Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»କୋଷ୍ଟଗାର୍ଡ ଜାହାଜରେ ଅଗ୍ନିକାଣ୍ଡ : ଜଣେ ନିଖୋଜ
ଆଜିର ଖବର

କୋଷ୍ଟଗାର୍ଡ ଜାହାଜରେ ଅଗ୍ନିକାଣ୍ଡ : ଜଣେ ନିଖୋଜ

August 12, 2019No Comments1 Min Read
Share Facebook Twitter LinkedIn Email WhatsApp Copy Link
050429-N-7130B-188 San Diego, Calif. (April 29, 2005) Ð A U.S. Coast Guard patrol boat battles a simulated vessel fire in San Diego harbor during a training evolution. Maritime assistance is only one of ways the Coast Guard serves the American public. Under the Department of Homeland Security, the Coast Guard patrols American harbors, enforces maritime law, and protects AmericaÕs shoreline. U.S. Navy photo by Photographer's Mate 3rd Class Aaron Burden (RELEASED)

ଆନ୍ଧ୍ରପ୍ରଦେଶ  ବିଶାଖାପାଟଣାଠାରେ ଅଘଟଣ ଘଟିଛି । ସମୁଦ୍ର ଭିତରେ ଥିବା କୋଷ୍ଟଗାର୍ଡ ଜାହାଜରେ ଅଗ୍ନିକାଣ୍ଡ ଘଟିଛି । ଏହି ଅଗ୍ନିକାଣ୍ଡ ସମୟରେ ଜାହାଜରେ ମୋଟ ୨୯ ଜଣ ରହିଥିଲେ । ଏହି ଜାହାଜରୁ ୨୮ଜଣଙ୍କୁ ଉଦ୍ଧାର କରାଯାଇଥିବାବେଳେ ଜଣେ ନିଖୋଜ ଅଛନ୍ତି । ତେବେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ । ଆଜି ପୂର୍ବାହ୍ନ ପ୍ରାୟ ୧୧ଟା ସମୟରେ ବିଶାଖାପାଟଣା ବନ୍ଦର ନିକଟରେ ଜାଗୁଆର୍‌ରେ ହଠାତ୍‌ ନିଆଁ ଲାଗି ଯାଇଥିଲା । କେହି କିଛି ଭାବିବା ପୂର୍ବରୁ ନିଆଁ ବ୍ୟାପିବାରେ ଲାଗିଥିଲା । ଶେଷରେ ଜାହାଜରେ ଥିବା କର୍ମଚାରୀମାନେ ନିଜକୁ ବଞ୍ଚାଇବାକୁ ଯାଇ ପାଣିକୁ ଡେଇଁ ପଡ଼ିଥିଲେ । ସେମାନଙ୍କୁ ବଞ୍ଚାଇବାକୁ ଅନ୍ୟ ଏକ ବୋଟ୍‌ରେ କୋଷ୍ଟଗାର୍ଡ ପହଁଚିଥିଲେ । ପାଣିରେ ବୁଡ଼ିଥିବା ୨୮ କର୍ମଚାରୀଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଜଣେ ଏବେବି ନିଖୋଜ ଅଛନ୍ତି । ତାଙ୍କୁ ଉଦ୍ଧାର କରିବାକୁ ଉଦ୍ୟମ ଜାରି ରହିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026
Latest News

କବି ଶରତ ଚନ୍ଦ୍ର ପରିଡ଼ାଙ୍କ ମହାକାବ୍ୟ ନାରକାସୁର ବଧକୁ ଲୋକାର୍ପିତ କଲେ ବାଚସ୍ପତି

April 16, 2026

ମାଆ-ପୁଅ ଗିରଫ

April 16, 2026

ଆଜି ସଂସଦର ସ୍ୱତନ୍ତ୍ର ଅଧିବେଶନ

April 16, 2026

ଓଡ଼ିଶା-ଝାରଖଣ୍ଡ ସୀମାରେ ହାଇ ଆଲର୍ଟ

April 16, 2026

୧୭-୧୮ ଏପ୍ରିଲରେ ଦେଶବ୍ୟାପୀ ‘ନାରୀ ଶକ୍ତି ବନ୍ଦନ ଦୌଡ଼’ ଆୟୋଜନ

April 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.