କାରବାରକୁ ବିରୋଧ କରିବାରୁ ଯୁବକକୁ ମାରଣାନ୍ତକ ଆକ୍ରମଣ
ନିଶା କାରବାରକୁ ବିରୋଧ କରିବାରୁ ଯୁବକକୁ ମାରଣାନ୍ତକ ଆକ୍ରମଣ

(କୈଳାଶ ଚନ୍ଦ୍ର ଚୌଧୁରୀ, ବ୍ରହ୍ମପୁର): ଖଲ୍ଲିକୋଟ ଥାନା ଅର୍ନ୍ତଗତ ଲଙ୍ଗଳେଶ୍ୱର ଗାଦିଶ୍ଵର ମନ୍ଦିର ନିକଟରେ ବହୁ ଦିନ ଧରି ବିଭିନ୍ନ ପ୍ରକାରର ନିଶା କାରବାର ଚାଲିଥିବା ବେଳେ ଉକ୍ତ ଗ୍ରାମର ବିକାଶ ଦାସ ନାମକ ଜଣେ ଯୁବକ ବିରୋଧ କରି ଆସୁଥିଲେ। ପୁର୍ବରୁ ଥରେ ଏହି ଘଟଣାକୁ ନେଇ ସାମାନ୍ୟ ଆକ୍ରମଣ କରାଯାଇଥିଲା। ପୁଣି ଗତକାଲି ସନ୍ଧ୍ୟାରେ ବିକାଶ ନିକଟସ୍ଥ ଓଭରବ୍ରିଜ୍ ନିକଟରେ ଠିଆ ହୋଇଥିବା ବେଳେ ହଠାତ୍ ୩ ଜଣ ଯୁବକ ବିଭିନ୍ନ ମାରଣାସ୍ତ୍ରରେ ଆଘାତ କରି ତାଙ୍କୁ ଲହୁଲୁହାଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି।

ଗୁରୁତର ବିକାଶକୁ ଚିକିତ୍ସା ପାଇଁ ପ୍ରଥମେ ଖଲ୍ଲିକୋଟ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

ନିଶା କାରବାର ଯୁବକକୁ ମାରଣାନ୍ତକ ଆକ୍ରମଣ
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଶନିବାରରେ ପାଞ୍ଚୋଟି ରାଶି ପାଇଁ ଭଲ ଦିନ: ସବୁ ଯୋଜନାରେ ହେବେ ସଫଳ

March 7, 2026

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026
Latest News

ଆଜି ଶନିବାରରେ ପାଞ୍ଚୋଟି ରାଶି ପାଇଁ ଭଲ ଦିନ: ସବୁ ଯୋଜନାରେ ହେବେ ସଫଳ

March 7, 2026

ଅମିତ ଶାହଙ୍କ ଦ୍ୱାରା ଓମ୍ଫେଡର ୩୦ ହଜାର ଲିଟର ବିଶିଷ୍ଟ ଦୁଗ୍ଧ କାରଖାନା ଉଦଘାଟିତ

March 6, 2026

ଇଗ୍ନୋ ଆଞ୍ଚଳିକ କେନ୍ଦ୍ରରେ ସି୨ସି ଏବଂ ଆଇ୨ଓ ୨.୦ କାର୍ଯ୍ୟକ୍ରମର ଉଦ୍ଘାଟନ 

March 6, 2026

ପୂର୍ବତଟ ରେଳପଥ ଓ ଇକୋର ମହିଳା କଲ୍ୟାଣ ସଂଗଠନ ପକ୍ଷରୁ ଆନ୍ତର୍ଜାତୀୟ ମହିଳା ଦିବସ ପାଳନ

March 6, 2026

୩୨୭୫ କୋଟିରୁ ଅଧିକ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଅମିତ ଶାହ

March 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.